-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||     

HOME   ଜିଲ୍ଲା

*ଖଡିଆଳ ମହୋତ୍ସବ ୨୦୨୬ ଆନୁଷ୍ଠାନିକ ଭାବରେ ଶୁଭ ଉଦ୍ଘାଟିତ, କଳା, ସାହିତ୍ୟ ସଂସ୍କୃତି ପରମ୍ପରାକୁ ଉଜ୍ଜୀବିତ କରି ଆନନ୍ଦ ହେବା ଉତ୍ସବ*

05-Feb-2026



(ପ୍ରେରଣା ଖବର)
ନୂଆପଡା ଖଡିଆଳ ମହୋତ୍ସବ ୨୦୨୬ ଆନୁଷ୍ଠାନିକ ଭାବରେ ଶୁଭ ଉଦ୍ଘାଟିତ, କଳା, ସାହିତ୍ୟ ସଂସ୍କୃତି ପରମ୍ପରାକୁ ଉଜ୍ଜୀବିତ କରି ଆନନ୍ଦ ହେବା ଉତ୍ସବ ଅଟେ ବୋଲି ମତବ୍ୟକ୍ତ କରିଥିଲେ। ଆଜି ମୁଖ୍ୟ ଅତିଥି ରୂପେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀ ଯୋଗ ଦେଇ ଖଡିଆଳ ମହୋତ୍ସବ କୁ ଆନୁଷ୍ଠାନିକ ଭାବରେ ଉଦ୍ଘାଟନ କରିଥିବା ବେଳେ ଉଦବୋଧନ ଦେଇ ଖଡିଆଳ ମାଟି ସାହିତ୍ୟ ଓ କଳା ର ମାଟି  ବୋଲି କହିଥିଲେ। ସଂସ୍କୃତି ଏବଂ ବିକାଶ ସାଙ୍ଗ ରେ ଅଗ୍ରଗତି ହେଉଥିବା ବେଳେ ମହୋତ୍ସବ ଖଡିଆଳର ପରିଚୟ ଅଟେ ବୋଲି ଅତିଥି ମାନେ ପ୍ରକାଶ କରିଥିଲେ। ସଭାରେ ନିମାଇ ଚରଣ ତାଣ୍ଡି  ଅଧ୍ୟକ୍ଷତା କରିଥିବା ବେଳେ  ସମ୍ମାନିତ ଅତିଥି ରୂପେ ନୂଆପଡ଼ା ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ,  ସିନାପାଲି ବ୍ଲକ୍ ଅଧ୍ୟକ୍ଷା ମାଧୁରୀ ମାଝୀ, ବୋଡ଼େନ ବ୍ଲକ୍ ଅଧ୍ୟକ୍ଷା ପ୍ରେମ ଶିଳା ନାଗ ପ୍ରମୁଖ ଯୋଗ ଦେଇଥିଲେ। ଏହି ଉପଲକ୍ଷେ ମହୋତ୍ସବ ମୁଖବନ୍ଧ ସ୍ମରଣିକା ଖଡିଆଳ ଜ୍ୟୋତି ଅତିଥିଙ୍କ ଦ୍ବାରା ଉନ୍ମୋଚିତ ହୋଇଥିଲା। ଆଜି ବିଶାଲ  ସାଂସ୍କୃତିକ ମଶାଲ ଯାତ୍ରା ଖଡିଆଳ ଋଷିପିଠ ରୁ  ଆସି ଖଡିଆଳ ନଗର ପରିକ୍ରମା କରିଥିଲା। ଏହି ସାଂସ୍କୃତିକ ଶୋଭାଯାତ୍ରା ରେ ଅନେକ ପ୍ରକାର ସଂସ୍କୃତିକ ଦଳ  ପରିକ୍ରମା କରିଥିବା ବେଳେ ଖଡିଆଳ ବିଧାୟକ ଏବଂ ଆୟୋଜନ କମିଟି ମାନେ ନୃତ୍ୟ ରେ ବିଭୋର  ହୋଇଥିଲେ। ଏହି ସାଂସ୍କୃତିକ ଶୋଭାଯାତ୍ରା ରେ ବିଭିନ୍ନ ସ୍କୁଲ କଲେଜ୍ ଛାତ୍ର ଛାତ୍ରୀ ମାନେ ଆଦିବାସୀ ନୃତ୍ୟ, ଆଧ୍ୟାତ୍ମିକ ଚେତନା ପ୍ରଜାପିତା ବ୍ରହ୍ମ କୁମାରୀ,ବିଭିନ୍ନ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ହୋଇଥିଲେ। ମଶାଲ କୁ ମହୋତ୍ସବ ପାଳନ କମିଟି ଅଧକ୍ଷ ତଥା ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ଗ୍ରହଣ କରିଥିଲେ। ୨୮୦ ଗୋଟି ଷ୍ଟଲ ରେ ବିଭିନ୍ନ ପ୍ରକାର କୁଟୀର ଶିଳ୍ପ, ହସ୍ତତନ୍ତ, ଖାଦ୍ୟ, ଗୃହ ସାଜସଜ୍ଜା ସାମଗ୍ରୀ ପ୍ରଦର୍ଶିତ ହେଉଅଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026

You Might Also Like