-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||     

HOME   ଜିଲ୍ଲା

ଧାନକ୍ରୟ ପାଇଁ ଟାର୍ଗେଟ ନାହିଁ, ସରକାରଙ୍କୁ ଚାଷୀଙ୍କ ଟାର୍ଗେଟ ପାଇଁ ଅନୁରୋଧ

08-Feb-2026



ଆଗଲପୁର, (ବିନୋଦ ଦୀପ) ଜିଲ୍ଲା ର ସବୁଆଡେ ମଣ୍ଡି ଗୁଡିକରେ ଧାନ ବିକ୍ରି ପ୍ରକ୍ରିୟା ଚାଲୁଥିବା ବେଳେ ଏହି ପରିପ୍ରେକ୍ଷୀରେ ଆଗଲପୁର ବ୍ଲକ ବେନ୍ଦ୍ରା  ପଂଚାୟତ ଅଧିନସ୍ତ ରାମପୁର ମଣ୍ଡି ରେ ଟାର୍ଗେଟ 24 ହଜାର 5 ଶହ କ୍ଵିଣ୍ଟାଲ ଧାନ ଟାର୍ଗେଟ ଆସିଥିଲା। ସେଥିରୁ ବର୍ତ୍ତମାନ 23 ହଜାର 708.75 କ୍ଵିଣ୍ଟାଲ ଧାନ କ୍ରୟ କରା ଯାଇଛି। ସମୁଦାୟ ଚାଷୀ ରେଜିଷ୍ଟ୍ରସନ 568 ଜନ ଙ୍କର ଟୋକନ୍ ପଞ୍ଜିକରଣ ହୋଇଥିବା ବେଳେ 527 ଟୋକନ କ୍ରୟ ହୋଇଥିବା ସମ୍ପାଦକ ଶ୍ରୀ ରଙ୍ଗରାଜ କରନ ସୂଚନା ଦେଇଛନ୍ତି। l ବର୍ତ୍ତମାନ ଟାର୍ଗେଟ ନ ଥିବାରୁ ଚାଷୀ ଧାନ ବିକ୍ରି ପାରୁ ନାହିଁ ବୋଲି ସମ୍ପାଦକ ସୂଚନା ଦେଇଛନ୍ତି।  ଧଉଁରାଦାଦର୍ ର  ଭାଗିରଥି ଭୁଏ ନାମକ ଜଣେ ଚାଷୀ ଗୋଟେ କାର୍ଡ ର ଧାନ ବିକ୍ରି କରିଥିବା ବେଳେ ଆଉ ଗୋଟେ କାର୍ଡ ଟାର୍ଗେଟ ଆସିଲେ  ଧାନ ବିକ୍ରି ପାରିବି ବୋଲି ପ୍ରତିକ୍ରିୟା ରେ କହିଛନ୍ତି। ବର୍ତମାନ ଧାନ କ୍ରୟ ପାଇଁ ଟାର୍ଗେଟ ନାହିଁ ବୋଲି ସମ୍ପାଦକ ତାକୁ କହିଛନ୍ତି।ବର୍ତ୍ତମାନ ସରକାର 4 ହଜାର କୁଇଣ୍ଟାଲ ଟାର୍ଗେଟ ଦେଲେ ଚାଷୀ ସହଜରେ ଧାନବିକ୍ରି ହୋଇପାରିବ ବୋଲି ସମ୍ପାଦକ ଶ୍ରୀ କରନ୍ ଆମକୁ ସୂଚନା ଦେଇଛନ୍ତି। ଏ ସଂକ୍ରାନ୍ତରେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିବା ସୂଚନା ଦେଇଛନ୍ତି। ଏହାସହ ଚାଷୀମାନେ ସରକାରଙ୍କୁ ଅନୁରୋଧ କରିଛନ୍ତି ଯେ ଯଥାଶୀଘ୍ର ଟାର୍ଗେଟ ଦେଇ ଧାନକ୍ରୟ କରିବାକୁ l ଏଭଳି ସମସ୍ୟା କେବଳ ରାମପୁର ମଣ୍ଡି ବୋଲି ନୁହେଁ ବିଭିନ୍ନ ମଣ୍ଡିରେ ଲାଗି ରହିଛି l ଏଣୁ ସରକାର ଏହାର ସମାଧାନ କଲେ ଚାଷୀ ଉପକୃତ ହୋଇପାରିବେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   18-Jul-2026
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026

You Might Also Like