-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ସାମାଜିକ ସଂଗଠନ ଓ ସାମ୍ବାଦିକ ବନ୍ଧୁମିଳନ

04-Feb-2026



ବଲାଙ୍ଗିର(ପଞ୍ଚାନନ ନାଏକ ): ଦେଓଗାଁ ଚିନି କଳ ସାମ୍ନାରେ ଆଜି ସାମଜିକ ସଂଗଠନ ଓ ସାମ୍ବାଦିକ ବନ୍ଧୁମାନଙ୍କ ମଧ୍ୟରେ ବନ୍ଧୁମିଳନ କାର୍ଯ୍ୟକ୍ରମ ରଖାଯାଇଥିଲା । ଏହି ସମାବେଶରେ ବିଭିନ୍ନ ସାମାଜିକ ସମସ୍ୟା ଗୁଡିକ ଆଲୋଚନା କରାଯାଇଥିଲା । ଧାନ, କପା, ଆଖୁ ଚାଷୀମାନଙ୍କ ଉପରେ ପ୍ରଶାସନର ଚରମ ଅବହେଳା ବାବଦରେ ଆଲୋଚନା କରାଯାଇଥିଲା । ସାମ୍ବାଦିକମାନଙ୍କ ଉପରେ ସରକାରଙ୍କ କୋହଳ ନିତି ଉପରେ ସମାଲୋଚନା କରାଯାଇଥିଲା । ସାମ୍ବାଦିକମାନେ ଜିବନୁ ବାଜି ଲଗାଇ ସମ୍ବାଦ ସଂଗ୍ରହ ଓ ପରିବେଷଣ କରୁଛନ୍ତି କିନ୍ତୁ ତାଙ୍କର ବିକାଶ ପାଇଁ ସରାର କୌଣସି ସୁବିଧା ସୁଯୋଗ ଦିଆଯାଉ ନ ଥିବା ବିଷୟରେ ଚର୍ଚ୍ଚା ହୋଇଥିଲା । ଏତଦ୍ ବ୍ୟତିତ ସମାଜ ରେ ପ୍ରଚଳିତ ଦାଦନ ସମସ୍ୟା, ଶିକ୍ଷା ଏବଂ ସ୍ୱାସ୍ଥ୍ୟ ପାଣି ଇତ୍ୟାଦି ମୌଳିକ ସୁବିଧା ସରକାର ଦେଉ ନ ଥିବାରୁ ଅଭି ଯୋଗ କରାଯାଇଥିଲା ।

ଅବିଭକ୍ତ ବଲାଙ୍ଗିର, କଳାହାଣ୍ଡି ଜିଲ୍ଲାରେ କୃଷି, ଚାଷି, ଦିନ ମଜୁରି ଙ୍କ ଦୁର୍ଦ୍ଦଶାଃ ଚିରସାଥି, ଦାଦନ ସମସ୍ୟା ଉଗ୍ରତର, ଶିଳ୍ପ ବିହିନ, ଶିକ୍ଷାରେ ୩୦% ଶିକ୍ଷକ ଅଭାବ, ଗୁଣାତ୍ମକ ଶିକ୍ଷା ସମ୍ଭବକି ! ଜୀବନ ରକ୍ଷକ ଔଷଧ ହସପିଟାଲରେ ମିଳୁ ନାହିଁ ଓ ଡାକ୍ତର ଅଭାବ, ବିଦ୍ୟୁତ ମନମୁଖୀ କାଟ ଓ ୟୁନିଟ ପିଛା ୨ ଗୁଣ ବୃଦ୍ଧି ହୋଇଛି । ଦରଦାମ ୨/୩ ଗୁଣ ବୃଦ୍ଧିରେ, କଳାକାର, ଭତାଧାରୀ, ବୃଦ୍ଧ, ବୃଦ୍ଧା, ବିଧବା, ବିକଳାଙ୍ଗ, ହତସନ୍ତ, ଜନ ପ୍ରତିନିଧି ଓ ଜିଲ୍ଲା ପ୍ରଶାସନ ଅଧିକାରୀମାନଙ୍କ ଆନ୍ତରିକ ଅଭାବ ଯୋଗୁଁ ଗରିବ ଙ୍କ ବିକାଶ ଯୋଜନା ଏକ ପ୍ରହଶନ ଓ ଦୁର୍ନିତି ଛାଡୁ ନାହିଁ । ଓଡିଶାରୁ ୪ଟି ସିଟ, ରାଜ୍ୟସଭାକୁ ଯିବେ । ସାମାଜିକ ସଂଗଠନ ଦ୍ୱାରା ସୁପାରିସ କରି ପଠଇଥିବା ନିର୍ଦ୍ଦଳିୟ ସ୍ୱାଧିନ ପ୍ରାର୍ଥୀ ଶ୍ରୀ ଦ୍ୱିଜ ଦଳପତି ଯିଏକି ବିଗତ ୧୨ ବର୍ଷରୁ ଉର୍ଦ୍ଧ୍ୱ ହେବ ଏସ୍‌ଟି, ଏସ୍‌ସି, ଓବିସି, ଦୁର୍ବଳ ସ୍ଥିତିରେ ଥିବା ପରିବାର ପାଇଁ ସମ୍ବିଧାନିକ ଅଧିକାର ଦେବାକୁ ବାରମ୍ବାର ଜିଲ୍ଲା ପ୍ରଶାସନ ଙ୍କ ଠାରେ ଧାରଣା ଦେ ଆଶା କରୁଁ ଯେ ରାଷ୍ଟ୍ରପତି, ରାଜ୍ୟପାଳ, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ   ଏ ଦିଗରେ ପ୍ରଧାନ୍ୟ ଦେବେ କି ? ଏହି ସଭାରେ ପଶ୍ଚିମ ଓଡିଶା ସେବା ସଂଘ ସଭାପତି ରାଜେଶ ବଗର୍ତ୍ତିଙ୍କ ନେତୃତ୍ୱରେ ସୂଚନା ଅଧିକାର କର୍ମୀ ନିଳମଣି ଯୋଷୀ, ଆଦିବାସୀ ଅଧିକାର ମହାସଂଘ ସଂପାଦକ ଦେଦାର ମାଝି, ଜୟ କିଶାନ ଆନ୍ଦୋଳନ ଆବାହକ ସତ୍ୟ ବନଛୋର, ଚାଷୀ ନେତା ମୟ ସାହୁ, ଅଜିତ ରଣା, ପିଣ୍ଟୁ ସେଠ, ସମାଜସେବୀ ବିପିନ କୁଶଲିଆ, ତୋଷାଳି ସାମ୍ବାଦିକ ସଂଘ ତୁଷୁରା ସଭାପତି ଶମ୍ଭୁନାଥ ସାହୁ, ଟିଟିଲାଗଡ ସାମ୍ବାଦିକ ସଂଜୟ ବେହେରା, କୃଷ୍ଣ ପାଣିଗ୍ରାହୀ, ରାମ ଶତପଥି, ସଂଜୟ ମିଶ୍ର, ପଂଚାନନ ନାୟକ, ଚୈଧୁରି ସାହୁ, ଲକ୍ଷ୍ମୀକାନ୍ତ ସାହୁ, ଅସ୍ୱିନୀ ସାହୁ ଓ ଶରତ ପଟେଲ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like