-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||     

HOME   ଜିଲ୍ଲା

ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ଉଦଘାଟିତ: ଏଫ. ସି. ସମ୍ବଲପୁର ବିଜୟୀ

04-Feb-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ବୁଧବାର ଠାରୁ ଆରମ୍ଭ ହୋଇଛି l ଏହି ପରିପ୍ରେକ୍ଷୀରେ ସଂଘର ସଭାପତି ତଥା ସ୍ଥାନୀୟ ଉପଜିଲ୍ଲାପାଳ ପ୍ରଣୀତା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶୁଭମ ଭୋସଲେ, ଆଇ ଟି ଡି ଏ ର ପ୍ରକଳ୍ପ  ପ୍ରଶାସକ କୃପାସିନ୍ଧୁ ବେହେରା, ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ଉପସଭାପତି ସତ୍ୟ ନାରାୟଣ ପାଢ଼ୀ, ସମ୍ପାଦକ ସୁଶାନ୍ତ କୁମାର ଦାସ ପ୍ରମୁଖ ଉପସ୍ଥିତ ରହି ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଥିଲେ l ଉଦଘାଟନୀ ଖେଳ ଏଫ ସି ସମ୍ବଲପୁର ସହ ଡାଇମଣ୍ଡ କ୍ଲବ ଖୋର୍ଦ୍ଧା ମଧ୍ୟରେ 

ଆକର୍ଷଣୀୟ ମ୍ୟାଚ ଅନୁଷ୍ଠିତ ହୋଇ ସମ୍ବଲପୁର ୪-୧ ରେ ବିଜୟୀ ହୋଇଥିଲା l ଏଥିରେ ସମ୍ବଲପୁର ଦଳର ବିଜୁ ଓରାମ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ ଭାବେ ଘୋଷଣା କରାଯାଇଥିଲା l ଉଦଘାଟନ ଖେଳକୁ ମୁଖ୍ୟ ରେଫେରୀ ଭାବେ ଜ୍ୟୋତି ରଞ୍ଜନ ସ୍ୱାଇଁ, ବିଶ୍ଵନାଥ କହଁର, ସୁନୀଲ କୁମାର ବେହେରା ଓ କାମାକ୍ଷା ପ୍ରସାଦ ପ୍ରଧାନ ଉପସ୍ଥିତ ରହି ଖେଳ ପରିଚାଳନା କରିଥିଲେ l ୫ ତାରିଖ ଦ୍ୱିତୀୟ ଦିନର ମ୍ୟାଚ ଢେଙ୍କାନାଳ ସହ ସୁନ୍ଦରଗଡ଼ ମଧ୍ୟରେ ଆକର୍ଷଣୀୟ ମ୍ୟାଚ ଅନୁଷ୍ଠିତ ହେବ l ଏହି ରାଜ୍ୟସ୍ତରୀୟ ମ୍ୟାଚ ଚଳିତ ମାସ ୧୧ ତାରିଖ ପର୍ଯ୍ୟନ୍ତ ଆୟୋଜନ ହେଉଥିବା ବେଳେ ଏଥିରେ ରାଜ୍ୟର ବଛାବଛା ଫୁଟବଲ ଟିମ ମଧ୍ୟରେ ସମ୍ବଲପୁର ଏଫ ସି, ଡାଇମଣ୍ଡ କ୍ଲବ ଖୋର୍ଦ୍ଧା, ଦୋସ୍ତି ବ୍ରଦର ସୁନ୍ଦରଗଡ଼, ପପୁଲାର କ୍ଲବ- ଢେଙ୍କାନାଳ, ୟୁଏସସି ଟିମ - ବରଗଡ଼, ଏଫପିଏସଏ ଟିମ - ଜଟଣୀ, ଜଗା ଯୁନାଇଟେଡ଼- ଭୁବନେଶ୍ୱର, ଜେ.ଡି. କ୍ଲବ-ଫୁଲବାଣୀ ଭଳି ବିଭିନ୍ନ ଦଳ ଅଂଶ ଗ୍ରହଣ କରିବାକୁ ସମ୍ମତି ପ୍ରଦାନ କରିଛନ୍ତି l ସେଥିମଧ୍ୟରେ ୧୦ ତାରିଖ ଦିନ ସବୁଠାରୁ ବିଶେଷ ଆକର୍ଷଣ ମହିଳା ଫୁଟବଲ ମ୍ୟାଚ ବରଗଡ଼ ସହ ଭୁବନେଶ୍ୱର ମଧ୍ୟରେ ଆୟୋଜିତ ହେବ l ୧୧ ତାରିଖ ଫାଇନାଲ ତଥା ଉଦଯାପନୀ ଉତ୍ସବରେ ରାଜ୍ୟର ବହୁ ଗଣ୍ୟମାନ୍ୟ ଜନ ପ୍ରତିନିଧି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରତିଦିନ ର ମ୍ୟାଚ ଅପରାହ୍ନ ୨ଟା ୩୦ମି. ରେ ଆରମ୍ଭ

ହେବାକୁ ଥିବା ବେଳେ ସେମିଫାଇନାଲ ଓ ଫାଇନାଲ ମ୍ୟାଚ ଅପରାହ୍ନ ୨ଘଣ୍ଟରେ ଆରମ୍ଭ କରାଯିବା ପାଇଁ ସ୍ଥିର କରାଯାଇଛି l ଉପଦେଷ୍ଟା ଶେଖ ସାଦିକ, ଦେବବ୍ରତ ସିଂଦେଓ, ସୁରେନ୍ଦ୍ର କୁମାର ପାତ୍ର, ଯୁଗ୍ମ ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ ଓ କୋଷାଧ୍ୟକ୍ଷ ରଞ୍ଜିତ କୁମାର ମହାନ୍ତି, କ୍ରୀଡା ସମ୍ପାଦକ ଶିବାନନ୍ଦ ପଟ୍ଟନାୟକ, ଏ. ଶ୍ରୀନିବାସ ଦୋରା, ଗଙ୍ଗାଧର ପଣ୍ଡା, ସୁଶାନ୍ତ କୁମାର ସାହୁ କ୍ରୀଡା ଆୟୋଜକ ଉପଦେଷ୍ଟା ମଣ୍ଡଳୀର ସମସ୍ତ ସଦସ୍ୟ ଖେଳ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026

You Might Also Like