-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||     

HOME   ଜିଲ୍ଲା

“ଡାଲି ଜାତୀୟ ଫସଲ ଚାଷ” ପୁସ୍ତକ ଲୋକାର୍ପିତ

05-Feb-2026



ବଲାଙ୍ଗିର(ପ୍ରେରଣା ଖବର )- ଆଧୁନିକ ଓ ପ୍ରଯୁକ୍ତି ବିଦ୍ୟା ପ୍ରୟୋଗରେ ହେବ ଡାଲି ଜାତୀୟ ଫସଲ ଚାଷ । ଏହି ଚାଷ ପ୍ରଣାଳୀ ଆଧାରିତ ଏକ ସହାୟକ ପୁସ୍ତିକା ଆନ୍ତର୍ଜାତୀୟ ଶୁଷ୍କାଂଚଳ କୃଷି ଗବେଷଣା କେନ୍ଦ୍ର (ଇକାର୍ଡା) ର ରାଜ୍ୟ ପ୍ରତିନିଧିô ଡଃ କିଶୋର କୁମାର ବେହେରା ଓ ତାଙ୍କ ସହଯୋଗୀ ଦ୍ୱାରା ଓଡିଆ ଭାଷା ରେ ପ୍ରସ୍ତୁତ “ଡାଲି ଜାତୀୟ ଫସଲ ଚାଷ” ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଙ୍କ କର କମଳରେ ଲୋକାର୍ପିତ ହୋଇଯାଇଛି । ଏହି ପୁସ୍ତିକାରେ ବିଭିନ୍ନ ଡାଲି ଜାତୀୟ ଫସଲର ଚାଷ ପ୍ରଣାଳୀ ଅତ୍ୟନ୍ତ ସରଳ ଭାଷାରେ ସଚିତ୍ର ବର୍ଣ୍ଣନା କରାଯାଇଛି । ବଲାଙ୍ଗିର ର କୋସଲ କଳା ମଣ୍ଡଳ ପଡିଆ ଠାରେ ଓଡିଶା ସରକାରଙ୍କ କୃଷି ଓ କୃଷକ ଶସକ୍ତିକରଣ ବିଭାଗ ତରଫରୁ ଆୟୋଜିତ କୃଷି ଯନ୍ତ୍ରପାତି ମେଳା ୨୦୨୬ ଅବସରରେ ମୁଖ୍ୟ ଅତିଥି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଏହି ପୁସ୍ତିକାର ଲୋକାର୍ପଣ ସହିତ ଇକାର୍ଡା-ଓଡିଶା ଅନୁଷ୍ଠାନକୁ ସମ୍ବର୍ଦ୍ଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଧିରେନ୍ଦ୍ର ସିଂବରିହା ଓ ଇକାର୍ଡାର ଜିଲ୍ଲା ସଂଯୋଜକ ବିଜୟ କୁମାର ଶତପଥି ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026

You Might Also Like