-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||     

HOME   ଜିଲ୍ଲା

ବୃକ୍ଷରୁ ବୃଦ୍ଧଙ୍କ ଝୁଲନ୍ତା ଶବ ଉଦ୍ଧାର

03-Feb-2026



କଣ୍ଟାମାଳ,
ଘଣ୍ଟାପଡ଼ା ଥାନା ଅଧିନ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ବଡ଼ କଲରାକୋଠା ଗ୍ରାମର ଖେଳ ପଡ଼ିଆ ନିକଟ ଏକ ବରଡି ଗଛରୁ ଜଣେ ବୃଦ୍ଧଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି । ସୂଚନା ପ୍ରକାରେ ସୋମବାର ସନ୍ଧ୍ୟାରେ ଗ୍ରାମର କିଛି ଲୋକ ଝୁଲନ୍ତା ଶବକୁ ଦେଖି ଘଣ୍ଟାପଡ଼ା ଥାନାକୁ ଖବର ଦେଇଥିଲେ । ବେକରେ ଏକ ପ୍ଲାଷ୍ଟିକ ଦଉଡି ବାନ୍ଧି ଗଛ ଡାଳରେ ଝୁଲୁଥିବା ଜଣା ପଡିଛି l ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିଥିଲା କିନ୍ତୁ ରାତି ଅଧିକ ହୋଇ ଥିବାରୁ ତଦନ୍ତ ପ୍ରକ୍ରିୟା ମଙ୍ଗଳବାର ଆରମ୍ଭ କରିଥିଲା । ତଦନ୍ତ ଅନୁସାରେ ମୃତକ ଜଣକ ବିଭିଷଣ କାଲସେ(୭୦) ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି l ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଅଧିନ ରେଙ୍ଗସା ଗ୍ରାମରେ ରହୁଥିବା ବେଳେ ସେ ତିନିଦିନ ହେଲା ନିଜ ସଂପକୀୟ ଭାଇ ଘରକୁ ବୁଲିବାକୁ ଆସି ବିନା କୌଣସି କାରଣରେ ଆତ୍ମହତ୍ୟା କରିଥିବା ସଂପକୀୟ ଭାଇ ପୋଲିସକୁ ଦେଇଥିବା ଏତଲାରେ ଦର୍ଶାଇଛନ୍ତି । ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ବ୍ୟବଛେଦ ପାଇଁ ମନମୁଣ୍ଡା ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଛି। ବ୍ୟବଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ଘଟଣା ଜାଣି ହେବ ବୋଲି ତଦନ୍ତ ଅଧିକାରୀ ଏଏସ୍‌ଆଇ ଗୋବିନ୍ଦ ମଲିକ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026

You Might Also Like