-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

*ବିଜୁପଟ୍ଟନାୟକ +୨ ମହିଳା କଲେଜ ର ବାର୍ଷିକ ଉତ୍ସବ*- *ସୁନ୍ଦର ସମାଜ ପାଇଁ ସୁନ୍ଦର ବ୍ୟକ୍ତିଗତ ଜୀବନ ଦରକାର - -ଜିଲ୍ଲାପାଳ*-

06-Feb-2026



ସୁବର୍ଣ୍ଣପୁର.(ମନୋରଞ୍ଜନ ତ୍ରିପାଠୀ) ସୋନପୁର ସହର ସ୍ଥିତ ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ "ଧରୋହର"ମହା ସମାରୋହରେ ପାଳିତ ହୋଇଯାଇଛି। କଲେଜ ର ଅଧ୍ୟକ୍ଷା ପ୍ରୀତିମୟୀ ମିଶ୍ର ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା ଏହି ସଭାକାର୍ଯ୍ୟ ରେ  ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଯୋଗଦେଇ ସାଂପ୍ରତିକ ପରିସ୍ଥିତିରେ ନାରୀ ର ଭୂମିକା ଓ ସମପରିମାଣରେ ସମାଜର ଉତ୍ତରଦାୟିତ୍ୱ ସଂପର୍କରେ ଆଲୋଚନା କରି ଉଗ୍ର ଆଧୁନିକତା ପଛରେ ନ ଦୌଡ଼ି ବାପା ମା ସେବା କରିବା ସଂସ୍କାରିତ ହେବା ବୋଲି କହିଥିଲେ । ଗୋଟାଏ ଝିଅ ଚାହିଁଲେ ପରିବାର ସୁନ୍ଦର ଓ ସ୍ୱର୍ଗ ହୋଇଯିବ l ସୁନ୍ଦର ସମାଜ ପାଇଁ ସୁନ୍ଦର ବ୍ୟକ୍ତିଗତ ଜୀବନ ଦରକାର ବୋଲି କହି ସବୁବେଳେ ଅନ୍ୟ କୁ ସାହାଯ୍ୟ କରିବା ଓ କଥା ଦେଇ କଥା ରଖିବା ବୋଲି ଜିଲ୍ଲାପାଳ ଡ଼ ସାହୁ କହିଥିଲେ l ଅନ୍ୟତମ ଅତିଥି ଭାବରେ ସୋନପୁର ଉପଜିଲ୍ଲାପାଳ ଡ଼ ସୌମ୍ୟ ରୂପା  ରଥ , ପ୍ରାକ୍ତନ ପରିଚାଳନା କମିଟି ସଭାପତି ଅଭିମନ୍ୟୁ କୁଶଳ ଓ ମୁଖ୍ୟବକ୍ତା ଭାବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲକ୍ଷ୍ମଣ ମିଶ୍ର ଯୋଗଦେଇ ଦେଇ ସମାଜ ଗଠନରେ ମହିଳା ଙ୍କ ଭୂମିକା ଖୁବ ଗୁରୁତ୍ବ ପୂର୍ଣ୍ଣ ବୋଲି କହିଥିଲେ । ସମସ୍ତ କାର୍ଯ୍ୟକ୍ରମ କୁ ଅଧ୍ୟାପିକା ସ୍ନିଗ୍ଧା ଦାସ  ପରିଚାଳନା କରିଥିବାବେଳେ କଲେଜ ର ସମସ୍ତ ଅଧ୍ୟାପିକା ଅଧ୍ୟାପକ ତଥା ସମସ୍ତ ଅଣ ଶିକ୍ଷକ କର୍ମଚାରୀ ଙ୍କ ସମେତ ସମସ୍ତ ଛାତ୍ରୀ ସହଯୋଗ କରିଥିଲେ। ଶେଷରେ ଖୁବ ସମୟ ଧରି କଲେଜ ର ଛାତ୍ରୀ ମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like