-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ମାରାଥନ ଆସୋସିଏସନ୍ ର ସାଇକଲ ଆରୋହୀ ଙ୍କୁ ସୁବର୍ଣ୍ଣପୁର ରେ ସ୍ଵାଗତ* - *ଶୁଭେଛା ଜଣାଇଲେ ଜିଲ୍ଲାପାଳ*-

08-Feb-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ)  ଆଜି ଭୋର୍ ୪ .୩୦ ରେ ସାଇକଲ ଯାତ୍ରା କରି ସୁବର୍ଣ୍ଣପୁର ଗାନ୍ଧୀ ଷ୍ଟାଡିୟମ୍ ଠାରେ ପହଞ୍ଚି ଥିଲେ ବଲାଙ୍ଗିର ମାରାଥନ ଆସୋସିଏସନ୍ ପ୍ରତିନିଧି ଦଳ l ଆଜି ସୁବର୍ଣ୍ଣପୁର ଗାନ୍ଧି ଷ୍ଟାଡିୟମ୍ ରେ ପହଞ୍ଚିବା ପରେ  ପ୍ରଥମେ ମିଡିଆ ଙ୍କୁ ସମ୍ବୋଧନ କରି ଆମେ ସାଇକଲ ଚଳାଇବା ଦ୍ଵାରା ନିଜ କୁ ସୁସ୍ଥ ରଖି ଅନ୍ୟ ମାନଂକୁ ସମାଜ କୁ ସୁସ୍ଥ ରଖି ପରିବା  ବୋଲି ବଲାଂଗୀର ମାରାଥନ ସଂଘ ସଦସ୍ୟ କହିଥିଲେ l ପାଞ୍ଚ ବର୍ଷ ପୂର୍ବରୁ ଏ ସଙ୍ଗଠନ ଏଇ ସଚେତନତା ଅଭିଯାନ ଆରମ୍ଭ କରିଥିବା ବେଳେ  "ପରିବେଶ ସୁରକ୍ଷା ସହ ସ୍ବାସ୍ଥ୍ୟ ସୁରକ୍ଷା" "ରୋଗ ମୁକ୍ତ ଓ ନିଶା ମୁକ୍ତ ସମାଜ ଗଠନ" ଏହାର ମୁଖ୍ୟ ଲକ୍ଷ୍ୟ ବୋଲି ମତ ରଖି ଥିଲେ l ଏବେକାର ଯୁବ ପୀଢ଼ି ଙ୍କୁ ନିଶା ଠାରୁ ଅନଲାଇନ୍ ଗେମ୍ ଠାରୁ ଦୂରେଇ ରଖି ଯୋଗ ପ୍ରାଣାୟାମ ଖେଳ କୁଦ ବ୍ୟାୟାମ ଓ ସାଇକଲ ଚଳାଇବା ଅଭ୍ୟାସ କରି ନିଜ କୁ ସୁସ୍ଥ ରଖିବା ସହ ପରିବାର କୁ ସମାଜ କୁ ଏ ବାର୍ତ୍ତା ପହଞ୍ଚାଇ ବାକୁ ଓ ଯୁବ ପିଢୀ ପଥ ଭ୍ରଷ୍ଟ ନ ହେବାକୁ ଏ ମାରାଥନ ସ୍କ୍ୱାର୍ଡ ନିବେଦନ କରିଥିଲେ l  ପରେ ପରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ .ନୃପ ରାଜ ସାହୁ ଭିଡିଓ କଲ୍ ଜରିଆରେ ଏ ମାରାଥନ ଆସୋସିଏସନ୍ କର୍ମକର୍ତା ଙ୍କୁ ସ୍ଵାଗତ ଶୁଭେଛା ଜଣାଇ ଏ ଫିଟ୍ ଇଣ୍ଡିଆ ସଚେତନତା ଯାତ୍ରା ର ସଫଳତା କାମନା କରି ଏ ଅଭିଯାନ ଜାରି ରଖିବାକୁ କହି ଏକ ସୁସ୍ଥ ସୁନ୍ଦର ଜୀବନ ଟିଏ ଜିଁଇବାକୁ ପରାମର୍ଶ କରିଥିଲେ l  ଜିଲ୍ଲା କ୍ରୀଡା ସଂଘ, ଜିଲ୍ଲା କ୍ରିକେଟ୍ ଆସୋସିଏସନ୍ , ସାମ୍ବାଦିକ ସଂଘ, ରମଧୁନ୍ କ୍ଳବ୍, ବେ ସରକାରୀ ବସ ସଂଘ, ସ୍ଵଚ୍ଛ ଭାରତ ସମେତ ବିଭିନ୍ନ ସଙ୍ଗଠନ ପକ୍ଷରୁ ସ୍ବାଗତ ସମ୍ବର୍ଧନା ଜ୍ଞାପନ କରା ଯାଇଥିଲା l ଖେଳ ପ୍ରତି ସ୍ବାସ୍ଥ୍ୟ ପ୍ରତି ଯୁବକ ଙ୍କ ଆଗ୍ରହ ଦେଖି ସଚେତନ ଥିବା ଦେଖି  ଓ ଜିଲ୍ଲା ପ୍ରଶାସନ , ସୋନପୁର ବୁଦ୍ଧିଜୀବି ଙ୍କ ଉତ୍ସାହ ଆତିଥ୍ୟ ପାଇଁ ଉପସ୍ଥିତ ସ୍ବେଛାସେଵୀ ମିଡିଆ ଖେଳାଳୀ ଙ୍କୁ ଏ କର୍ମକର୍ତ୍ତା ପ୍ରଶଂସା କରି ଏହା ଆମ ପାଇଁ ପ୍ରେରଣା ବୋଲି କହି ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026

You Might Also Like