-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ

05-Feb-2026



ନୂଆପଡ଼ା  (ରାମନାଥ ପଣ୍ଡା)
ଭାରତ ସରକାରଙ୍କର ନୀତି ଆୟୋଗର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଦେଶର ଅନୁନ୍ନତ ଅଞ୍ଚଳର ଦୃତ ବିକାଶ ପାଇଁ ଏହି କାର୍ଯ୍ୟକ୍ରମ ଆକାଂକ୍ଷି ବ୍ଲକ ଅଧିନରେ ଆରମ୍ଭ ହୋଇଛି । ଏହି ପରିପ୍ରେକ୍ଷୀରେ ଆଜି ପଞ୍ଚାୟତ ସମିତି ବୋଡ଼େନ ଦ୍ବାରା ବୋଡ଼େନ ବ୍ଲକର ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ରଣାଙ୍କ ତତ୍ତ୍ଵାବଧାନ ଓ ସଭାପତିତ୍ବରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବରେ ନୂଆପଡା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀ, ଅତିରିକ୍ତ ଉନ୍ନୟନ ଅଧିକାରୀ କ୍ଷମାନିଧି ଭୁଏ, ପଞ୍ଚାୟତ ସମିତି ଉପାଧ୍ୟକ୍ଷା ସଙ୍ଗୀତା ମାଝୀ ଯୋଗଦାନ କରିଥିବା ବେଳେ ସମ୍ମାନୀତ ଅତିଥି ଭାବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ରେଶ୍ୱର୍ ମେହେର, ଗୋଷ୍ଠି ସ୍ବାସ୍ଥ୍ୟ ଅଧିକାରୀ ସଞ୍ଜୀବ ନାଏକ, ଶିଶୁ ବିକାଶ ପ୍ରକଲ୍ପ ଅଧିକାରୀ ଅର୍ଚ୍ଚନା ରାଉତ, ଗୋଷ୍ଠି କୃଷି ଅଧିକାରୀ ଦୁଃଖୀରାମ ଟୁଡୁ, ଗୋଷ୍ଠୀ ପ୍ରାଣୀସମ୍ପଦ ଅଧିକାରୀ ଡ ସୁସ୍ମିତା ବିଶ୍ବାଳ ପ୍ରମୁଖ ମଞ୍ଚାସିନ ଥିଲେ । ସଭାକାର୍ଯ୍ୟ ପ୍ରାରମ୍ଭରେ ଆକାଂକ୍ଷି ବ୍ଲକ ସହଯୋଗୀ ରାକେଶ କୁମାର ଷଡଙ୍ଗୀ ସମ୍ପୂର୍ଣତା ଅଭିଯାନ ୨.୦ ର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ବିଡ଼ିଓ ଶ୍ରୀ ରଣା ତାଙ୍କର ପ୍ରାରମ୍ଭିକ ଭାଷଣରେ ବ୍ଲକକୁ ଦିଆଯାଇଥିବା ୬ ଟି ସୁଚକାଙ୍କ ଲକ୍ଷ୍ୟ ସମ୍ଵନ୍ଧରେ ବିସ୍ତୃତ ରୂପରେ ଜଣାଇଥିଲେ ଯାହା ଶିଶୁ ବିକାଶ ବିଭାଗ, ଶିକ୍ଷା ବିଭାଗ ଓ ପ୍ରାଣୀସମ୍ପଦ ବିଭାଗ, ସ୍ବାସ୍ଥ୍ୟ ବିଭାଗ ଦ୍ଵାରା ୨୮ ଜାନୁଆରୀ ୨୦୨୬ ରୁ ଆରମ୍ଭ ହୋଇ ୧୪ ଏପ୍ରିଲ  ୨୦୨୬ ପର୍ଯ୍ୟନ୍ତ କାର୍ଯକାରୀ ହେବ । ମୁଖ୍ୟଅତିଥି ଓ ସମ୍ମାନୀତ ଅତିଥିଗଣ ସମସ୍ତଙ୍କ ସମନ୍ଵୟ ଓ ସହଭାଗିତା କାମନା କରି ବ୍ଲକର ଦୃତ ବିକାଶ ସହ ସାମଗ୍ରିକ ଉନ୍ନତି ଉପରେ ଗୁରୁତ୍ଵ ଦେଇଥିଲେ । ସମସ୍ତ ବିଭାଗୀୟ କର୍ମଚାରୀ, ସମସ୍ତ ଜନ ପ୍ରତିନିଧି, ଜନ ସାଧାରଣ, ପ୍ରାଶାସନିକ ଅଧିକାରୀ ଓ କର୍ମଚାରୀ ଆଦି ସମସ୍ତେ ଏକ ହୋଇ କାର୍ଯ୍ୟ କରି ବ୍ଲକକୁ ସୁସ୍ଥ, ସମୃଦ୍ଧ ଭାବରେ ଗଢି ତୋଳିବା ପାଇଁ ଶପଥ ପାଠ କରିଥିଲେ । ବିଭାଗ ମାନଙ୍କ ଦ୍ଵାରା ପ୍ରଦର୍ଶନୀ ଷ୍ଟଲ୍ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସମସ୍ତ ସରପଞ୍ଚ ଓ ସମିତି ସଭ୍ୟ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ସ୍ଵୟଂ ସହାୟକ ଗୋଷ୍ଠୀ, ଛାତ୍ର ଛାତ୍ରୀ, ସମସ୍ତ ବିଭାଗୀୟ ତୃଣମୂଳ ସ୍ତର କର୍ମଚାରୀ, ଚାଷୀ, ଜନସାଧାରଣ, ପିରାମଲ ଫାଉଣ୍ଡେସନର କର୍ମଚାରୀ ଆଦି ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ଏବିଏଫ୍ ରାକେଶ କୁମାର ଷଡଙ୍ଗୀ ପରିଚାଳନା କରିଥିବା ବେଳେ ସିଆରସିସି ଉମାକାନ୍ତ ବେହେରା ଧନ୍ୟବାଦ୍ ଅର୍ପଣ କରିଥିଲେ । ପଞ୍ଚାୟତ ସମିତିର ସମସ୍ତ କର୍ମଚାରୀ ଏଥିରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like