-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||     

HOME   ଜିଲ୍ଲା

ବିଜେପି ତରଫରୁ ନବନିଯୁକ୍ତ ବିଡିଓ ଙ୍କୁ ସ୍ଵାଗତ ସମର୍ଦ୍ଧନା

05-Feb-2026



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର):  ରାଜ୍ଯ ସରକାରଙ୍କ ପତ୍ର ସଂଖ୍ଯା ୩୦୩୨ ତା ୦୨|୦୨|୨୦୨୬ ଅନୁସାରେ ଡୁଙ୍ଗୁରିପାଲି ବ୍ଲକ ର ବିଡିଓ ଦୀଲିପ କୁମାର ବାଡା ଙ୍କୁ ଉଲୁଣ୍ଡା ବଦଲି ହୋଇଥିବା ବେଲେ, ତାଙ୍କ ସ୍ଥାନରେ ଡୁଙ୍ଗୁରିପାଲି ବିଡିଓ ଭାବରେ ସଞ୍ଜିବ କୁମାର ସାହୁ ନିଯୁକ୍ତ ହୋଇଛନ୍ତି। ଶ୍ରୀଯୁକ୍ତ ସାହୁ ଗତକାଲି ବୁଧବାର ଦିନ ଡୁଙ୍ଗୁରିପାଲିରେ କାର୍ଯ୍ଯଭାର ଗ୍ରହଣ କରିଥିବାରୁ ଆଜି ଡୁଙ୍ଗୁରିପାଲି ବ୍ଲକ ବିଜେପି ତରଫରୁ ତାଙ୍କୁ ସ୍ବାଗତ ସମର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ବରିଷ୍ଠ ନେତା ନିତେଇ ପାଲ, ରୁପାଧର ପଧାନ,ଡୁଙ୍ଗୁରିପାଲି ମଣ୍ଡଳ ସଭାପତି ପ୍ରବୀର ସାହୁ,ରାମପୁର ମଣ୍ଡଳ ସଭାପତି ଶ୍ରବଣ ଭୁଏ, ଜିଲା ଆଦିବାସୀ ମୋର୍ଚ୍ଚା ସଭାପତି ବୈଶାଖୁ ମିର୍ଦ୍ଧା, ବିରେନ୍ଦ୍ର କଠାର, ସୁରେଶ ପଧାନ, ବିକାଶ ହାତୀ, ସହଲା ସରପଞ୍ଚ ପଟୁଆରୀ ପଧାନ,ସହଲା ସମିତି ସଭ୍ଯ ପୂର୍ଣ୍ଣଚନ୍ଦ୍ର ମେହେର,ବନ୍ଦପାଲି ସରପଞ୍ଚ ଖିରାଧର ବୁଡେକ,ସର୍ଗୁଳ ସମିତି ସଭ୍ଯ ପୁରନ୍ଦର ସାହୁ, ନିମେଇଁ ସାହୁ,ଅଶୋକ ସାହୁ, କଳାକାହ୍ନୁ ମହାନନ୍ଦ, ରାଜଗୋପାଳ ପଧାନ,ଧିରେନ୍ଦ୍ର ବଗର୍ତ୍ତୀ, ରାମକୃଷ୍ଣ ନାଗ, ମଦନ ଗଡତିଆ ପ୍ରଭୁତି ବହୁ କର୍ମୀ ଓ କାର୍ଯ୍ଯକର୍ତ୍ତା ଉପସ୍ଥିତ ଥିଲେ। କଥାବାର୍ତ୍ତ ବେଲେ ନବନିଯୁକ୍ତ ବିଡିଓ ଶ୍ରୀଯୁକ୍ତ ସାହୁ ଡୁଙ୍ଗୁରିପାଲି ବ୍ଲକର ସାମଗ୍ରିକ ବିକାଶ ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି କହିବା ସହିତ ଏଥିରେ ଆପଣମାନଙ୍କର ଅଞ୍ଚଳବାସୀଙ୍କ ସହଯୋଗ ଆବଶ୍ୟକ ବୋଲି କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026

You Might Also Like