-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ ସହର ର ବିଭିନ୍ନ ଅଞ୍ଚଳ କୁ ତୁଫାନି ଗସ୍ତ*- *ଜବର ଦଖଲ କାରୀ ଛାନିଆଁ*-

06-Feb-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ସହର ର ବସଷ୍ଟାଣ୍ଡ , ପଞ୍ଚରଥ ମନ୍ଦିର ଠୁଁ ମଝି ପଡ଼ା ମେଡିକାଲ୍ ଛକ, ସଂସ୍କୃତ ସ୍କୁଲ୍, ଟ୍ରଷ୍ଟ ଫଣ୍ଡ ଅଫିସ୍ , ହାତୀ ଶାଳ, ରାମଜୀ ନଗର ଠୁଁ ଆରମ୍ଭ କରି ବିଭିନ୍ନ ଅଞ୍ଚଳ କୁ ଅଚାନକ ପରିଦର୍ଶନ କରିଛନ୍ତି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ l ବସଷ୍ଟାଣ୍ଡ ର ନିର୍ମାଣ କାର୍ଯ୍ୟ ଆରମ୍ଭ ପୁର୍ବରୁ ସେଠାରେ ଥିବା ବିଭିନ୍ନ ସମସ୍ୟା ର ସମାଧାନ ଓ ବୁଝାମଣା କରିଥିବା ବେଳେ ଜାଗା ଖାଲି କରିବାକୁ ନିର୍ଦ୍ଧାରିତ ସମୟ ୨ ଦିନ ବଦଳ ରେ ୭ ଦିନ  ଯାଏଁ ବଢାଇ ଥିବା କହିଥିଲେ l ପରେ ପରେ ବିଜୁ ପଟ୍ଟନାୟକ ଛକ ଠାରୁ ମଝିପଡ଼ା ହନୁମାନ ମନ୍ଦିର ଛକ ଯାଏ ଟ୍ରଷ୍ଟ ଫଣ୍ଡ ଅଫିସ୍ ଯାଏ ବୁଲି ଅନେକ ଜବର ଜାଗା କୁ ତଦାରଖ କରିଛନ୍ତି l ପରେ ଟ୍ରଷ୍ଟ ଫଣ୍ଡ ଅଫିସ୍ କାର୍ଯ୍ୟାଳୟ ର ଈତିହାସ କଥା ବୁଝି ଆଶ୍ଚର୍ଯ୍ୟ ହେବା ସହ ଜିଲ୍ଲା ରେ ଏକ ମାତ୍ର ସଂସ୍କୃତ ବିଦ୍ୟାଳୟ ବନ୍ଦ ପଡି ରହିଥିବା ଓ ଏ ସ୍କୁଲ ର ଭିତ୍ତିଭୂମି ପରିଦର୍ଶନ କରି   ଶିକ୍ଷକ ଦରମା ନେଇ ବସି ଛନ୍ତି ମାତ୍ର ଛାତ୍ର ଛାତ୍ରୀ ନାହିଁ l  ସହର ରେ ପୌର ପରିଷଦ ର ଏକ ମାତ୍ର ଶୀତ କାଳୀନ ରାତ୍ରୀ ଆଶ୍ରୟ ସ୍ଥଳ ବା ବସ୍ଥି ହରା ଲୋକ ଙ୍କ ଆଶ୍ରୟ ସ୍ଥଳ କୁ ପରିଦର୍ଶନ କରି କୌଣସି ବ୍ୟବହାର ରେ ନ ଆସି ଏ ଜାଗା ଖାଲି ପଡ଼ିଥିବା ଦେଖି କ୍ଷୋଭ ପ୍ରକାଶ କରିଥିଲେ l ଏବଂ ଦୀର୍ଘ ବର୍ଷ ରୁ ଏ ସମସ୍ତ ଜାଗା ଜିଲ୍ଲା ପ୍ରଶାସନ ର ଦୃଷ୍ଟି ଆଢୁଆଳ ରେ ରହିଥିବା ଓ କୌଣସି ପ୍ରଶାସକ ବୁଦ୍ଧିଜୀବି ସଚେତନ ନାଗରିକ  ଙ୍କ କାହାରି ବି ନଜର ରେ ଆସିବା ବିଷୟ ଦୁର୍ଭାଗ୍ୟ ଜନକ ବୋଲି କହିଥିଲେ l ପରେ ପରେ ହାତୀ ଶାଳ ଅସ୍ଥାୟୀ ବସଷ୍ଟାଣ୍ଡ କୁ ପରିଦର୍ଶନ ରେ ଯାଇ ସେଠାରେ ଥିବା ଜବର୍ ଦଖଲ ଜାଗା ଚିହ୍ନଟ କରି ଶୀଘ୍ର ଖାଲି କରିବାକୁ ରାଜସ୍ବ ବିଭାଗ କୁ ନିର୍ଦ୍ଦେଶ ଦେଇଥିଲେ l

ଡିସ୍ ମିସ ହେବା ପରେ ଟ୍ରଷ୍ଟ ଫଣ୍ଡ ଅଫିସ୍ ରେ ଆଜି ସୁଦ୍ଧା କର୍ମଚାରୀ ମାନେ ସରକାରୀ କ୍ୱାଟର ମାଡି ବସି ରାଜ ଭୋଗ କରୁଥିବା ଦେଖି କାର୍ଯ୍ୟାନୁଷ୍ଠାନ ପାଇଁ ବିଭିନ୍ନ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l ଆଜି ପୁଣି ରାମଜୀ ନଗର ଅଞ୍ଚଳ ବୁଲି ଏ ଅଞ୍ଚଳ ର ରାସ୍ତା ର ଦୂରାବସ୍ଥା ଦେଖି ବିରକ୍ତି ପ୍ରକାଶ କରିଥିଲେ l  ତୁରନ୍ତ ରାସ୍ତା ନିର୍ମାଣ ଓ ମୁଖ୍ୟ ମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦ୍ଘାଟନ କରିଥିବା ନୂତନ କଲ୍ୟାଣ ମଣ୍ଡପ କୁ କାର୍ଯ୍ଯକ୍ଷମ କରିବା ପାଇଁ ପୌର ପରିଷଦ ନିର୍ବାହୀ ଅଧିକାରୀ ଙ୍କୁ ସ୍ପଟ୍ ରୁ ନିର୍ଦ୍ଦେଶ ଦେଇଥିଲେ l ଜିଲ୍ଲାପାଳ ଙ୍କ ଏ ଗସ୍ତ ସମୟରେ ସ୍ଥାନୀୟ ବୁଦ୍ଧିଜୀବି ଗୋବିନ୍ଦ ମହାରଣା ଙ୍କ ସମେତ ଅନେକ ସଚେତନ ନାଗରିକ ଉପସ୍ଥିତ ଥିଲେ l  ଜିଲ୍ଲାପାଳ ଙ୍କ ଏ ଦୁଇ ଦିନିଆ ତୁଫାନୀ ଗସ୍ତ ରେ ରାମଜୀ ନଗର ବାସୀ ଓ ଅସ୍ଥାୟୀ ବସଷ୍ଟାଣ୍ଡ ର ବ୍ୟବସାୟୀ ଓ ବସ ମାଲିକ ସଂଘ  ଖୁସି ଓ ଜିଲ୍ଲା ପ୍ରଶାସନ କୁ ପ୍ରଶଂସା କରି ଥିବା ବେଳେ ସହର ର କିଛି ଅଞ୍ଚଳ ର ଜବର ଦଖଲ କାରୀ ଙ୍କ ମନରେ ଭୟ ଓ ଆତଙ୍କ ସୃଷ୍ଟି କରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like