-+91-9937148622 |

prerana_bgr@rediffmail.com |

  Thursday 16th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   (16-Jul-2026)       ||      *ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   (16-Jul-2026)       ||      ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   (16-Jul-2026)       ||      ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l    (16-Jul-2026)       ||      ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   (15-Jul-2026)       ||      ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   (15-Jul-2026)       ||      ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   (15-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   (15-Jul-2026)       ||      ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   (15-Jul-2026)       ||      ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   (15-Jul-2026)       ||      *ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   (15-Jul-2026)       ||      ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାକୁ ଫାଇଲେରିଆ ରୋଗ ମୁକ୍ତ କରିବା ପାଇଁ ଔଷଧ ସେବନ ପ୍ରକ୍ରିୟାରେ ଜନସାଧାରଣ ଙ୍କ ସହଯୋଗ କାମନା କଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ

06-Feb-2026



ବଲାଙ୍ଗିର(ପ୍ରେରଣା ଖବର):  ବଲାଙ୍ଗିର ଜିଲ୍ଲାରେ ଫାଇଲେରିଆ ନିରାକରଣ ଅଭିଯାନ ଚଳିତ ବର୍ଷ ଫେବୃଆରୀ ୧୦ ତାରିଖ ରୁ ୧୯ ତାରିଖ ପର୍ଯ୍ୟନ୍ତ ବଲାଙ୍ଗୀର ପୌର ପରିଷଦ ଅନ୍ତର୍ଗତ ଶାସ୍ତ୍ରୀ ନଗର, କନ୍ଧପାଲିପଡା ଓ ଫେବୃଆରୀ ୨୦ ତାରିଖରୁ ମାର୍ଚ୍ଚ ୦୧ ତାରିଖ ପର୍ଯ୍ୟନ୍ତ ଆଗଲପୁର ବ୍ଲକରେ ସାର୍ବଜନୀନ ବାତଜ୍ଵର ଔଷଧ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥି ନିମନ୍ତେ ଜିଲ୍ଲାପାଳ ଗୌରୱ ଶିବାଜି ଇସଲୱାରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ  ଜିଲ୍ଲାପାଳ ପୁଙ୍ଖାନୁପୁଙ୍ଖ ଭାବେ ସାର୍ବଜନୀନ ବାତଜ୍ଵର ଔଷଧ ସେବନ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଥିଲେ। ଉକ୍ତ ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ପରିବାର କଲ୍ୟାଣ ଅଧିକାରୀ

ଡାଃ.ପୁଷ୍ପାଞ୍ଜଳି ମିଶ୍ର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅମ୍ରିତ କୁମାର ପଣ୍ଡା ମଞ୍ଚାସୀନ ଥିଲେ। ଏହା ସହ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଚିକିତ୍ସା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। 
ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ପରିବାର କଲ୍ୟାଣ କାର୍ଯ୍ୟାଳୟର ବୈଠକ ଗୃହରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ପରିବାର କଲ୍ୟାଣ ଅଧିକାରୀ ଡାଃ.ପୁଷ୍ପାଞ୍ଜଳି ମିଶ୍ର ନିଜର ବିବୃତିରେ ଫେବୃଆରୀ ୧୦ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ବଲାଙ୍ଗୀର ପୌରପରିଷଦ ଅନ୍ତର୍ଗତ ଶାସ୍ତ୍ରୀ ନଗରରେ ବସବାସ କରୁଥିବା ମୋଟ ୫୮୨୫୨ ଓ କନ୍ଧପାଲିପଡାର ୫୬୬୮୯ଙ୍କୁ  ଓ ଫେବୃଆରୀ ୨୦ ତାରିଖ ରୁ ମାର୍ଚ୍ଚ ୦୧ ତାରିଖ ପର୍ଯ୍ୟନ୍ତ ଆଗଲପୁର ବ୍ଲକର ମୋଟ ୧୦୪୯୭୭ଜଣଙ୍କୁ ସାର୍ବଜନୀନ ବାତଜ୍ଵର ଔଷଧ ସେବନ କାର୍ଯ୍ୟକ୍ରମ ହେବ ବୋଲି ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ପୌରପରିଷଦରେ ୨୧୮ ଓ ଆଗଲପୁର ୩୪୮ଜଣ ଆଶା, ଅଙ୍ଗନବାଡି ଓ ସ୍ୱାସ୍ଥ୍ୟକର୍ମୀ ନିୟୋଜିତ କରାଯାଇଛି, ଯେଉଁମାନେ ଘରକୁ ଘର ବୁଲି ନିଜ ସମ୍ମୁଖରେ ବୟସ ଅନୁଯାୟୀ IVERMECTIN, DEC ସହିତ  ALBENDAZOLE ବଟିକା ଲୋକଙ୍କୁ ସେବନ କରେଇବେ। ୨ ରୁ ୫ ବର୍ଷ ଶିଶୁଙ୍କୁ କେବଳ DEC ସହିତ ALBENDAZOLE ବଟିକା ଖୁଆଇବେ ଓ ୬ ବର୍ଷ ରୁ ଉର୍ଦ୍ଧ ସମସ୍ତ ଯୋଗ୍ୟ ବ୍ୟକ୍ତିଙ୍କୁ IVERMECTIN, DEC ସହିତ ALBENDAZOLE ଖୁଆଇବେ । ଏଥି ପାଇଁ ବଲାଙ୍ଗିର ପୌରପରିଷଦ ଅଞ୍ଚଳରେ ୧୦୯ଟି ଟିମ,  ୨୦ଜଣ ସୁପରଭାଇଜର, ୫୬ଟି ଭ୍ରାମ୍ୟମାଣ ଔଷଧ ନିରୀକ୍ଷକ, ୧ଗୋଟି ରେପୀଡ ରେସପୋନ୍ସ ଟିମ, ୪ଟି ସୋସିଆଲ ମୋବିଲିଜର ଗଠନ କରାଯାଇଛି । ସେହିପରି ଭାବେ ଆଗଲପୁର ବ୍ଲକରେ ୧୭୪ଟି ଟିମ, ୩୪ଜଣ ସୁପରଭାଇଜର, ୬ଟି ଭ୍ରାମ୍ୟମାଣ ଔଷଧ ନିରୀକ୍ଷକ, ୩ଟି ରେପୀଡ ରେସପୋନ୍ସ ଟିମ, ୬ଟି ସୋସିଆଲ ମୋବିଲିଜର ଗଠନ କରାଯାଇଛି । କେବଳ ଗର୍ଭାବତୀ ମହିଳା, ୨ ବର୍ଷରୁ କମ ବୟସର ଶିଶୁ ଓ ଅତିଶୟ ଗୁରୁତର ରୋଗରେ ଆକ୍ରାନ୍ତ ଥିବା ବ୍ୟକ୍ତି ମାନଙ୍କୁ ଛାଡି ସମସ୍ତେ ଏହି ବଟିକା ଖାଇବେ। ଏହା ଦ୍ୱାରା, ମାଇକ୍ରୋ ଫାଇଲେରିଆ ପରଜୀବୀକୁ ମାରି ଦିଆଯାଇପାରିବ ଏବଂ ଭବିଷ୍ୟତରେ ଗୋଦରଗୋଡ ବା ଅନ୍ୟାନ୍ୟ ଫାଇଲେରିଆସିସ ରୋଗକୁ ରୋକାଯାଇ ପାରିବ । ବଟିକା ସେବନ ପରେ ଯଦି କିଛି ଅସୁବିଧା ଦେଖା ଦିଏ, ତୁରନ୍ତ ଆଶା କିମ୍ବା ଅଙ୍ଗନବାଡି ଦିଦିଙ୍କୁ ଜଣେଇବେ। ରେପୀଡ ରେସପୋନ୍ସ ଟିମ ପ୍ରତି ୟୁନିଟ ପାଇଁ ବ୍ୟବସ୍ଥା କରାଯାଇଛି, ସେମାନେ ତୁରନ୍ତ ପହଂଚି ସ୍ଵାସ୍ଥ୍ୟ ସୁବିଧା ଯୋଗେଇପାରିବେ। ଆୟୁର୍ବେଦ ମହାବିଦ୍ୟାଳୟ ଓ ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟର  ଛାତ୍ରଛାତ୍ରୀ ଏହି ସାର୍ବଜନୀନ ବାତଜ୍ଵର ଔଷଧ ସେବନ କାର୍ଯ୍ୟକ୍ରମରେ  ସହଯୋଗ କରିବେ। ଆଜିର ଏହି କାର୍ଯ୍ୟକ୍ରମରେ ଡିପିଏଚଓ, ଡାଃ. ଯଦୁମଣି ନାୟକ,

ଏଡ଼ିପିଏଚଓ, (ଭିବିଡି), ଡାଃ. ନମିତା ମିଶ୍ର, ଜେଡସି, ହୁ, ଏନଟିଡି, ଡାଃ.ଶ୍ୟାମ ବନ୍ଧୁ ରଥ, ଡିପିଏମ, ଜେ ରାଜେଶ୍ଵର ରାଓ ପଟ୍ଟନାୟକ, ଜିଲ୍ଲା ଭିବିଡି ସୁରେଶ ସ୍ଵାଇଁ, ଚିନ୍ମୟ ମହନ୍ତ, ଶ୍ରୀକାନ୍ତ ଯୋଶୀ ତଥା ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ। ଔଷଧ ସେବନ ପ୍ରକ୍ରିୟାରେ ସହଯୋଗ କରି କାର୍ଯ୍ୟକ୍ରମକୁ ସାଫଲ୍ୟ କରିବା ସହ ଜିଲ୍ଲାକୁ ଫାଇଲେରିଆ ରୋଗମୁକ୍ତ କରିବା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ପରିବାର କଲ୍ୟାଣ ଅଧିକାରୀ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଅନୁରୋଧ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   16-Jul-2026
  ଜିଲ୍ଲା  
କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   16-Jul-2026
  ଜିଲ୍ଲା  
*ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   16-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   16-Jul-2026
  ଜିଲ୍ଲା  
*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   16-Jul-2026
  ଜିଲ୍ଲା  
ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   16-Jul-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l   16-Jul-2026
  ଜିଲ୍ଲା  
ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   15-Jul-2026
  ଜିଲ୍ଲା  
ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   15-Jul-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   15-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   15-Jul-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   15-Jul-2026

You Might Also Like