-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||     

HOME   ଜିଲ୍ଲା

ନୂତନ ବସଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟ କାଲି ଠୁଁ ଆରମ୍ଭ ହେବ - ବିକାଶ କାର୍ଯ୍ଯ ରେ ବାଧା ଉପୁଜିଲେ କଠୋର ହେବ ପ୍ରଶାସନ*- *ଜିଲ୍ଲାପାଳ*-

03-Feb-2026



ସୁବର୍ଣ୍ଣପୁର ମନୋରଞ୍ଜନ ତ୍ରିପାଠୀ
 ସୁବର୍ଣ୍ଣପୁର ସଦର ମହକୁମା ନୂତନ ବସଷ୍ଟାଣ୍ଡ କାର୍ଯ୍ଯ ଆରମ୍ଭ ରୁ ଆଜି ସକାଳୁ ଏକ ନୂଆ ବିବାଦ ଦେଖାଯାଇଥିଲା । ବସଷ୍ଟାଣ୍ଡ ନିର୍ମାଣ ପାଇଁ ସେହି ପୁରୁଣା ଜାଗାରେ ବ୍ୟାରିଗେଟ୍ କରିଥିଲା ନିର୍ମାଣକାରୀ ଠିକା ସଂସ୍ଥା । ଆଜି ସକାଳୁ ସେ ସବୁ ଖୋଲି ଦିଆଯିବା ଓ ଷ୍ଟାଣ୍ଡ ଭିତରେ ପୁଣି ଟ୍ୟାକ୍ସି ଓ ଅଟୋ ଦେଖି ଜନସାଧାରଣରେ ଚର୍ଚ୍ଚା ଜୋର ଧରିଲା ଯେ ବସଷ୍ଟାଣ୍ଡ କାମ ଜଣେ ବ୍ୟକ୍ତି ହାଇକୋର୍ଟ ରୁ ଷ୍ଟେ ଅର୍ଡର ଆଣି ବ୍ୟାରିଗେଡ଼ ଖୋଲି ଦେବା ସହ କାମ ବନ୍ଦ କରି ଦେଇଛନ୍ତି । ସକାଳୁ ସକାଳୁ ବୁଦ୍ଧିଜୀବି ଓ ଜନସାଧାରଣ ସେଠାରେ ପହଞ୍ଚିବା ସହ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଜନ ସାଧାରଣ ଠିକାସଂସ୍ଥା କର୍ମଚାରୀ ଙ୍କୁ ଭେଟି କାମ ଶୀଘ୍ର ଆରମ୍ଭ କରିବା ପାଇଁ ତାଗିଦ୍ କରିଥିବା ଦେଖିବାକୁ ମିଳିଥିଲା । ଏହି ଖବର ଜିଲ୍ଲାପାଳ ଡ. ନୃପରାଜ ସାହୁଙ୍କ ଠାରେ ପହଞ୍ଚିବା ପରେ ଜିଲ୍ଲାପାଳ ନିଜେ ଅପରାହ୍ନ ରେ ଘଟଣାସ୍ଥଳ କୁ ପରିଦର୍ଶନ କରିବା ସହ ଭିତରେ ଥିବା ସୁରେଶ୍ଵରୀ କମ୍ପ୍ୟୁଟର୍ସ ମାଲିକ ବ୍ରଜବନ୍ଧୁ ମିଶ୍ର ଙ୍କ ସହ ଆଲୋଚନା  କରିବା ସହ ସୋନପୁର ବାସୀ ଙ୍କ ଦୀର୍ଘଦିନ ର ଦାବୀ ନୂତନ ଭବ୍ୟ ବସଷ୍ଟାଣ୍ଡ ନିର୍ମାଣ ରେ ବାଧାପ୍ରାପ୍ତ ହେଉଥିବା ଷ୍ଟଲ ଗୁଡ଼ିକୁ ଶୀଘ୍ର ଖାଲି କରିବାକୁ ପୌର ଅଧିକାରୀ ଙ୍କୁ ନିର୍ଦ୍ଦେଶ କରିଥିଲେ। ପରେ ପୌର ପରିଷଦ ପକ୍ଷରୁ ଆଜିଠୁ ତିନିଦିନ ଭିତରେ ଷ୍ଟଲ ଗୁଡ଼ିକୁ ଖାଲି କରିବାକୁ ଓ ନୂଆଁ ବସ୍ ଷ୍ଟାଣ୍ଡ କାର୍ଯ୍ଯ ରେ ସମ୍ପୂର୍ଣ ସହଯୋଗ ପାଇଁ ପ୍ରଚାର ଗାଡି  ମାଧ୍ୟମ ରେ ଘୋଷଣା କରାଇ ଥିଲେ। ଆଜିର ଏ ସବୁ ଘଟଣା ଦେଖିବା ଶୁଣିବା ପରେ ସହର ରେ ସବୁଠି ଚର୍ଚ୍ଚା ଯେ  ଲୋକେ ସଚେତନ ନ ହେଲେ ପ୍ରଶାସନ କୁ ସହଯୋଗ ନ କଲେ କେବେ କେଉଁଠି ବି ବିକାଶ କାର୍ଯ୍ଯ କୁ ତ୍ୱରାନ୍ୱିତ କରା ଯାଇ ନ ପାରେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026

You Might Also Like