-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ବିଲେଇସର୍ଡା ହାଇସ୍କୁଲର ବାର୍ଷିକ ଉତ୍ସବ ଉଦଯାପିତ♦️ ନାଟକ

05-Feb-2026



ବଲାଙ୍ଗୀର(ପ୍ରେରଣା ଖବର):ପୁଇଁତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଉଦଯାପିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍ୱାଧୀନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପୁଇଁତଲା ବ୍ଲକ ଅଧ୍ୟକ୍ଷ ସରୋଜ ପଧାନ ମୁଖ୍ୟ ଅତିଥି,ରସରାଜ ଅଚ୍ୟୁତ ପୁରୋହିତ ମୁଖ୍ୟବକ୍ତା, ସମ୍ମାନୀତ ଅତିଥି ଭାବେ ଆଲୁମିନି ସଭାପତି ଅନନ୍ତ ବିଶ୍ୱାଳ,ସରପଞ୍ଚ ସୁଶାନ୍ତ ଛତ୍ରିଆ ପ୍ରମୁଖ ଯୋଗ ଦେଇଥିଲେ। ବିଦ୍ୟାଳୟର ସାଂସ୍କୃତିକ କାର୍ଯ୍ୟକ୍ରମ ଅବସରରେ ଛାତ୍ରଛାତ୍ରୀ ମାନଙ୍କ ଅଭିନୟରେ ବ୍ୟଙ୍ଗ ଓ ସାମାଜିକ ସନ୍ଦେଶ ଭରା ନାଟକ "ଅବୁଝା ରାମ କେ ପୁଆଳ ଚୁଟା ରାବଣ" ସଫଳତାର ସହିତ ମଞ୍ଚସ୍ଥ ହୋଇଥିଲା।ନାଟକଟିର ସଫଳତା ପଛରେ ନିର୍ଦ୍ଦେଶକ ସଂଜୀବ ମିଶ୍ର ଙ୍କ ସୁଚିନ୍ତିତ ଓ ସଂଯମିତ ନିର୍ଦ୍ଦେଶନା ମୁଖ୍ୟ ଭୂମିକା ନିଭାଇଥିଲା।ଛାତ୍ରଛାତ୍ରୀ ମାନଙ୍କ ବୟସ ଓ ମନୋଭାବକୁ ଧ୍ୟାନରେ ରଖି ସେ ଯେପରି ଭାବେ ପାତ୍ର ବିନ୍ୟାସ,ଅଭିନୟ ଶୈଳୀ ଓ ମଞ୍ଚ ଗତିକୁ ସମନ୍ୱୟ କରିଥିଲେ,ସେଥିରେ ଦର୍ଶକ ମାନେ ଖୁବ ପ୍ରଭାବିତ ହୋଇଥିଲେ।ନାଟକର ନିର୍ଦ୍ଦେଶକ ଶ୍ରୀ ମିଶ୍ର ଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀମାନେ ଆତ୍ମବିଶ୍ୱାସର ସହ ଅଭିନୟ କରି ନାଟକର ସନ୍ଦେଶକୁ ସହଜ ଓ ଆକର୍ଷଣୀୟ ଭାବେ ପ୍ରସ୍ତୁତ କରିଥିଲେ।ବିଶେଷ କରି ରାମ ଓ ରାବଣ ପାତ୍ର ର ଉପସ୍ଥାପନ ଦର୍ଶକ ମାନଙ୍କ ଠାରୁ ଭୁରି ଭୁରି ପ୍ରଶଂସା ସାଉଁଟି ଥିଲା।ନାଟକ ଟି ମାଧ୍ୟମରେ ସତ୍ୟ,ନୀତି ଓ ସାମାଜିକ ମୂଲ୍ୟବୋଧର ସନ୍ଦେଶ ଛାତ୍ରଛାତ୍ରୀ ମାନଙ୍କ ମନରେ ଗଭୀର ଛାପ ଛାଡିଥିଲା।କାର୍ଯ୍ୟକ୍ରମର ଶେଷରେ ବିଦ୍ୟାଳୟ ପ୍ରଶାସନ ନାଟକର ନିର୍ଦ୍ଦେଶକ ସଂଜୀବ ମିଶ୍ର ଙ୍କ ସମେତ ସମସ୍ତ କଳାକାର ଓ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ।ବରିଷ୍ଠ ଶିକ୍ଷକ ସୁଧାଂଶୁ ଶେଖର ପ୍ରଧାନ ଧନ୍ୟବାଦ ଦେଇଥିଲେ।ଶିକ୍ଷକ ପଙ୍କଜ ମେହେର, ପ୍ରଦୀପ ଦଣ୍ଡସେନା,ପ୍ରମୋଦ ବିଶ୍ୱାଳ,ସୁଜିତ ଦେହେରୀ, ମୁରାରୀ ପରଡିଆ, ଅଶ୍ୱିନୀ ମହାଲିଙ୍ଗ,ଶିକ୍ଷୟତ୍ରୀ ସୁଷମା ମେହେର,ପ୍ରତିଶା ମିଶ୍ର,ସୁବାସିନୀ ସେଠି,ନୀରୋତ୍ତମା ବିଶ୍ୱାଳ,ରଶ୍ମିତା ବିଶ୍ୱାଳ,ପ୍ରଜ୍ଞା ପରମିତା ଖୁଆସ,ରଶ୍ମିତା ନନ୍ଦ, ନିହାରିକା ପ୍ରଧାନ,ଲିଲି ମହାନନ୍ଦ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like