-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||     

HOME   ଜିଲ୍ଲା

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

08-Feb-2026



ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାର ଅନ୍ୟତମ ଅଗ୍ରଣୀ ଶିକ୍ଷାନୁଷ୍ଠାନ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରର ଉଭୟ ଯୁକ୍ତଦୁଇ ଏବଂ ଯୁକ୍ତତିନିର ମିଳିତ ବାର୍ଷିକ ଉତ୍ସବ 'ମଲ୍ଲାର' ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦରଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ  ପଦ୍ମଶ୍ରୀ ହଳଧର ନାଗ ଯୋଗଦେଇ ବିଦ୍ୟାର୍ଥୀଙ୍କ ଚେତନାର ବିକାଶରେ ଶିକ୍ଷାର ଭୂମିକା ଓ ଲୋକସଂସ୍କୃତିର ମହତ୍ତ୍ୱ ସଂପର୍କରେ ଅତିଚୁମ୍ବକରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଅନ୍ୟତମ ଅତିଥି ଭାବେ ବଲାଙ୍ଗିର ଜିଲ୍ଲାର ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଯୋଗଦେଇ ମହାବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତେ ମିଳିମିଶି କାର୍ଯ୍ୟ କରିବା ପାଇଁ ଆହ୍ୱାନ ଦେଇଥିଲେ। ମୁଖ୍ୟବକ୍ତା ଭାବରେ ବିଶିଷ୍ଟ ଶିକ୍ଷାବିତ ତଥା ସାହିତ୍ୟିକ ଡକ୍ଟର ଛାୟାକାନ୍ତ ଷଡ଼ଙ୍ଗୀ ଯୋଗଦେଇ ବଲାଙ୍ଗିର ଜିଲ୍ଲାର ସଂସ୍କୃତି, ଐତିହ୍ୟ ଓ ସାଂପ୍ରତିକ ସମାଜରେ ଛାତ୍ରଛାତ୍ରୀଙ୍କ ଭୂମିକା ସଂପର୍କରେ ଆଲୋଚନା କରିଥିଲେ। କ୍ରୀଡ଼ା ପରିଷଦର ଉପ- ସଭାପତି ବନ୍ଦନା ବାର ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ସହକାରୀ ପ୍ରଫେସର ଡକ୍ଟର ଶ୍ରୀକାନ୍ତ କୁମାର ବାରିକ କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ। ସାଂସ୍କୃତିକ ଓ କ୍ରୀଡ଼ା ପ୍ରତିଯୋଗିତାରେ କୃତି ଅର୍ଜନ କରିଥିବା ବିଦ୍ୟାର୍ଥୀଙ୍କୁ ପୁରସ୍କୃତ କରାଯାଇଥିଲା। ଅଧ୍ୟାପକ ଡକ୍ଟର ଅଶୋକ ମହାରଣା ଏବଂ ଅଧ୍ୟାପକ

ହୃଷୀକେଶ ଦାସ ଏଥିରେ ସହଯୋଗ କରିଥିଲେ।ଛାତ୍ରଛାତ୍ରୀଙ୍କ ଦ୍ବାରା ଏକ ମନୋରମ ନାଟକ 'କଂସ ଦରବାର' ଅନୁଷ୍ଠିତ ହୋଇଥିବା ବେଳେ ଶାସ୍ତ୍ରୀୟ ଓ ଲୋକ ସଂଗୀତ, ନୃତ୍ୟ ପରିବେଷଣରେ ସାଂସ୍କୃତିକ କାର୍ଯ୍ୟକ୍ରମ ମନୋରମ ହୋଇ ଥିଲା। ଶେଷରେ ନାଟ୍ୟ ଓ ସାଂସ୍କୃତିକ ପରିଷଦର ସହଯୋଗୀ ଉପସଭାପତି ଡକ୍ଟର ରମଣୀ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଉତ୍ସବରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ, ଗଣମାଧ୍ୟମ ପ୍ରତିନିଧି ତଥା ନିମନ୍ତ୍ରିତ ଅତିଥିମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026

You Might Also Like