-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଅଧିକାର ଓ ସ୍ବାଭିମାନ ମେଳା♦️ ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗଜନଙ୍କୁ ସହାୟତା‌ ଉପକରଣ ବିତରଣ କାର୍ଯ୍ୟକ୍ରମ 

06-Feb-2026



ଲାଙ୍ଗୀର: ଲୋଇସିଂହା ବ୍ଳକ ରେଙ୍ଗାଲି ଠାରେ ଭାରତୀୟ କୃତ୍ରିମ ଅଙ୍ଗ ନିର୍ମାଣ ନିଗମ (ALIMCO) ସହାୟତାରେ ସାମାଜିକ ଅନୁଷ୍ଠାନ ଦିଶା ଏବଂ ରେଙ୍ଗାଲି ଗ୍ରାମବାସୀଙ୍କ ଦ୍ବାରା ଅଧିକାର ଓ ସ୍ବାଭିମାନ ମେଳା ଅନୁଷ୍ଠିତ ହୋଇଥିଲା। ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରଣାଳୟ ଏବଂ ଦିବ୍ୟାଙ୍ଗଜନ ସଶକ୍ତିକରଣ  ମନ୍ତ୍ରଣାଳୟ, ଭାରତ ସରକାର ଙ୍କ କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ଏବଂ ଦିଵ୍ୟାଙ୍ଗଜନ ଙ୍କୁ ବିଭିନ୍ନ ସହାୟତା ଉପକରଣ ବିତରଣ କରାଯାଇଥିଲା। କାର୍ଯ୍ୟକ୍ରମରେ ଆଖପାଖ ଗ୍ରାମର ୭୫ ଜଣ ମହିଳା ଓ ୬୧ ଜଣ ପୁରୁଷ ଯୋଗଦାନ କରି ବିଭିନ୍ନ ଉପକରଣ ନେଇଥିଲେ। ଏ ଅବସରରେ ଆୟୋଜିତ ସଭାରେ ଶ୍ରୀ ହୃଷୀକେଶ ସାହୁ ଅଧିକାର ଓ ସ୍ବାଭିମାନ ମେଳାର ଲକ୍ଷ୍ୟ ଉଦେଶ୍ୟ ଏବଂ ଯୋଜନାର ରୂପରେଖ ସମ୍ପର୍କରେ ସୂଚନା ଦେଇଥିଲେ। ଯନ୍ତ୍ରଣାମୁକ୍ତ ଓଡ଼ିଶା ଗଠନ    ଏବଂ ବରିଷ୍ଠ ନାଗରିକ ତଥା ଦିବ୍ୟାଙ୍ଗ ଜନଙ୍କ ଦୈନନ୍ଦିନ ଜୀବନକୁ ଅପେକ୍ଷାକୃତ ସହଜ, ସରସ କରିବା ପାଇଁ ରେଙ୍ଗାଲି ଗ୍ରାମବାସୀଙ୍କ ଉଦ୍ୟମକୁ ସମସ୍ତେ ପ୍ରଶଂସା କରିଥିଲେ। ସୂଚାଇ ଦିଆଯାଏ ଯେ, କିଛି ଦିନ ପୂର୍ବରୁ ଏକ ବୃହତ୍ ଚିକିତ୍ସା ଶିବିର ଆୟୋଜିତ ହୋଇଥିଲା। ସୂଚନା, ଯୋଗାଯୋଗ ଇତ୍ୟାଦି କାରଣରୁ ସରକାରଙ୍କ ଜନ କଲ୍ୟାଣ ମୂଳକ ଯୋଜନା ଗୁଡିକ ସମସ୍ତ ଲୋକଙ୍କ ପାଖରେ ଅନେକ ସମୟରେ ପହଞ୍ଚି ନ ଥାଏ। ରେଙ୍ଗାଲି ଗ୍ରାମର ସ୍ବେଚ୍ଛାସେବୀ ମାନେ ବିଭିନ୍ନ ସରକାରୀ ବିଭାଗ ଓ ଲୋକଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରି ଅବସର ସମୟକୁ ମାନବସେବାରେ ବିନିଯୋଗ କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି। କେବଳ ସରକାରଙ୍କ ଅନୁଦାନ ଉପରେ ନିର୍ଭର ନ କରି ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାର ଉଭୟ ପାର୍ଶ୍ବରେ

 

ବୃକ୍ଷରୋପଣ ସହ ନିରନ୍ତର ଗଛର ଯତ୍ନ ନେଉଛନ୍ତି। ସେହିପରି ଶିକ୍ଷା ମାନ ବୃଦ୍ଧି ପାଇଁ ହାଇସ୍କୁଲରେ ଘରୋଇ ଶିକ୍ଷକ ବ୍ୟବସ୍ଥା ସହ ନୂଆଖାଇ ଭେଟଘାଟ ଭଳି କାର୍ଯ୍ୟକ୍ରମରେ ପ୍ରତିବର୍ଷ ଛାତ୍ରଛାତ୍ରୀ ଏବଂ କୃତି ଛାତ୍ରଛାତ୍ରୀମାନଙ୍କ ଅଭିଭାବକଙ୍କୁ ସମ୍ମାନିତ ଭଳି ନିଆରା ପଦକ୍ଷେପ ନେଉଛନ୍ତି। ନିଜସ୍ବ ପ୍ରଚାର ପ୍ରସାର ଠାରୁ ଦୂରରେ ରହି ଗଠନମୂଳକ କାର୍ଯ୍ୟକ୍ରମ ପାଇଁ ରେଙ୍ଗାଲି ଗ୍ରାମ ଅନ୍ୟ ଠାରୁ ଭିନ୍ନ ଏବଂ ଅନୁକରଣୀୟ ବୋଲି ମତ ପ୍ରକାଶ ପାଇଛି। ଆଜିର ଏହି କାର୍ଯ୍ୟକ୍ରମ ରେ ଏଲିମକୋ ତରଫରୁ ଡ ଧରିତ୍ରୀ ଗଡତ୍ୟା, ସୁରେନ୍ଦ୍ର ଭୋଇ, ସୌମ୍ୟ ରଂଜନ ପ୍ରମୁଖ ଯୋଗଦାନ କରି ବିଭିନ୍ନ ଉପକରଣର ବ୍ୟବହାର ବିଷୟରେ ତାଲିମ ପ୍ରଦାନ କରିଥିଲେ।

❌


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like