-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ବିବାଦୀୟ ୟୁଜିସି ବିଲକୁ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ବ୍ରାହ୍ମଣ ମହାସଭାର ବିକ୍ଷୋଭ♦️ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

03-Feb-2026



ବଲାଙ୍ଗିର(ପ୍ରେରଣା ଖବର):ସାରା ଦେଶରେ ୟୁଜିସି ବିଲକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। ସମାଜରୁ ଜାତିଭେଦ ଦୂରେଇ ଥିବା ବେଳେ ନିଜେ କେନ୍ଦ୍ରସରକାର ଜାତିଭେଦପ୍ରଥାକୁ ପ୍ରୋତ୍ସାହିତ କରୁଛନ୍ତି । ବିଲରେ ଯେଭଳି ବ୍ୟବସ୍ଥା ରହିଛି କେବଳ ବ୍ରାହ୍ମଣ ମାନେ ଦୋଷି ବୋଲି ସିଧାସଳଖ ସରକାର ବିଚାରକରି କରିଛନ୍ତି ଯାହାକି ସଂପୂର୍ଣ୍ଣ ମିଥ୍ୟା ଓ ତୃଟିପୂର୍ଣ୍ଣ ବୋଲି କହି ଆଜି ବଲାଙ୍ଗୀର ଜିଲ୍ଲା ବ୍ରାହ୍ମଣମହାସଭା ପକ୍ଷରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନକୁ ଦାବିପତ୍ର ପ୍ରଦାନ କରାଯାଇଛି । ବ୍ରାହ୍ମଣ ମହାସଭାର ଜିଲ୍ଲା ସଭାପତି ପ୍ରଣାଵଲ୍ଲଭ ତ୍ରିପାଠୀ, 

ଉପସଭାପତି କିଶୋର କୁମାର ପୁରୋହିତ ଓ ସଂପାଦକ ନରେନ୍ଦ୍ରକୁମାର ଆଚାର୍ଯ୍ୟଙ୍କ ନେତୃତ୍ୱରେ ଶତାଧିକ ସଭ୍ୟ/ସଭ୍ୟା ଆସି ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ୟୁଜିସି ବିଲକୁ କେନ୍ଦ୍ରସରକାର ତୁରନ୍ତ ସଂପୂର୍ଣ୍ଣ ରୂପେ ପ୍ରତ୍ୟାହାର ଦାବିରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପ୍ରଶାସନକୁ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ରରେ ଉଲ୍ଲେଖ କରାଯାଇଛି ଯେ, ୟୁଜିସି କେବଳ ଭୋଟବ୍ୟାଙ୍କ ସୃଷ୍ଟି ପାଇଁ କରାଯାଇଛି। ବିଲରେ ଜାତିଗତ ବିଦ୍ୱେଶ ସୃଷ୍ଟି କରା ଯାଇ ଦେଶକୁ ଭୁଲରାସ୍ତାରେ ନେବାକୁ ଉଦ୍ୟମ ହେଉଛି । ଆଜି ପର୍ଯ୍ୟନ୍ତ

ଏସସି/ଏସଟି ଆଟ୍ରୋସିଟିର ବହୁଳ ମାତ୍ରାରେ ଅପବ୍ୟବହାର ହେଉଛି ଓ ଏହି ବିଲ ଆସିଲେ ବିଶ୍ୱବିଦ୍ୟାଳୟ ମାନଙ୍କରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆହୁରି ବିଭେଦ ସୃଷ୍ଟିହେବାକୁ ଯାଉଛି । ବିଲରେ ଏସ/ଏସଟି.ଓବିସି ବର୍ଗର ସଭ୍ୟ ଇକ୍ୟୁଟି କମିଟିରେ ରଖାଯାଇଥିବା ବେଳେ ସାଧାରଣବର୍ଗର ସଭ୍ୟ ରଖିବାର ପ୍ରାବଧାନ ନାହିଁ । ଠିକ ସେହିପରି ଯେଉଁମାନେ ଅଭିଯୋଗ କରିଥିବେ ସେମାନଙ୍କ ଅଭିଯୋଗ ମିଥ୍ୟା ପ୍ରମାଣିତ ହେଲେ ସେମାନେ ବିଲର ଅପବ୍ୟବହାର କରିଥିବା ଅଭିଯୋଗରେ ଦଣ୍ଡିତ ହେବାର ବ୍ୟବସ୍ଥା ମଧ୍ୟ ରଖାଯାଇ ନାହିଁ । ଫଳରେ କେବଳ ସାଧାରଣବର୍ଗର ଛାତ୍ରଛାତ୍ରୀ ସବୁବେଳେ ଭୟର ବାତାବରଣ ମଧ୍ୟ ରହି ମାନିସକଚାପରେ ପାଠ ମଧ୍ୟ ପଢି ପାରିବେ ନାହିଁ । ଏହା ସମ୍ବିଧାନର ଧାରା ୧୪ର ସଂପୂର୍ଣ୍ଣ ଉଲଂଘନ ହେଉଛି ଓ ବ୍ରାହ୍ମଣମାନଙ୍କର ବଞ୍ଚିବାର ଅଧିକାରର ହନନ ହେବ ବୋଲି କୁହାଯାଇଛି । ସମ୍ବିଧାନରେ କୌଣସି ଜାତି,ବର୍ଣ୍ଣ ଓ ଧର୍ମକୁ ନେଇ ବିଭେଦ କରାଯାଇ ପାରିବ ନାହିଁ ବୋଲି ନୀୟମ ରହିଥିବା ବେଳେ ଏହି ୟୁଜିସି ବିଲ ଏହି ନୀୟମକୁ ବିରୁଦ୍ଧାଚରଣ କରୁଛି ତେଣୁ ତୁରନ୍ତ ଏଭଳି ବିବାଦୀୟ ବିଲକୁ ପ୍ରତ୍ୟାହାର କରାଯାଉ ବୋଲି ବ୍ରାହ୍ମଣ ମହାସଭା ଦାବି କରିଛି । ଆଜିର ଏହି କାର୍ଯ୍ୟକ୍ରମରେ କୋଷାଧ୍ୟକ୍ଷ ସଂକିର୍ତ୍ତନ ମିଶ୍ର, ଯୁଗ୍ମସଂପାଦକ ସୋମନାଥ ମିଶ୍ର, ରାକେଶ ପଣ୍ଡା,କାହ୍ନା ଶତପଥି,ବିଜୟଲକ୍ଷ୍ମୀ ମିଶ୍ରଙ୍କ ସମେତ ଶତାଧିକ ସଭ୍ୟ/ସଭ୍ୟା ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like