-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

କ୍ଲଷ୍ଟରସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ଓ ପ୍ରଦର୍ଶନୀ ମେଳା ଅନୁଷ୍ଠିତ

08-Feb-2026



ସିନାପାଲି ( ଚିନ୍ତାମଣି ନେତାମ):ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ନିଲଜି ସରକାରୀ ପ୍ରାଥମିକ ବିଦ୍ୟାଳୟରେ  ନିଲଜି  କ୍ଲଷ୍ଟରସ୍ତରୀୟ ଶିକ୍ଷଣସାମଗ୍ରୀ ପ୍ରସ୍ତୁତି ଓ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି। ସିଆରସିସି  ଶ୍ରୀଯୁକ୍ତ ବାଲାଜି ସୁନାନୀଙ୍କ ସଭାପତିତ୍ୱରେମୁଖ୍ୟଅତିଥି ଭାବରେ ସିନାପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀ  ଶ୍ରୀଯୁକ୍ତ ଜତିନ୍ଦ୍ରକୁମାର ସେଠ୍, ମୁଖ୍ୟବକ୍ତା ଭାବରେ  ଶ୍ରୀଯୁକ୍ତ ରାକେଶ କୁମାର ମିଶ୍ର, ପ୍ରଧାନ ଶିକ୍ଷକ ପ୍ରାଥମିକ ବିଦ୍ୟାଳୟ ନିଳଜି, ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହିର, ପ୍ରଧାନ ଶିକ୍ଷକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିଲଜୀ, ସିନାପାଲି ସିଆରସିସି ସଂଘର ସମ୍ପାଦକ  ଶ୍ରୀଯୁକ୍ତ ଦୁର୍ଯ୍ୟୋଧନ ମାଝି, ସିଆରସିସି  ଶ୍ରୀଯୁକ୍ତ ଜଗଦୀଶତାଣ୍ଡି,  ଶ୍ରୀଯୁକ୍ତ ଭିମସେନ ମେହେର,ଶ୍ରୀଯୁକ୍ତ ଖଗେଶ୍ଵର ବାଗ, ପ୍ରଦିପନାଏକ, ମହେନ୍ଦ୍ର ବାଗ, ଗୌରଚନ୍ଦ୍ର ସା ପ୍ରମୁଖ ମଞ୍ଚାସୀନ ଥିଲେ । ଧୂରେନ୍ଦ୍ର କୁମାର ସା ମଞ୍ଚ ପରିଚାଲନା କରିଥିବା ବେଳେ କାର୍ଯ୍ୟକ୍ରମରେ କ୍ଲଷ୍ଟରସ୍ତରୀୟ
ସମସ୍ତ ବିଦ୍ୟାଳୟରୁ ଶିକ୍ଷକ ଶିକ୍ଷୟତ୍ରୀ ଯୋଗଦାନ କରି ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ଓ ପ୍ରଦର୍ଶନ ମେଳା ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ  I ସେମାନଙ୍କ ମଧ୍ୟରୁ ପ୍ରଥମ ସ୍ଥାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସାଗୁନଭାଡ଼ି, ଦ୍ଵିତୀୟ ସ୍ଥାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସାଲେବିହିଡି , ତୃତୀୟ ସ୍ଥାନ ପ୍ରାଥମିକ ବିଦ୍ୟାଳୟ ରାନୀଡଙ୍ଗରୀ  ପୁରସ୍କୃତ ହୋଇଥିଲେ | ସମସ୍ତ ଙ୍କୁ ଅଂଶ ଗ୍ରହଣ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଶେଷରେ ଦିପକ କୁମାରସା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like