-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ବିଧାୟକ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ -2026 ପାଇଁ ସାମ୍ବାଦିକ ସମ୍ମିଳନୀ

06-Feb-2026



ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ସ୍ଥିତ ଅଗ୍ରସେନ୍ ଭବନ୍ ଠାରେ ବିଧାୟକ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ 2026 ଆୟୋଜନ ସକାଶେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏହି ସାମ୍ବାଦିକ ସମ୍ମିଳନୀ ରେ ମାନ୍ୟବର ସ୍ବାସ୍ଥ୍ୟମନ୍ତ୍ରୀ ଙ୍କ ପ୍ରତିନିଧି ଲୋଇସିଂହା ଶ୍ରୀ ଗୌରାଙ୍ଗ ନାଏକ, ସ୍ବାସ୍ଥ୍ୟମନ୍ତ୍ରୀ ଙ୍କ ଆଗଲପୁର ପ୍ରତିନିଧି ଶ୍ରୀ ପିତାମ୍ବର କଣ୍ଟା, ସ୍ବାସ୍ଥ୍ୟମନ୍ତ୍ରୀ ଙ୍କ ପ୍ରତିନିଧି ପୁଇନ୍ତଳା ଶ୍ରୀ ଅଜିତ ପଣ୍ଡା ସମ୍ବିଲନି ରେ ଭାଗ ନେଇଥିଲେ। ଏହାସହ ଲୋଇସିଂହା ପଞ୍ଚାୟତ ର ସରପଞ୍ଚ ଶ୍ରୀ ନବକିଶୋର ନାଏକ, ଲୋଇସିଂହା ଏନ ଏ ସି ଦାୟିତ୍ୱରେ ଥିବା ବୁର୍ଡା ସରପଞ୍ଚ ଶ୍ରୀ ସୁଦିପ ସା ଓ ବିଧାୟକ କପ୍ ଫୁଟବଲ୍ ପ୍ରତିଯୋଗିତା ର ସଭାପତି ଶ୍ରୀ ରାମଚନ୍ଦ୍ର ସାହୁ ଉପସ୍ଥିତ ଥିବାବେଳେ ଏହି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ କୁ ଆୟୋଜନ କରୁଥିବା ପଲ୍ଲୀ ଆଲୋକ୍ ପାଠାଗାର ର ସଦସ୍ୟ ମଧ୍ୟ ଉପସ୍ଥିତ ଥିଲେ l ଏହି ଟୁର୍ଣ୍ଣାମେଣ୍ଟ ତୃଣ ମୂଳ ସ୍ତରରେ ଥିବା ଖେଳାଳିଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ ଆଣିଛି ବୋଲି ସମ୍ମିଳନୀ ରେ ପ୍ରକାଶ କରିଥିଲେ। ପ୍ରଥମେ ଲୋଇସିଂହା ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ପ୍ରତ୍ୟେକ ବ୍ଲକ୍ ରେ ବ୍ଲକ୍ ସ୍ତରୀୟ ଖେଳ ଅନୁଷ୍ଠିତ ହେବ। ଯେଉଁ ଦଳ ବ୍ଲକ୍ ସ୍ତରରେ ଉନ୍ନୀତ ହେବ ସେହି ଦଳ ଲୋଇସିଂହା ଷ୍ଟାଡିୟମ୍ ରେ ନିଜ ନିଜ ଖେଳ ପ୍ରଦର୍ଶନ କରି ସେମି ଫାଇନାଲ ଖେଳିବ। ଲୋଇସିଂହା ଏନ ଏ ସି ର ବୁର୍ଡ଼ା ଏଫ୍ ସି, ଲୋଇସିଂହା ଏଥଲେଟିକ ଆସୋସିଏସନ୍, ବି ଡି ଏଫ୍ ଏ ଲୋଇସିଂହା ଓ ଏସ ୱାଇ ଏସ ସୂଜିଆ ମଧ୍ୟରେ ଅନୁଷ୍ଠିତ ହେବ। ଠିକ୍ ସେହିପରି ଆଗଲପୁର ବ୍ଲକ୍ ର ଆଗଲପୁର,ନୁନିଆପାଲି,ବଡଟିକା, ରୀନବଚନ,ମୂର୍ସୁଣ୍ଡି, ନଅଗାଁ ଖ, ଡେଙ୍ଗଜୁରି ଓ ବକଟି ମଧ୍ୟରେ ଅନୁଷ୍ଠିତ ହେବ। ତା ସହିତ ପୁଇନ୍ତଲା ବ୍ଲକ୍ ର ବିଲେଇ ସର୍ଡା, ମହିମୁଣ୍ଡା, କୁରୁଲ,ସମଲେଶ୍ଵରୀ କ୍ଲବ ଗଇଁନ୍ତଲା ମଧ୍ୟରେ ଅନୁଷ୍ଠିତ ହେବ। ଲୋଇସିଂହା ବ୍ଲକ୍ ରୁ ମାଣ୍ଡିଆପଦର୍, କୁସଙ୍ଗ, କୁଟୁରାପାଲି, ଛତା ବାହାଲ, ଯୋଗୀସର୍ଡ଼l, ଝାରମୁଣ୍ଡା, ଗେଡ୍ଡି, ସରଗାଡ଼, ବାଦିବାହାଲ ଓ କୁଶମେଲ ମଧ୍ୟରେ ଅନୁଷ୍ଠିତ ହେବ। ଏହି ଖେଳ ଆସନ୍ତା 8 ତାରିଖ ରୁ ଆରମ୍ଭ ହୋଇ 12 ତାରିଖ ଯାଏ ଚାଲିବ। ଯେଉଁମାନେ ବ୍ଲକ୍ ସ୍ତରରେ ଭଲ ଖେଳ ପ୍ରଦର୍ଶନ କରିବେ ସେମାନେ 13 ଓ 14 ତାରିଖ ଲୋଇସିଂହା ଷ୍ଟାଡିୟମ୍ ରେ ସେମି ଫାଇନାଲ ଓ ଫାଇନାଲ ଖେଳିବେ। ସମସ୍ତ ଖେଳାଳି ଙ୍କୁ ଟ୍ରଫି ପ୍ରଦାନ କରାଯିବ। ଯେଉଁ ଦଳ ଫାଇନାଲ ଖେଳ ରେ ବିଜେତା ହେବେ ତାଙ୍କୁ ନଗଦ 30 ହଜାର  ଟଙ୍କା ସହ ଟ୍ରଫି ପ୍ରଦାନ କରାଯିବ ଓ ଉପ ବିଜେତା ଦଳ କୁ 20 ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରାଯିବ। ଦଳମତ ନିର୍ବିଶେଷରେ ସମସ୍ତେ ଏହି ଟୁର୍ଣ୍ଣାମେଣ୍ଟ କୁ ସଫଳ ପାଇଁ ସହଯୋଗ କରିବେ ବୋଲି ସାମ୍ବାଦିକ ସମ୍ମିଳନୀ ରେ ସୂଚନା ଦେଇଛନ୍ତି। ଏହି ଟୁର୍ଣ୍ଣାମେଣ୍ଟ ପାଇଁ କାର୍ଯକରି ସଭାପତି ଓ କାର୍ଯକାରୀ କମିଟି ଗଠନ କରାଯାଇଛି। ଉର୍କିଂ କମିଟି ର ସଭାପତି ଭାବେ ଶ୍ରୀ ରାମଚନ୍ଦ୍ର ସାହୁ ମନୋନୀତ ହୋଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like