-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||     

HOME   ଜିଲ୍ଲା

ତାଲଜୁରୀ ଆଦିବାସୀ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ

08-Feb-2026



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ୍ ତାଲଜୁରୀ ଆଦିବାସୀ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ମହାସମାରୋହ ରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ନେପାଲ ଚନ୍ଦ୍ର ମହାରଣାଙ୍କ ସଭାପତିତ୍ବରେ ଆୟୋଜିତ ଏହି ସମାରୋହରେ  ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ହିମାଞ୍ଚଳ ମେହେର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପୂର୍ବତନ ସରପଂଚ ଶେଷଦେବ ଖମାରୀ, ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପ୍ରତିନିଧି ସସ୍ମିତା ବାଗ, ମୀନକେତନ ମେହେର, ମିଶ୍ର ବରିହା, ସାମ୍ବାଦିକ ବିମଳେନ୍ଦୁ ସାହୁ, ମହେଶ କର ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ନାଚଗୀତ, ବକୃତା ତଥା ଫେନ୍ସୀ ଡ୍ରେସ୍ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ଏଥିସହିତ ଛାତ୍ରଛାତ୍ରୀଙ୍କ ଦ୍ଵାରା ସଚେତନତା ବାର୍ତ୍ତା ବହନ କରୁଥିବା କ୍ଷୁଦ୍ର ନାଟିକା 'ଭ୍ରୁଣହତ୍ୟା ମଞ୍ଚସ୍ଥ ହୋଇଥିଲା । ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମଞ୍ଚାସିନ ଅତିଥିଙ୍କ ସମେତ ପୁରାତନ ସ୍କୁଲ୍ ସମ୍ପାଦକ ତଥା ଭଦ୍ରବ୍ୟକ୍ତିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ନବମ ଶ୍ରେଣୀ ଛାତ୍ରୀ ସୁନିତା ସାହୁ ଶ୍ରେଷ୍ଠ ଛାତ୍ରୀ ଭାବେ ଓ ବେଷ୍ଟ ଉପସ୍ଥାନ ଭାବେ ପୂର୍ଣ୍ଣିମା ସାହୁ ପୁରସ୍କୃତ ହୋଇଥିଲେ । ଏଥିସହିତ ଖେଳ ପ୍ରତିଯୋଗିତାରେ  ଦୟାସାଗର ମେହେର ଓ ତୃପ୍ତି ବାଗ ଚମ୍ପିୟାନ ହୋଇଥିଲେ । କାର୍ଯକ୍ରମକୁ ଶିକ୍ଷକ ଦିଲିପ୍ କୁମାର୍ ମିଶ୍ର ଓ  ସୁରେଶ କୁମାର୍ ଦାସ ପରିଚାଳନା କରିଥିବା ବେଳେ ଶିକ୍ଷକ ପ୍ରମୋଦ କୁମାର କଲେତ୍ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026

You Might Also Like