-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   (16-Jul-2026)       ||     

HOME   ଜିଲ୍ଲା

ଗଞ୍ଜେଇର ଗନ୍ତାଘର ପାଲଟିଛି କଣ୍ଟାମାଳର ଅଭ୍ୟନ୍ତରୀଣ ଅଞ୍ଚଳ ♦️ ଯେତେ ସାଉଁଟିଲେ, ଥମିବାର ନାଁ ଧରୁନାହିଁ

07-Feb-2026



କଣ୍ଟାମାଳ(ଜୟ କୁମାର ମହାରଣା): ଘଣ୍ଟାପଡ଼ା ପୋଲିସ ପକ୍ଷରୁ ନାରାୟଣପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ଲଣ୍ଡନପଡ଼ା (ନାଦେନ୍) ଗ୍ରାମ ନିକଟ ଜଙ୍ଗଲରୁ ବ୍ୟାପକ ଗଞ୍ଜେଇ ଜବତ କରାଯାଇଛି l ସୂଚନା ପ୍ରକାରେ ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ପାଇଁ ଜଙ୍ଗଲରେ ଗଛିତ ରଖିଥିବା ବେଳେ କୌଣସି ସୂତ୍ରରୁ ଖବର ପାଇଁ ଘଣ୍ଟାପଡା ଥାନା ଅଧିକାରୀ ସୌମ୍ୟରଞ୍ଜନ ପାତ୍ରଙ୍କ ନେତୃତ୍ୱରେ ଘଣ୍ଟାପଡା ପୋଲିସ ଦଳ ଏବଂ

ଆଇଆରବି ଯବାନ ବୁଧବାର ଜଙ୍ଗଲରେ ପହଞ୍ଚିଥିଲେ l ପୋଲିସ ଆସୁଥିବା ଖବର ପାଇଁ ମାଫିଆମାନେ ଫେରାର ହୋଇଯାଇଥିଲେ l ପୋଲିସ ପାହାଡ଼ ଚଢ଼ି ଘଞ୍ଚ ଜଙ୍ଗଲ

ମଧ୍ୟରେ ରହିଥିବା ସମସ୍ତ ଗଞ୍ଜେଇ ବସ୍ତା ଜବତ କରିଛି l ତେବେ ସନ୍ଧ୍ୟା ହୋଇଯିବାରୁ ଜଙ୍ଗଲରେ ପୋଲିସ ଓ ଆଇଆରବି ଯବାନ ରାତ୍ରିଯାପନ କରିଥିଲେ l ଗୁରୁବାର ପାହାଡ଼ ଶୀର୍ଷରୁ ଗଞ୍ଜେଇ ବସ୍ତା ସମତଲ ଅଞ୍ଚଳକୁ ଅଣାଯାଇଛି l ଥାନାଅଧିକାରୀ, ପୋଲିସ କର୍ମଚାରୀ ଏବଂ ଯବାନ ସମସ୍ତେ କାନ୍ଧ ଓ ମୁଣ୍ଡରେ ସମସ୍ତ ଗଞ୍ଜେଇ ବସ୍ତା ବୋହି ଆଣିବା ପରେ ଏକ ପିକଅଫ ଗାଡି ସାହାଯ୍ୟରେ ଘଣ୍ଟାପଡା ଥାନାକୁ ଅଣା ଯାଇଛି l ୧୦୯ଟି ପଲିଥିନ ବସ୍ତାରେ ଗଞ୍ଜେଇ ଥିବା ବେଳେ ଜବତ ଗଞ୍ଜେଇର ପରିମାଣ କେତେ ହେବ ତାହା ଓଜନ କଲାପରେ ଜଣା ପଡିବ ବୋଲି ଥାନା ଅଧିକାରୀ ଶ୍ରୀ ପାତ୍ର ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026
  ଜିଲ୍ଲା  
ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   17-Jul-2026
  ଜିଲ୍ଲା  
ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   17-Jul-2026
  ଜିଲ୍ଲା  
କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   17-Jul-2026
  ଜିଲ୍ଲା  
ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   17-Jul-2026

You Might Also Like