-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||     

HOME   ଜିଲ୍ଲା

ମୁଖ୍ୟ ମନ୍ତ୍ରୀ କନ୍ୟା ବିବାହ ଯୋଜନା - ଜିଲ୍ଲା ପ୍ରଶାସନ ଓ ୟାର ଅନୁଷ୍ଠାନ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ

07-Feb-2026



ନୂଆପଡ଼ା  (ରାମନାଥ ପଣ୍ଡା)
ଗୋଟିଏ ପଟେ ଜିଲ୍ଲାପାଳ ମଧୁସୂଦନ ଦାସ ଉଭୟ ରାଜ୍ୟ ଓ ଦେଶରେ ବିଭିନ୍ନ କ୍ଷେତ୍ରରେ ନୂଆପଡ଼ା ଜିଲ୍ଲାର ମାନ ବଢ଼ାଉଥିବାବେଳେ ଅନ୍ୟ ପଟେ ମୁଖ୍ୟ ମନ୍ତ୍ରୀଙ୍କ କନ୍ୟା ବିବାହ ଯୋଜନା ଯାହାର ଲକ୍ଷ୍ୟ -  ବିବାହରେ ମହିଳା ମାନଙ୍କୁ ସମର୍ଥନ କରି ସେମାନଙ୍କ ଲାଗି ସାମାଜିକ ସୁରକ୍ଷା ଏବଂ ଲିଙ୍ଗାଗତ ସମାନତା କୁ ପ୍ରୋତ୍ସାହିତ କରିବା, ବିଧବା ମାନଙ୍କର ପୁନଃ ବିବାହ କୁ ପ୍ରୋତ୍ସାହିତ କରିବା ଏବଂ ଆର୍ଥିକ ସହାୟତା ମାଧ୍ୟମରେ ବାଲ୍ୟ ବିବାହ କୁ ରୋକିବା ଫଳତଃ ଆର୍ଥିକ ଦୁର୍ବଳତା ହ୍ରାସ ପାଇବ ଏବଂ ହିତାଧିକାରୀଙ୍କୁ ମର୍ଯ୍ୟାଦା ଓ ନିଜ ପସନ୍ଦ ସହିତ ସଶକ୍ତ କରାଯିବା ।ନୂଆପଡା ଜିଲ୍ଲାରେ ଅନେକ କ୍ଷେତ୍ରରେ କାର୍ଯ୍ୟ କରି ନିଜ ପରିଚୟ ସୃଷ୍ଟି କରିପାରିଛି ୟାର ଅନୁଷ୍ଠାନ ।ନୂଆପଡ଼ା ଜିଲ୍ଲାରେ ମୁଖ୍ୟ ମନ୍ତ୍ରୀ କନ୍ୟା ବିବାହ ଯୋଜନା କୁ ସୁନ୍ଦର ଭାବରେ ପରିଚାଳିତ ପାଇଁ ଜିଲ୍ଲା ପ୍ରଶାସନ ଓ ୟାର ଅନୁଷ୍ଠାନ ମଧ୍ୟରେ ଏମ ଓ ୟୁ ସ୍ବାକ୍ଷରିତ ହୋଇଛି ।ଏହି ଅବସରରେ ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ସହିତ ଡି ଏସ ଡବ୍ଲୁ ଏସ ଗୀତା, ୟାର ଅନୁଷ୍ଠାନ ସଭାପତି ମହେନ୍ଦ୍ର କୁମାର ଯୋଶୀ ଓ ସମ୍ପାଦକ ହରି ଦାସ ପଟେଲ ଉପସ୍ଥିତ ଥିଲେ ।ଆଗକୁ ଜିଲ୍ଲାରେ ମୁଖ୍ୟ ମନ୍ତ୍ରୀଙ୍କ ଏହି ଯୋଜନାକୁ ସଫଳ କରିବାକୁ ଜିଲ୍ଲାପାଳଙ୍କ ସହିତ ସମସ୍ତ ଜିଲ୍ଲାବାସୀ ସହଯୋଗ କଲେ ନୂଆପଡ଼ା ପାଇଁ ପୁନଃ ଏକ ନୂତନ ରେକର୍ଡ ସୃଷ୍ଟି ହୋଇପାରିବ ବୋଲି ୟାର ଅନୁଷ୍ଠାନ ସଭାପତି ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026
  ଜିଲ୍ଲା  
ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   17-Jul-2026
  ଜିଲ୍ଲା  
ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   17-Jul-2026
  ଜିଲ୍ଲା  
କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   17-Jul-2026

You Might Also Like