-+91-9937148622 |

prerana_bgr@rediffmail.com |

  Friday 17th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   (16-Jul-2026)       ||      *ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   (16-Jul-2026)       ||      ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   (16-Jul-2026)       ||      ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l    (16-Jul-2026)       ||      ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   (15-Jul-2026)       ||      ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   (15-Jul-2026)       ||      ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   (15-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   (15-Jul-2026)       ||      ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   (15-Jul-2026)       ||      ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   (15-Jul-2026)       ||      *ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   (15-Jul-2026)       ||      ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||     

HOME   ଜିଲ୍ଲା

ସିଦ୍ଧିବିନାୟକ ରାଇସ ମିଲରେ ଟାର୍ଗେଟ ବାହାରେ ଧାନ ♦️ ଗୋଦାମ ବାହାରେ ଖୋଲା ସ୍ଥାନରେ ରଖାଯାଇଛି ଧାନ

07-Feb-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଅଧିନସ୍ଥ ବିଳାସପୁର  ସ୍ଥିତ ସିଦ୍ଧିବିନାୟକ ରାଇସ୍ ମିଲ୍ ଠାରେ  ସେ କଷ୍ଟମ ମିଲିଂ ରେ ପାଇଥିବା ଧାନ ବାହାରେ  ଅଧିକ ପରିମାଣର ଧାନ ରଖାଯାଇଥିବl ଅଭିଯୋଗ ଉଠିଛି l ଚଳିତ ଖରିଫରେ ଏହି ରାଇସ୍ ମିଲ୍ କୁ ୪୧ହଜାର କୁଇଣ୍ଟାଲ ଟାର୍ଗେଟ ମିଳିଛି କିନ୍ତୁ ଏବେ ମିଲ୍ ରେ  କର୍ମଚାରି ମାନଙ୍କୁ

ପଚାରିବାରୁ ୭୦ହଜାର କୁଇଣ୍ଟାଲରୁ ଅଧିକ  ଧାନ ରହିଛି ବୋଲି କହୁଛନ୍ତି l ଟାର୍ଗେଟ ଠାରୁ ଅଧିକ ଧାନ ଖୋଲା ବଜାର ରୁ ଚାଷୀ ଙ୍କ ଠାରୁ ଶାଗ,ମାଛ ଦର  ଭଲି କମ ଦରରେ କିଣି ମିଲ୍ ରେ ଅଧିକ ରୁ ଅଧିକ ମହଜୁଦ ରଖାଯାଇଛି l  ଏହି ମିଲ୍ କଷ୍ଟମ ମିଲିଂ ରେ ଭାଗ ନେଇଥିଲେ ହେଁ ଖୋଲା ବାହାରକୁ

ସାର୍ଟଟେକ୍ସ ରାଇସ୍ ବିକ୍ରି କରାଯାଉଛି l  ବଲାଙ୍ଗିରର ଚାଉଳ ଦୋକାନକୁ ଏଠାରୁ ଚାଉଳ ପଠାଯାଇ ବିକ୍ରି ହେଉଥିବା ଅଭିଯୋଗ  ହୋଇଛି l ଯୋଗାଣ ବିଭାଗ ଏହାର  ତଦନ୍ତ କଲେ ସତ୍ୟତା ସାମନାକୁ ଆସିବ ବୋଲି ଦାବି ହେଉଛି l ତେବେ ରାଇସ୍ ମିଲ ର ମାଲିକ ସଞ୍ଜୟ ମିଶ୍ରଙ୍କୁ ପଚାରିବାରୁ ସେ ଏହାର କୌଣସି ସନ୍ତୋଷଜନକ ଉତ୍ତର ଦେଇ ପାରି ନଥିଲେ l ଜିଲ୍ଲାପାଳ ତୁରନ୍ତ ଏହି ମିଲ୍ ର ଷ୍ଟକ ଯାଞ୍ଚ କରିବାକୁ ଜନସାଧାରଣରେ ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ   16-Jul-2026
  ଜିଲ୍ଲା  
ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ   16-Jul-2026
  ଜିଲ୍ଲା  
ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   16-Jul-2026
  ଜିଲ୍ଲା  
କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   16-Jul-2026
  ଜିଲ୍ଲା  
କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   16-Jul-2026
  ଜିଲ୍ଲା  
*ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   16-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   16-Jul-2026
  ଜିଲ୍ଲା  
*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   16-Jul-2026
  ଜିଲ୍ଲା  
ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   16-Jul-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l   16-Jul-2026
  ଜିଲ୍ଲା  
ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   15-Jul-2026
  ଜିଲ୍ଲା  
ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   15-Jul-2026

You Might Also Like