-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

*ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ପାଇଁ ବ୍ଲକ୍ ସ୍ତରୀୟ କ୍ରୀଡା ପ୍ରତିଯୋଗିତା*-

06-Feb-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ଭିନ୍ନକ୍ଷମ  ବିଦ୍ୟାଳୟରେ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ପାଇଁ ବ୍ଲକ୍ ସ୍ତରୀୟ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି। ଏହି ବିଦ୍ୟାଳୟ ସମେତ ପି ଏମ ଶ୍ରୀ କୋଶୋଳେଶ୍ୱର  ହାଇସ୍କୁଲ , ଓ  ରେଆର  ର ୧୨୦ ଛାତ୍ର ଛାତ୍ରୀ ଏଥିରେ ସାମିଲ ହୋଇ ଥିଲେ l ସୋନପୁର ପଞ୍ଚାୟତ ସମିତି ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାର ଉଦଯାପନୀ  ଉତ୍ସବରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ  ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରି ଉତ୍ସାହିତ କରିଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପଧାନ, ସି ଡି ଓ ଅଶ୍ଵିନୀ କୁମାର ମେହେର, ସ୍କୁଲ ପ୍ରଧାନ ଶିକ୍ଷକ ଉତ୍ତମ ଚରଣ ଦେହୁରୀ ଯୋଗ ଦେଇ କ୍ରୀଡ଼ା ଦ୍ଵାରା ଶରୀର ମନ ଓ ଆତ୍ମା ର ବିକାଶ ହୁଏ l କେବଳ ଶିକ୍ଷା ନୁହେଁ କ୍ରୀଡ଼ା ଦ୍ଵାରା ମଧ୍ୟ ଛାତ୍ର ଛାତ୍ରୀ ଭଲ କ୍ୟାରିୟର ଗଢି ପାରିବେ ବୋଲି କହିଥିଲେ lଏହି ଉଦଯାପନୀ ସନ୍ଧ୍ୟାରେ  ଅନ୍ୟମାନଙ୍କ ମଧ୍ୟରେ ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରୀ ଅମରଜିତ୍ ସାହୁ, ପି ଇ ଓ ସୁଶିଲ ମହାପାତ୍ର, ସହକାରୀ କାର୍ଯ୍ଯ ନିର୍ବାହୀ ଯନ୍ତ୍ରୀ ବୈଜୟନ୍ତି କର୍ଣ୍ଣ, ସହକାରୀ ଯନ୍ତ୍ରୀ ରାଜେନ୍ଦ୍ର କୁମାର ମଣ୍ଡଳ, ସରୋଜ କୁମାର ଦୋରା, ନରେଗା ଆସୁଷ୍ଟାଣ୍ଟ ସରିତ କୁମାର ସାହୁ, ପି ଇ ଓ ସରୋଜ କୁମାର ଭୋଇ, ଶୁଶାନ୍ତ କମଳିଆ, ସତ୍ୟ ନାରାୟଣ ପାଣିଗ୍ରାହୀ ( ସି ପି) ନରେଶ ମେହେର ( ଏ ସି ପି) , ସୋନପୁର ବ୍ଲକ ବି ଆର ସି ବିବେକ ପଣ୍ଡା, ଆର ଡବ୍ଲୁ ଏସ ଏସ ସହକାରୀ ଯନ୍ତ୍ରୀ ବିକାଶ ତରେଇ, ନନ୍ଦ କିଶୋର ରାଉତ (ଜି ପି ଡି ଓ) ଙ୍କ ସମେତ ଆଶୁତୋଷ ଭୋଇ, ଶ୍ରୀନିବାସ ପଧାନ ପ୍ରମୁଖ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ l

ଏହି ସ୍କୁଲ୍ ର   ଛାତ୍ରୀ  ଓଡ଼ିଶା ରାଜସ୍ବ ସେବା ପରୀକ୍ଷାରେ କୃତୀତ୍ୱ ହାସଲ କରିଥିବା ସ୍ମୁତି ଶିଖା ଭୋଇ ଙ୍କୁ ଜିଲ୍ଲାପାଳ ଙ୍କ ଦ୍ବାରା ସମ୍ବର୍ଧିତ କରାଯାଇଥିଲା l  ପି ଇ ଓ ସୁଶିଲ ମହାପାତ୍ର ସଭା ପରିଚାଳନା କରିଥିବା ବେଳେ ଶେଷରେ ବି ଡି ଓ ପ୍ରତୀକ କର ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like