-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||     

HOME   ଜିଲ୍ଲା

ସହିଦ ମାଧୋ ସିଂହ ଓ ଘେ‍ଁସ ବିଦ୍ରୋହକୁ ରାଷ୍ଟ୍ରୀୟ ମର୍ଯ୍ୟାଦା ପାଇଁ ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବି

05-Feb-2026



ବରଗଡ଼: ବରଗଡ଼ ଜିଲ୍ଲା ଘେଁସର ଜମିଦାର ସହିଦ ମାଧୋ ସିଂହ ଓ ତାଙ୍କ ସହିଦ ପରିବାରଙ୍କୁ ରାଷ୍ଟ୍ରୀୟ ସମ୍ମାନ ସହ ସ୍ବାଧୀନତା ସଂଗ୍ରାମରେ ସେମାନଙ୍କ ଅବଦାନ ଉପରେ ଗବେଷଣା ଲାଗି ଲୋକସଭାରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଦାବି କରିଛନ୍ତି। ଇଂରେଜ ସରକାରକୁ ବାର୍ଷିକ ମାତ୍ର ୩୫୬ ଟଙ୍କା ରାଜସ୍ବ ଦେଇ ଜମିଦାରୀ ବଞ୍ଚାଇ ସହିଦ ମାଧଵୋ ସିଂହ ଏହାର ବିରୋଧ କରିଥିଲେ। ୭୧ ବର୍ଷ ବୟସରେ ସେ ଇଂରେଜ ସରକାର ବିରୋଧରେ ସଶସ୍ତ୍ର ବିଦ୍ରୋହରେ ସାମିଲ ହୋଇଥିଲେ। ତାଙ୍କ ସହ ତାଙ୍କର ଚାରିପୁଅ ସାତେ, କୁଞ୍ଜଲ, ବୈରୀ ଓ ଐରୀ ମଧ୍ୟ ଲଢ଼େଇରେ ସାମିଲ ହୋଇଥିଲେ। ୧୯ ଜାନୁଆରୀ ୧୮୫୮ ପର୍ଯ୍ୟନ୍ତ ମାଧୋ ସିଂହ ସିଙ୍ଗୋଡଘାଟି ସମେତ ଅନେକ ସ୍ଥାନରେ ଇଂରେଜ୍ ମୁକାବିଲା କରିଥିଲେ। ୩୧ ଡିସେମ୍ବର ୨୮୫୮ରେ ଗୋରା ସରକାର ସମ୍ବଲପୁରରେ ତାଙ୍କୁ ଫାଶୀ ଦେଇଥିଲା। ଏହାପରେ ତାଙ୍କ ଚାରି ବୀରପୁତ୍ର ୧୮୬୪ ପର୍ଯ୍ୟନ୍ତ ଇଂରେଜ ବିରୋଧରେ ସଂଗ୍ରାମ ଜାରି ରଖିଥିଲେ। ହାତେଙ୍କୁ କଳାପାଣି ସଜା ଦିଆଯାଇଥିବା ବେଳେ କୁଞ୍ଜଲଙ୍କୁ ଇଂରେଜ ସରକାର ଫାଶୀ ଦେଇଥିଲା। ସେହିପରି ବୈରୀଙ୍କୁ ଆଜୀବନ କାରାଦଣ୍ଡ ଓ ଐରୀଙ୍କୁ ଅମାନୁଷିକ ହତ୍ୟା କରାଯାଇଥିଲା। ଏହି ବୀର ପିତାପୁତ୍ରଙ୍କ ଦୁର୍ଲଭ ବଳିଦାନକୁ ସମ୍ମାନ ଜଣାଇ ଘେଁସ ବିଦ୍ରୋହ ଉପରେ ପ୍ରାମାଣିକ ଗବେଷଣା ସହ ରାଷ୍ଟ୍ରୀୟ ସ୍ମାରକୀ ପ୍ରତିଷ୍ଠା କରାଯିବାକୁ ସାଂସଦ ଶ୍ରୀ ପୁରୋହିତ ଦାବି କରିଛନ୍ତି। ସେହିପରି ତାଙ୍କ ନାମରେ ଜାତୀୟ ଯୋଜନାର ନାମକରଣ ଓ ରାଷ୍ଟ୍ରୀୟ ସଂସ୍ଥାନର ନାମକରଣ କରାଯିବାକୁ ଶ୍ରୀ ପୁରୋହିତ ଲୋକସଭାରେ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026

You Might Also Like