-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||     

HOME   ଜୀବନଶୈଳୀ

ଧୂମ୍ରପାନର ଆଉ ଏକ ସାଇଡ୍‌ ଇଫେକ୍ଟ୍‌, ଏମିତି ବଦଳି ଯାଉଛି ଶରୀରର ରଙ୍ଗ…

04-Feb-2021



ନୂଆଦିଲ୍ଲୀ,(ପ୍ରେରଣା ଖବର) : ଧୂମ୍ରପାନ ସ୍ୱାସ୍ଥ୍ୟ ପକ୍ଷେ କ୍ଷତି କାରକ । ଏହା କ୍ୟାନ୍ସରର କାରଣ । ଏହା ଆପଣଙ୍କୁ ମୃତ୍ୟୁ ମୁଖରେ ପକାଇଥାଏ । ଏହାଛଡ଼ା ଧୂମ୍ରପାନ ଆପଣଙ୍କ ଚର୍ମକୁ ହଳଦିଆ ପକାଇଦେଇଥାଏ । ହଁ ଆପଣ ଠିକ୍‌ ପଢ଼ିଛନ୍ତି । ଡାକ୍ତରୀ ବିଜ୍ଞାନରେ ଏହାର ପ୍ରମାଣିତ ହୋଇସାରିଛି ।

ହୁଆଇନ୍‌ ହସ୍ପିଟାଲ୍‌ର ଡାକ୍ତର ଏମିତି ଜଣେ ରୋଗୀକୁ ଦେଖି ଆଶ୍ଟର୍ଯ୍ୟ ହୋଇଯାଇଛନ୍ତି । କାରଣ ଏହି ରୋଗୀଙ୍କ ଚର୍ମ ଧଳା ଦେଖାଯାଉଛି ଏବଂ ଏହା ଯେମିତି ଏକ ହଳଦିଆ ଚାଦର ଘୋଡ଼ି ହୋଇଛି ସେହିଭଳି ଲାଗୁଛି । ତେବେ ବିଭିନ୍ନ ପ୍ରକାରର ପରୀକ୍ଷା ପରେ ବ୍ୟକ୍ତି ଜଣକ ଅନ୍ୟକିଛି ରୋଗରେ ପୀଡ଼ିତ ଥିବା ଜଣାପଡ଼ିଛି । ତାଙ୍କ ଅଗ୍ନାଶୟରେ ଏକ ବଡ଼ ଟ୍ୟୁମର ହୋଇଥିବା ଜଣାପଡ଼ିଛି । ଯାହାକି ପିତ୍ତ ନଳୀକୁ ବନ୍ଦ କରିଦେଉଛି।

ଡାକ୍ତର ଏହାକୁ ନେଇ କହିଛନ୍ତି ଯେ, ବ୍ୟକ୍ତି ଜଣକ ସଦାବେଳେ ଧୂମ୍ରପାନ କରୁଛନ୍ତି । ଯାହାଫଳରେ ଏଥିରୁ ତାଙ୍କ ଶରୀରରେ ଟ୍ୟୁମର୍‌ ସୃଷ୍ଟି ହୋଇଛି । ଏହି ଟ୍ୟୁମର କାରଣରୁ ପିତ୍ତ ନଳୀ ଠିକ୍‌ରେ ସଞ୍ଚାଳିତ ହେଉନାହିଁ । ତେଣୁ ଶରୀରର ରଙ୍ଗ ପରିବର୍ତ୍ତନ ହୋଇଯାଉଛି । ପୁନର୍ବାର ପରୀକ୍ଷା କରିବାରୁ ତାଙ୍କ ଶରୀରରେ ଅନ୍ୟ ଏକ ଟ୍ୟୁମର ହୋଇଥିବା ଜଣାପଡ଼ିଛି । ତେବେ ଡାକ୍ତର ଟ୍ୟୁମର୍‌କୁ ବାହାର କରିବା ପରେ ତାଙ୍କୁ ଯଦି ବଞ୍ଚିବାର ଅଛି ତେବେ ଧୂମ୍ରପାନ ଛାଡ଼ିବା ପାଇଁ ଚେତାବନୀ ଦେଇଛନ୍ତି । ଟ୍ୟୁମର୍‌ ବାହାରିଯିବା ପରେ ଏବେ ବ୍ୟକ୍ତିଙ୍କ ଶରୀର ସାଧାରଣ ଭାବେ ପୂର୍ବାବସ୍ଥାକୁ ଫେରି ଆସିଥିବା ଜଣାପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ