-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||     

HOME   ଜିଲ୍ଲା

ଶ୍ରୀ ଅନ୍ନ ଅଭିଯାନ ଓ ମାଣ୍ଡିଆ ମଣ୍ଡି ଉଦଘାଟିତ

04-Feb-2026



ନୂଆପଡ଼ା  (ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ବାବେବିର ପଞ୍ଚାୟତର ବାବେବିର ଗ୍ରାମରେ ଚଳିତ ଖରିଫ ୨୦୨୫-୨୬ ବର୍ଷ ପାଇଁ ଶ୍ରୀ ଅନ୍ନ ଅଭିଯାନ କାର୍ଯ୍ୟକ୍ରମ ମାଧ୍ୟମରେ ମାଣ୍ଡିଆ ମଣ୍ଡି ଉଦଘାଟିତ ହୋଇଯାଇଛି । ଦୁଆର୍ଶନି ମିଲେଟ ଫାର୍ମସ ପ୍ରଡ୍ୟୁସର କମ୍ପାନୀ ଲିଟିସର୍ଗି ମ୍ୟାନେଜିଙ୍ଗ ଡାଇରେକ୍ଟର ଝମ୍ପେଶ୍ୱର ସଲମାଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ପ୍ରଦୀପ ନାୟକ,ପଲ୍ଲୀବିକାଶ ଅନୁଷ୍ଠାନ ସମ୍ପାଦକ ଡଃ ସୁରେଶ  କୁମାର ରାଉତ,ଗୋଷ୍ଠୀ କୃଷି ଅଧିକାରୀ ଦୁଃଖୀରାମ ଟୁଡୁ,ୱାସନ୍ ରିଜିଓନାଳ କୋର୍ଡିନେଟର ଉଦୟ ମଣ୍ଡଳ,ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ନରସିଂହ ଜଗତ,ମାଣ୍ଡିଆ କ୍ରୟ ସଂସ୍ଥା ଟି ଡି ସି ସି ଓ ଏଲ୍ ବି ଏମ ହେମନ୍ତ ବେହେରା ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗଦାନ କରିଥିଲେ।ଏହି ଅବସରରେ ଶ୍ରୀ ଅନ୍ନ ଅଭିଯାନର ଖାଦ୍ୟ ମେଳା ଅନୁଷ୍ଠିତ ହୋଇଥିଲା।କ୍ଷୁଦ୍ରଶସ୍ୟ ଦ୍ଵାରା ପକୋଡ଼ି,ମାଣ୍ଡିଆ ମିଷ୍ଟାନ୍ନ,ଗୁରୁଜୀ ପଲାଉ ଓ କୋଦୋ କ୍ଷୀରି ପ୍ରସ୍ତୁତ କରି ସମସ୍ତଙ୍କୁ ବଣ୍ଟନ କରାଯାଇଥିଲା ।ଆୟୋଜକ ଅନୁଷ୍ଠାନର ବ୍ଲକ ସଂଯୋଜକ ତରୁଣ କୁମାର ସା,ସହ ସଂଯୋଜକ ତୁଲରାମ ଗହିର,ଗୋଷ୍ଠୀ ସାଧନ କର୍ମୀ ଭକାଲୁ ତାଣ୍ଡି,ଚିତ୍ର ସେନ ସଲମା,ମିତା ବାଗ ପ୍ରମୁଖ କ୍ଷେତ୍ର କର୍ମୀମାନେ ଆୟୋଜନରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026

You Might Also Like