-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||     

HOME   ଜିଲ୍ଲା

ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ

06-Feb-2026



"କ୍ରୀଡା ଉତ୍ସବ:ପ୍ରତିଭାର ମଞ୍ଚ"

ବଲାଙ୍ଗୀର(ପ୍ରେରଣା ଖବର):ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ମିନି ଷ୍ଟାଡିୟମ ଠାରେ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇ ଯାଇଛି।ବିଦ୍ୟାଳୟ ର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟତ୍ରୀ ସ୍ୱରୂପା ମଞ୍ଜରୀ ସାମନ୍ତରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସେବାଶ୍ରୀ ଭୋଇ,ଜିଲ୍ଲା କ୍ରୀଡା ଶିକ୍ଷା ଅଧିକାରୀ ପ୍ରଦୀପ ପାତ୍ର ମୁଖ୍ୟ ବକ୍ତା,ସମ୍ମାନୀତ ଅତିଥି ଭାବେ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷୟତ୍ରୀ ଯାଜ୍ଞସିନୀ ମହାପାତ୍ର,ସୋମନାଞ୍ଜଳି ସାହୁ, ରଶ୍ମିତା ଦାଶ ପ୍ରମୁଖ ଯୋଗ ଦେଇଥିଲେ।ମୁଖ୍ୟ ଅତିଥି ଶ୍ରୀମତୀ ଭୋଇ ନିଜ ବକ୍ତବ୍ୟରେ ଛାତ୍ର ଜୀବନରେ କ୍ରୀଡା ର ଅମୁଲ୍ୟ ଭୂମିକା ରହିଛି ବୋଲି କହିବା ସହ ଏହି କ୍ରୀଡା ଉତ୍ସବ ଶିଷ୍ଟାଚାର ଓ ସଫଳତାର ପଥ ବୋଲି କହିଥିଲେ।ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ପାତ୍ର ନିଜ ବକ୍ତବ୍ୟରେ ଏହି କ୍ରୀଡା ଉତ୍ସବକୁ ପ୍ରତିଭାର ମଞ୍ଚ ବୋଲି କହିବା ସହ ଏହି ଉତ୍ସବ ଶିକ୍ଷା ସହ ସ୍ୱାସ୍ଥ୍ୟ ର ସମନ୍ୱୟ ବୋଲି କହିଥିଲେ।ସଭା ପୂର୍ବରୁ ସକାଳ ୮ଘଣ୍ଟା ସମୟରେ ବିଦ୍ୟାଳୟ ର କ୍ରୀଡା

ଶିକ୍ଷୟତ୍ରୀ ଦିପ୍ତିମୟୀ ବେହେରା ଓ ଶିକ୍ଷକ ସୁରେଶ ବାରିକ ଙ୍କ ନେତୃତ୍ୱରେ ବିଦ୍ୟାଳୟ ରୁ ନଗର ପରିକ୍ରମା କରି ସ୍ଥାନୀୟ ପାଟଣେଶ୍ୱରୀ ମନ୍ଦିରରୁ  ମଶାଳ ଶୋଭାଯାତ୍ରା  ବାହାରିଥିଲା। କ୍ରୀଡା ଶିକ୍ଷୟତ୍ରୀ ଶ୍ରୀମତୀ ବେହେରା ବାର୍ଷିକ ବିବରଣୀ ପଠନ ସହ ଛାତ୍ରୀ ମାନଙ୍କୁ ଶପଥ ପାଠ କରେଇଥିଲେ।ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ସୁରେଶ ବାରିକ କାର୍ଯ୍ୟକ୍ରମର ସଂଯୋଜନା କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ଶିକ୍ଷୟତ୍ରୀ ସବିତା ମିଶ୍ର।ଏହି କ୍ରୀଡା ଉତ୍ସବ ରେ ଦୌଡ,ସଟଫୁଟ,ଲମ୍ବ ଡିଆଁ, ଉଚ୍ଚ ଡିଆଁ,ମ୍ୟୁଜିକ ଚେୟାର,ସ୍ଲୋ ସାଇକେଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ବିଦ୍ୟାଳୟ ର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ ଶିକ୍ଷା କର୍ମଚାରୀ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   15-Jul-2026
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026

You Might Also Like