-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||     

HOME   ଜିଲ୍ଲା

ଭାରସାମ୍ୟ ହରାଇ ଗଛରେ ପିଟିଲାହେଲା ବାଙ୍କେଶ୍ୱରୀ ନାମକ ଘରୋଇ ଯାତ୍ରୀବାହୀ ବସ୍

03-Feb-2026



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ଆଜି ମଙ୍ଗଳବାର ଭୋର ସକାଳ ପ୍ରାୟ ୬ଟା ସମୟରେ ମାଲକାନଗିରି ସୀମାନ୍ତ ମୋଟୁଠାରୁ ମାଲକାନଗିରି ଅଭିମୁଖେ ଯାଉଥିବା  ବାଙ୍କେଶ୍ୱରୀ’ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ପୁଷୁଗୁଡା ଛକ ପୂର୍ବରୁ ଏକ ସ୍ଥାନରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛ ସହ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି।ଦୁର୍ଘଟଣାରେ କୌଣସି ଯାତ୍ରୀ ଆହତ ହୋଇନଥିବା ସୂଚନା ମିଳିଛି। ତେବେ ବସ୍‌ର ଆଗପଟ କାଚ ଓ ତଳଭାଗ ଭାଙ୍ଗି ପଡ଼ିଛି। ବସ୍‌ର ନମ୍ବର OD 30F 5119।

 ବିପରୀତ ଦିଗରୁ  ଗୋଟିଏ ଗୋରୁ ରାସ୍ତା ଉପରେ ପଳେଇ ଆସିଥିବାରୁ ଦୁର୍ଘଟଣା ଏଡ଼ାଇବାକୁ ବସ୍ ଚାଳକ ବାଲାନ୍ସ କରିବାକୁ ଯାଇ ବସ୍‌ଟିକୁ ରାସ୍ତାରୁ ତଳକୁ ନେଇଯାଇଥିଲେ। ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ବସଟି ବଡ଼ ଦୁର୍ଘଟଣା ଟାଳି ଦିଆଯାଇଥିଲା lଦୁର୍ଘଟଣା ଘଟଣା ପରେ ଯାତ୍ରୀମାନଙ୍କୁ ଅନ୍ୟ ଏକ ବସ୍‌ରେ ଗନ୍ତବ୍ୟସ୍ଥଳକୁ ପଠାଯାଇଥିବାବେଳେ, ଯାତ୍ରୀ ମାନଙ୍କୁ ସୁରକ୍ଷିତ ଭାବରେ ତାଙ୍କୁ ଅନ୍ୟ ଏକ ବସ ଯୋଗେ ତାଙ୍କ ଗନ୍ତବ୍ୟ ସ୍ଥଳକୁ ପଠେଇ ଦିଆ ଯାଇଛି lକ୍ଷତିଗ୍ରସ୍ତ ବସ୍‌ଟିକୁ ଘଟଣାସ୍ଥଳରୁ ବାହାର କରିବା ପାଇଁ ଚେଷ୍ଟା ଚାଲିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026

You Might Also Like