-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||     

HOME   ଜିଲ୍ଲା

ରିନବଚନ ଗ୍ରାମରେ ପଞ୍ଚାୟତ ସ୍ତରୀୟ ଧନୁଯାତ୍ରା ମହୋତ୍ସବ ପାଇଁ କଳସ ଶୋଭାଯାତ୍ରା

03-Feb-2026



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ୍ ର ରିନବଚନ ଗ୍ରାମରେ ପଞ୍ଚାୟତ ସ୍ତରୀୟ ଧନୁଯାତ୍ରା ମହୋତ୍ସବ ପାଇଁ ଆଜି ବିରାଟ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପ୍ରଥମେ ଗ୍ରାମରେ ଥିବା ଜଗନ୍ନାଥ୍ ମନ୍ଦିର ପ୍ରାଙ୍ଗଣ ରୁ ଏହି କଳସ ଶୋଭାଯାତ୍ରା ବାହାରି ଥିଲା। ଶତାଧିକ ସଂଖ୍ୟାରେ ମା ମାନେ କଳସ ବୋହି  ହୁଳହୁଳି ଦେଇ ଗ୍ରାମ ପରିଭ୍ରମଣ କରି ନିକଟରେ ଥିବା ଖଜୁର ବନ୍ଧ କୁ ଯାଇଥିଲେ l କୀର୍ତ୍ତନ ଦଳ ଓ ଦୂଲଦୁଲି ବାଜା ବଜାଇ ନିକଟସ୍ଥ ପୋଖରୀକୁ ଯାଇଥିଲେ। ସେଠାରେ ପୂଜାର୍ଚ୍ଚନା କରି କଳସ ରେ ଜଳ ଭର୍ତ୍ତି କରି ମା ମାନେ ଯଜ୍ଞମଣ୍ଡପ କୁ ଆସିଥିଲେ ଓ ସେଠାରେ କଳସ ସ୍ଥାପନ କରିଥିଲେ। ବ୍ରାହ୍ମଣ ମନ୍ତ୍ର ପାଠ ଓ ପୂଜାର୍ଚ୍ଚନା କରି ଯଜ୍ଞ ମଣ୍ଡପ ରେ ପହଞ୍ଚିଥିଲେ।

ଏହି ଅବସରରେ 108 କଳସ ଜଳ ପୋଖରୀରୁ ଅଣାଯାଇ ସ୍ଥାପନ କରାଗଲା। ଏହି ଧନୁଯାତ୍ରା ମହୋତ୍ସବ ପାଇଁ ଏକ କମିଟି ଗଠନ କରାଯାଇଛି। କମିଟି ର ସଭାପତି ଭାବରେ ଶ୍ରୀ ଶ୍ରଦ୍ଧାକର ନାଏକ୍ ଓ ସମ୍ପାଦକ ଭାବରେ ଦୀନବନ୍ଧୁ ସାହୁ ଦାୟିତ୍ଵ ଭର ତୁଲାଉଛନ୍ତି। କର୍ତ୍ତା ଭାବରେ ନାରାୟଣ ଭୋଇ ଓ ତାଙ୍କ ଧର୍ମ ପତ୍ନୀ ଗୀତାଞ୍ଜଳି ଭୋଇ ଦାୟିତ୍ଵ ଗ୍ରହଣ ପାଇଁ ସ୍ଥିରୀକୃତ ହୋଇଅଛି। ଏହି ଯାତ୍ରା ଦୀର୍ଘ ଦଶ ଦିନ ଧରି ଅନୁଷ୍ଠିତ ହେବ। ପ୍ରତ୍ୟେକ ଦିନ କଂସ ଦରବାର,ପାରାୟଣ, ରାତିରେ ସାଂସ୍କୃତିକ କାର୍ଯକ୍ରମ ଯଥା ନାଟକ ଓ ଦଣ୍ଡ ପ୍ରଭୃତି ଅନୁଷ୍ଠିତ ହେବ। ସାମ୍ବାଦିକ ଶ୍ରୀ ରାଧେଶ୍ୟାମ ହାତୀ କଂସ ଭୂମିକା ରେ ଅଭିନୟ କରିବେ ବୋଲି ଯାତ୍ରା କମିଟି ସୂଚନା ଦେଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026

You Might Also Like