-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ଏବଂ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ

05-Feb-2026



ବଲାଙ୍ଗୀର(ପ୍ରେରଣା ଖବର) ଆଜି କୋଶଳ କଳା ମଣ୍ଡଳ ଠାରେ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ଏବଂ କୃଷି ଯନ୍ତ୍ରପାତି ମେଳା ଉଦ୍ଘାଟନ ହୋଇଛି । ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାରଙ୍କ ସଭାପତିତ୍ଵ ରେ ଅନୁଷ୍ଠିତ, ଏହି ମେଳାରେ ମୁଖ୍ୟଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ, କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ, ଓଡିଶା ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂଦେଓ ଯୋଗଦାନ କରିଥିଲେ । ସମ୍ମାନିତ ଅତିଥି ଭାବେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ, ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଧୀରେନ୍ଦ୍ର ସିଂ ବରିହା, ମୁଖ୍ୟ ଯନ୍ତ୍ରୀ, ସମ୍ବଲପୁର ନରେନ୍ଦ୍ର କୁମାର ପଣ୍ଡା ଯୋଗଦେଇଥିଲେ। ଜିଲ୍ଲାପାଳ ନିଜର ବକ୍ତବ୍ୟରେ କହିଥିଲେ ଆମର ପାରମ୍ପରିକ ଜ୍ଞାନ ଓ ଆଧୁନିକ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ କୃଷକଙ୍କ ଜୀବନ ଜୀବିକା ଓ ବିତ୍ତୀୟ  ଅଭିବୃଦ୍ଧି ହୋଇପାରୁଛି  । ଜୈବିକ ଚାଷ ପ୍ରଣାଳୀ ଦ୍ଵାରା ବିଭିନ୍ନ ଚାଷ କରି ଚାଷୀ ମାନେ ଅଧିକ ପରିମାଣରେ ଲାଭ ପାଇପାରିବେ, ସେଥିପାଇଁ ଜିଲ୍ଲାପ୍ରଶାସନ ଚେଷ୍ଟା କରୁଛି ।  ଏହି ମେଳା ମାଧ୍ୟମରେ ଚାଷୀ ମାନଙ୍କୁ ନୂତନ

ଚାଷ ପଦ୍ଧତି ଏବଂ ଚାଷ ସମ୍ବନ୍ଧୀୟ ବିଭିନ୍ନ ଯୋଜନା ଗୁଡିକ ବିଷୟରେ ଅବଗତ କରାଯାଉଛି । ଆଗାମୀଦିନରେ ଅତ୍ୟାଧୁନିକ ଜ୍ଞାନ କୌଶଳରେ ନିର୍ମିତ ଯନ୍ତ୍ରପାତି ବ୍ୟବହାର କରି ଚାଷୀମାନେ ଅଧିକ ଲାଭବାନ ହୋଇପାରିବେ । ସେହିପରି ରାଜ୍ୟ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଗୁଡିକରେ ଜନସାଧାରଣ କିପରି ଅଧିକ ଲାଭବାନ ହୋଇପାରିବେ, ସେଥିନିମନ୍ତେ

 ଗ୍ରାମ ପଞ୍ଚାୟତ ଠାରୁ ଆରମ୍ଭ କରି ଜିଲ୍ଲା ସ୍ତରୀୟ ମେଳାଗୁଡ଼ିକର ବ୍ୟବସ୍ଥା କରାଯାଇ ଚାଷୀଙ୍କୁ ଜଡିତ କରାଯାଉଅଛି ।  ଜିଲ୍ଲାର ବିଭିନ୍ନ ଗ୍ରାମ ତଥା ରାଜ୍ୟସ୍ତରରେ ପାରମ୍ପରିକ ଚାଷ କାମରେ ବ୍ୟବହୃତ ପୁରାତନ ଯନ୍ତ୍ରପାତି ସଂଗ୍ରହ କରି ଆଗାମୀ ଦିନରେ ଜିଲ୍ଲା ମୁଖ୍ୟାଳୟରେ ଏକ ସଂଗ୍ରହାଳୟ ନିର୍ମାଣ କରାଯିବ । ଯାହା ଦ୍ଵାରା ଜନସାଧାରଣଙ୍କୁ ଅବଗତ କରାଯିବ ଯେ ସମୟ ସହ ପରିବର୍ତ୍ତନ ହେବାକୁ ପଡିବ ଏବଂ ପୁରୁଣା ପଦ୍ଧତି ନ ଭୁଲି ଆଗକୁ ବଢିବାର ଅଛି ବୋଲି ମୁଖ୍ୟ ଅତିଥି କହିଥିଲେ । ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ସାରଦା ପ୍ରସାଦ ସିଂ ବରିହା ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିଲେ ଓ ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରଫୁଲ କୁମାର କହର ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ସଫଳ ଚାଷୀ ମାନଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବ୍ଲକର ଚାଷୀ, ପ୍ରାଣୀ ଚିକିତ୍ସା ବିଭାଗ ଓ ମତ୍ସ୍ୟ ବିଭାଗର ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ  ଥିଲେ। ଏହି ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ଏବଂ କୃଷି ଯନ୍ତ୍ରପାତି ମେଳା ଫେବୃୟାରୀ ୪ ରୁ ୮ ତାରିଖ ପର୍ଯ୍ୟନ୍ତ ଚାଲିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026

You Might Also Like