-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||     

HOME   ଜିଲ୍ଲା

ସମ୍ପୂର୍ଣ୍ଣତା ଅଭିଯାନ ୨.୦ ଉଦଘାଟନ ଉତ୍ସବ ପାଳନ

04-Feb-2026



ଡାବୁଗାଁ, (ପ୍ରିୟଦର୍ଶିନୀ ପାତ୍ର)
 ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ ଉଦଘାଟନ ଉତ୍ସବ ବୁଧବାର ପାଳିତ ହୋଇଯାଇଛି | ଏଥିରେ ପ୍ରଥମେ ଡାବୁଗାଁ ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରୁ  ଏକ ରାଲି ବାହାରି ବ୍ଲକ କାର୍ଯ୍ୟ|ଳୟ ଠାରେ ପହଞ୍ଚିଥିଲା | ପରେ ଅତିଥି ମାନଙ୍କ ଦ୍ଵାରା ବିଭିନ୍ନ ବିଭାଗର ଷ୍ଟଲ ଗୁଡିକ ଉଦଘାଟନ କରାଯାଇଥିଲା | ପରେ ଶପଥ ପାଠ ହୋଇଥିଲା | ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଲା:- “ସ୍ୱାସ୍ଥ୍ୟ ଓ ପୋଷଣ” (୧). ୬ ମାସରୁ ୬ ବର୍ଷ ବୟସର ଶିଶୁମାନଙ୍କ ମଧ୍ୟରୁ ମହିଳା ଓ ଶିଶୁ ବିକାଶ କାର୍ଯ୍ୟକ୍ରମ ଅଧୀନରେ ନିୟମିତ ଭାବେ ପୂରକ ପୋଷଣ ଗ୍ରହଣ କରୁଥିବା ଶିଶୁମାନଙ୍କର ପ୍ରତିଶତ, (୨) ରିପୋର୍ଟିଂ ମାସରେ ଅଙ୍ଗନୱାଡ଼ି କେନ୍ଦ୍ରରେ ନାମଲେଖା ଶିଶୁମାନଙ୍କର ମାପନ କାର୍ଯ୍ୟର କାର୍ଯ୍ୟକ୍ଷମତା, (୩) କାର୍ଯ୍ୟରତ ଅଙ୍ଗନୱାଡ଼ି କେନ୍ଦ୍ରମାନଙ୍କ ମଧ୍ୟରୁ କାର୍ଯ୍ୟକ୍ଷମ ଶୌଚାଳୟ ଥିବା କେନ୍ଦ୍ରର ପ୍ରତିଶତ, (୪) କାର୍ଯ୍ୟରତ ଅଙ୍ଗନୱାଡ଼ି କେନ୍ଦ୍ରମାନଙ୍କ ମଧ୍ୟରୁ ପାନୀୟ ଜଳ ସୁବିଧା ଥିବା କେନ୍ଦ୍ରର ପ୍ରତିଶତ, “ଶିକ୍ଷା” (୫) ସମୁଦାୟ ବିଦ୍ୟାଳୟ ସଂଖ୍ୟା ସହିତ ତୁଳନାରେ ପର୍ଯ୍ୟାପ୍ତ ସଂଖ୍ୟାର କନ୍ୟା ଶୌଚାଳୟ ସୁବିଧା ଥିବା ବିଦ୍ୟାଳୟମାନଙ୍କର ପ୍ରତିଶତ, “କୃଷି” (୬) ଫୁଟ୍ ଏଣ୍ଡ୍ ମାଉଥ୍ ଡିଜିଜ୍ (ଏଫଏମଡି) ବିରୁଦ୍ଧରେ ଟୀକାକରଣ ପାଇଥିବା ଗୋବଂଶ ପଶୁମାନଙ୍କର ପ୍ରତିଶତ  ଆଦି ୬ ଗୋଟି କାର୍ଯ୍ୟକ୍ରମ ଆସନ୍ତା ଏପ୍ରିଲ ୧୪ ତାରିଖ ସୁଦ୍ଧା ଶତ ପ୍ରତିଶତ ସଂପୂର୍ଣ୍ଣ କରିବା ନିମନ୍ତେ ସମ୍ପୂର୍ଣ୍ଣତା ଅଭିଯାନ ର ଆରମ୍ଭ ହୋଇଛି |

ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ଜିଲା ଯୋଜନା ଉପନିର୍ଦ୍ଦେଶକ ଐଶ୍ଵର୍ଯ୍ୟ ଭଞ୍ଜ, ନୀତି ଆୟୋଗ ର ପ୍ରତିନିଧି ପିରାମିଡ ଫାଉଣ୍ଡେସନ ର କାର୍ଯ୍ୟକ୍ରମ ପରିଚାଳକ ବିକ୍ରମ କିଶୋର ରାଣା, ଜିଲା ପରିଷଦ ସଭ୍ୟ  ଗୁପ୍ତ ବିଶୋଇ, ବିଡିଓ ସମୀର କୁମାର ପାତ୍ର, ସିଡିପିଓ ମିନତୀ ଦାଶ, ପ୍ରାଣୀ ଚିକିତ୍ସକ ଏନ. ଲୋକନାଥ ରେଡ୍ଡୀ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଭଗବାନ ମାଝି, ଏମ୍. ଆପ୍ପା ରାଓ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ଭାଜପା ଡାବୁଗାଁ ମଣ୍ଡଳ ସଭାପତି ମନୋଜ ପାତ୍ର, ବୋରୀଗାଁ ମଣ୍ଡଳ ସଭାପତି ଜଗଦୀଶ ଭତ୍ରା, ଜିଲା ଯୁବ ମୋର୍ଚ୍ଚା ସଭାପତି ଶୁଭଜିତ ପାଣିଗ୍ରାହୀ, ଭାଜପା ଜିଲା ସମ୍ପାଦକ ଜେ. ରାଜଶେଖର ରାଓ, ବ୍ଲକ କଂଗ୍ରେସ ସଭାପତି ଜି. ସାଇ ରାଜୁ, ଘୋଡାଖୁଣ୍ଟା ପଞ୍ଚାୟତ ସରପଞ୍ଚ ଲୀଳାଦେଇ ମାଝି, ସମିତି ସଭ୍ୟ ପର୍ଶୁରାମ ଶବର, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଓଏଲଏମ ବିପିଏମ ଦୀପ୍ତି କିଶୋର ନାୟକ, ପ୍ରମୁଖ ମଞ୍ଚାସୀନ ଥିଲେ | ଉକ୍ତ କାର୍ଯ୍ୟକ୍ରମକୁ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ଆକାଂକ୍ଷା ବ୍ଲକ ସହଭାଗୀ ମୋନାଲ ପରିଡା ଓ ପେସା ସଂଯୋଜକ ଶୁଭଶ୍ରୀ ମହାଙ୍କୁଡ ପରିଚାଳନା କରିଥିବା ବେଳେ ବ୍ଲକ ଓ ଆଇସିଡିଏସ ଅଧିକାରୀ ଓ କର୍ମଚାରୀ ମାନେ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026

You Might Also Like