-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ନୂଆପଡାରେ ରାଜସ୍ୱ ବିଭାଗ ସମୀକ୍ଷା ବୈଠକ,ପ୍ରଥମ ‘ରାଜସ୍ୱ ମିତ୍ର ପୁରସ୍କାର’ ରେ ସମ୍ମାନିତ ହେଲେ ଅନନ୍ତ ଶବର*

07-Feb-2026



(ଡୋଲେଶ୍ୱର ବାଗ)
ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ରାଜସ୍ୱ ବିଭାଗ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ଆରମ୍ଭରେ ଜିଲ୍ଲାପାଳ ସମସ୍ତ ରାଜସ୍ୱ ଅଧିକାରୀଙ୍କୁ ସ୍ୱାଗତ କରି ରାଜସ୍ୱ ଆଦାୟର ଗୁରୁ ଦାୟିତ୍ବ ସମ୍ବନ୍ଧରେ ଚେତାଇ ଦେଇଥିଲେ।  ରାଜସ୍ୱ ମାମଲା ସବୁ ତୁରନ୍ତ ଫୈସଲା କରିବା, ବେଆଇନ ଇଟାଭାଟି ସବୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ lରାଜସ୍ୱ ବିଭାଗ ଜନସାଧାରଣଙ୍କ ନିକଟରେ ପହଞ୍ଚିବା ପାଇଁ" ଗାଁ ରେ ରାଜସ୍ୱ ପ୍ରଶାସନ"  କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ କହିଥିଲେ। ସେ ରାଜସ୍ଵ ଅଧିକାରୀମାନଙ୍କୁ କଠିନ ପରିଶ୍ରମ କରି ଜନସାଧାରଣଙ୍କ ଆସ୍ଥାଭାଜନ ହେବାପାଇଁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳ ପାର୍ଚ୍ଚା ର କଲମ ୨ ସଂଶୋଧନ, ବସୁନ୍ଧରା ଯୋଜନା, ଏନଫୋର୍ସମେଣ୍ଟ, ସିଟି ଏବଂ ଜିଏସଟି, ଅବକାରୀ,ପରିବହନ, ମାଇନିଂ ସମେତ ଅନ୍ୟ ରାଜସ୍ୱ ସମ୍ପର୍କିତ ବିଷୟଗୁଡିକର ସମୀକ୍ଷା କରିଥିଲେ। ଏଥିରୁ ଜଣାଗଲା ଯେ, ଜାନୁୟାରୀ ୨୦୨୬ ସୁଦ୍ଧା ସିଟି ଏବଂ ଜିଏସଟି ବିଭାଗ ୧୭ କୋଟି ୧୫ ଲକ୍ଷ ଟଙ୍କା, ପ୍ରବର୍ତ୍ତନ ବିଭାଗ ୨ କୋଟି ୬୫ ଲକ୍ଷ, ବୈଧ ଓଜନ ଓ ମାପ ବିଭାଗ ୧୮,୭୭,୧୬୮ ଟଙ୍କା, ପରିବହନ ବିଭାଗ ୧୨ କୋଟି ୩୪ ଲକ୍ଷ ଟଙ୍କା, ଅବକାରୀ ବିଭାଗ ୧୬,୫୮,୧୬,୫୬୫ ଟଙ୍କା, ଜିଲ୍ଲା ନିବନ୍ଧକ ୭,୫୯,୭୫,୬୮୪ ଟଙ୍କା,  ମାଇନିଙ୍ଗ ବିଭାଗ ୧,୮୧, ୩୫ ୦୦୦ ଟଙ୍କା ରାଜସ୍ଵ ପ୍ରଦାନ କରିଛନ୍ତି l ବନଖଣ୍ଡ ଅଧିକାରୀ ଅଜିଜ ଖାନ୍ ଏବଂ ସମିର ସାହୁ ବନାଗ୍ନି ନିୟନ୍ତ୍ରଣ ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ବନ୍ଧରେ ଅବଗତ କରିଥିଲେ l ଏହି ଅବସରରେ ଜିଲ୍ଲାପାଳ ପୂର୍ବ ଘୋଷିତ ଜିଲ୍ଲାର ପ୍ରଥମ  ‘ରାଜସ୍ୱ ମିତ୍ର ପୁରସ୍କାର’ ରେ  ଟାନୱାଟ ଗାଁର ଅନନ୍ତ ଶବରଙ୍କୁ ସମ୍ବର୍ଦ୍ଧିତ  କରିଥିଲେ। ପ୍ରତି ମାସରେ ଜଣେ ବ୍ୟକ୍ତି ଯିଏ ସର୍ବାଧିକ ରାଜସ୍ୱ ପ୍ରଦାନ କରୁଛନ୍ତି ଏବଂ ସରକାରଙ୍କ ସମସ୍ତ ରାଜସ୍ୱ ନିୟମ ପ୍ରତିପାଳନ କରୁଛନ୍ତି   ତାଙ୍କୁ "ରାଜସ୍ୱ ମିତ୍ର" ଭାବରେ ସମ୍ବର୍ଦ୍ଧିତ କରାଯିବା ପାଇଁ ସ୍ଥିର କରାଯାଇଛି। ସେହିପରି ଏହି ତ୍ରୈମାସିକ ଅବଧିରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ତହସିଲଦାର ନୂଆପଡା, ପ୍ରଣବ ରଞ୍ଜନ ସାହୁ, ଅତିରିକ୍ତ  ତହସିଲଦାର କୋମନା ,ସୋନିଆ ଶ୍ରୀ ମଲ୍ଲିକ, ରାଜସ୍ୱ ସୁପର୍ ଭାଇଜର ଲକ୍ଷ୍ମୀ ନାରାୟଣ ମେହେର,  ରାଜସ୍ୱ ନିରିକ୍ଷକ ଧନଞ୍ଜୟ ଦଣ୍ଡସେନା , ଏଵଂ ସର୍ବଶ୍ରେଷ୍ଠ ଅମିନ ଭାବରେ ନେତ୍ରାନନ୍ଦ ବିଶୀଙ୍କୁ  ଜିଲ୍ଲାପାଳ ସମ୍ମାନିତ  କରିଥିଲେ। ଏହି ସମୀକ୍ଷା ବୈଠକରେ ବନଖଣ୍ଡ ଅଧିକାରୀ ,ଅଜିଜ ଖାନ୍ , ସମିର ସାହୁ , ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଉପଜିଲ୍ଲାପାଳ ସୁର୍ମି ସୋରେନ, ସମସ୍ତ ତହସିଲଦାର, ଅତିରିକ୍ତ ତହସିଲଦାର ,ବିଡିଓ , ଅନ୍ୟ ରାଜସ୍ୱ ଅଧିକାରୀ  ଏବଂ ସଂମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like