-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

*ନୂଆପଡ଼ା ଜିଲ୍ଲାପାଳଙ୍କ ଜଳସେଚନ ବିଭାଗ (ମଧ୍ୟମ) କାର୍ଯ୍ୟାବଳୀର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ l ସମସ୍ତ ପ୍ରକଳ୍ପର ଗୁଣବତ୍ତା ଠିକ୍ ରହିବା ସହିତ ସମୟ ସୀମା ମଧ୍ୟରେ କାର୍ଯ୍ୟ ସମାପ୍ତ ହେବ - ଜିଲ୍ଲାପାଳ*

07-Feb-2026



(ଡୋଲେଶ୍ୱର ବାଗ)
ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜଳସେଚନ ବିଭାଗ (ମଧ୍ୟମ ଜଳସେଚନ ପ୍ରକଳ୍ପ)ର କାର୍ଯ୍ୟାବଳୀର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀ  ରୋହିତ ଅଗ୍ରୱାଲ କାର୍ଯ୍ୟ ଖସଡା ଓ ସଫଳତାର ବିବରଣୀ ଉପସ୍ଥାପନା କରିଥିଲେ । ସର୍ବ ପ୍ରଥମେ, ନୂଆପଡ଼ା ଜିଲ୍ଲାର ସଫଳ ରବି ଜଳସେଚନ ବିଷୟରେ ସମ୍ୟକ ଭାବେ ଆଲୋଚନା କରାଯାଇଥିଲା ।
ବିଭାଗ ଦ୍ଵାରା ଖରିଫ୍ ଋତୁରେ ୨୨୬୨୫ ଏଵଂ ରବି ରେ ୬୯୭୪ ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦିଆଯାଉଛି l ଏହାଦ୍ଵାରା ୧୧୮ ଟି ଗ୍ରାମର ଚାଷୀ ୫୨ ଟି ପାଣି ପଞ୍ଚାୟତ ଦ୍ଵାରା ଉପକୃତ ହେଉଛନ୍ତି l ଜିଲ୍ଲାପାଳଙ୍କ ପୂର୍ବ ସମୀକ୍ଷା ବୈଠକରେ ୩ ଗୋଟି ସର୍ଭିସ ରୋଡ଼, ୫ ଗୋଟି ନଦୀବନ୍ଧ ସୁରକ୍ଷା କାର୍ଯ୍ୟ, ସାଇପଲା ନଦୀବନ୍ଧର ଉନ୍ନତିକରଣ, ୬ ଗୋଟି ମଧ୍ୟମ ଜଳସେଚନ ପ୍ରକଳ୍ପର କେନାଲ ଲାଇନିଙ୍ଗ, ମରାମତି ଓ ରକ୍ଷଣାବେକ୍ଷଣ କାର୍ଯ୍ୟ ସମ୍ବନ୍ଧରେ ଆଲୋଚନା ହୋଇଥିଲା l ପ୍ରକଳ୍ପ ଗୁଡ଼ିକର କାର୍ଯ୍ୟ ଗୁଣବତ୍ତାକୁ ବଜାୟରଖି  ସମୟସୀମା ମଧ୍ୟରେ ଶୀଘ୍ର ସମ୍ପାଦନ କରିବା ନିମନ୍ତେ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।ବର୍ତ୍ତମାନ, ସେଥିମଧ୍ୟରୁ ୧ ଗୋଟି ସର୍ଭିସ ରୋଡ଼ କାମ ସମାପ୍ତ ହୋଇ ସାରିଛି ଅନ୍ୟ ଦୁଇ ଗୋଟି ସର୍ଭିସ ରୋଡ଼ ୭୦ ପ୍ରତିଶତ ସମ୍ପୂର୍ଣ୍ଣ ହୋଇଛି । କେନାଲ ଲାଇନିଙ୍ଗ, ମରାମତି ଓ ରକ୍ଷଣା ବେକ୍ଷଣ କାର୍ଯ୍ୟ ୯୦ ପ୍ରତିଶତ ହୋଇ ସାରିଛି । ବଳକା କାର୍ଯ୍ୟଗୁଡିକୁ ମଧ୍ୟ ସମୟ ସୀମା ମଧ୍ୟରେ ସମ୍ପୂର୍ଣ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।ଜିଲ୍ଲାପାଳ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଘୋଷଣା କରାଯାଇଥିବା ୪  ଗୋଟି କାର୍ଯ୍ୟର ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପଚାରି ବୁଝିଥିଲେ । ବର୍ତ୍ତମାନ, ଏହି କାର୍ଯ୍ୟର ଡି ପି ଆର୍ ଓ ଖର୍ଚ୍ଚ ଆକଳନ ପାଇଁ ଉକ୍ତ ସ୍ଥାନଗୁଡିକର ସର୍ଭେ କାର୍ଯ୍ୟ ଜାରୀ ରହିଛି । ଏହା ସରିଲା ପରେ, ଉକ୍ତ ପ୍ରକଳ୍ପ ଗୁଡିକ ପ୍ରାୟତଃ ଜୁନ ମାସରେ ଆରମ୍ଭ ହେବାର ସମ୍ଭାବନା ଅଛି । 
ଏହି ବୈଠକରେ ନୂଆପଡ଼ା ଜଳସେଚନ ବିଭାଜନର ନିର୍ବାହୀ ଯନ୍ତ୍ରୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ସୌମ୍ୟ ରଞ୍ଜନ ନାୟକ,  ସହକାରୀ ଯନ୍ତ୍ରୀ ଜ୍ୟୋତିର୍ମୟୀ ଦାସ, ବିଘ୍ନେଶ୍ୱର ପ୍ରଧାନ, ସୁଶାନ୍ତ କିସାନ୍ , ସୌରଭ  ରଞ୍ଜନ ପରିଡ଼ା, ସମସ୍ତ କନିଷ୍ଠ ଯନ୍ତ୍ରୀ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like