-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

କନ୍ଧମାଳରେ ଶୂନ କୋଭିଡ଼୍‍ ଆଡ଼କୁ ଗତି କରୁଛି: ଆକ୍ଟିଭ କେସ ମାତ୍ର ୧

04-Feb-2021



କନ୍ଧମାଳ,(ସୁଶୀଲ  କୁମାର ପାଣିଗ୍ରାହୀ): ଜିରୋ କୋଭିଡ ଆଡକୁ ଗତି କରୁଛି କନ୍ଧମାଳ। ଜିଲ୍ଲାରେ ଗତ ଆଠ ଦିନ ମଧ୍ୟରେ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି। ଏ ନେଇ ଜିଲାବାସୀଙ୍କ ମଧ୍ୟରେ ଆସ୍ୱସ୍ତି ଦେଖାଦେଇଛି। ଗତ ଜାନୁଆରୀ ୨୬ ତାରିଖ ଦିନ ଜିଲାରେ ଶେଷଥର ପାଇଁ ଜଣେ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା। ଏହାପରେ ଆଉ କୌଣସି ଲୋକ ମହାମାରୀରେ ଆକ୍ରାନ୍ତ ହୋଇ ନାହାନ୍ତି। ତେଣୂୁ ଜିଲାରେ ବୁଧବାର  ସୁଦ୍ଧା କୋଭିଡ ସଂକ୍ରମିତଙ୍କ ସଂଖ୍ୟା ପୂର୍ବଭଳି ୫,୯୪୪ରେ ସୀମିତ ରହିଛି। ତେବେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ମଧ୍ୟ କମି ଆଜି ସୁଦ୍ଧା ୧କୁ ଖସି ଆସିଛି। ଏଥିସହିତ ମହାମାରୀରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ବଢି ୫୯୧୦ ହୋଇଛି। ପ୍ରକାଶଯୋଗ୍ୟ, ଡିସେମ୍ବର ମାସ ୨୮ ତାରିଖରେ ପ୍ରଥମ ଥର ପାଇଁ ଜିଲାରେ ଜିରୋ ପଜିଟିଭ ରେକର୍ଡ କରାଯାଇଥିଲା। ସେହିଦିନଠାରୁ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଏକ ଅଙ୍କରେ ସୀମିତ ରହିଥିଲା। ତେବେ ବର୍ତ୍ତମାନ ପ୍ରଥମ କରି ଲଗାତାର ଆଠଦିନ ଜିଲାରେ ପଜିଟିଭ ରୋଗି ଚିହ୍ନଟ ହୋଇ ନ ଥିବାରୁ ଜିଲାବାସୀଙ୍କ ସମେତ ପ୍ରଶାସନ ପାଇଁ ମଧ୍ୟ ଏକ ଖୁସିର ବିଷୟ ହୋଇଛି। କରୋନା ମହାମାରୀ ଆରମ୍ଭ ହେବା ଦିନରୁ ଜିଲ୍ଲାରେ କୋଭିଡରେ ଆକ୍ରାନ୍ତ ହୋଇ ଆଜି ପର୍ଯ୍ୟନ୍ତ ୩୩ ଜଣ ମୃତ୍ୟୁ ବରଣ କରିଛନ୍ତି। ତଥାପି ବିପଦ ସଂପୂର୍ଣ୍ଣ ଟଳି ନାହିଁ ଏବଂ ଆମକୁ ଆଉ କିଛିଦିନ ସତର୍କ ରହିବାକୁ ପଡିବ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁଯାଇଛି। ତେଣୁ ଜିଲା କରୋନା ମୁକ୍ତ ଘୋଷଣା ନ ହେବା ପର୍ଯ୍ୟନ୍ତ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like