-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ଟୁର୍ନାମେଣ୍ଟ

08-Feb-2026



ବଲାଙ୍ଗୀର(ଦେବାଶିଷ ବହିଦାର): ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଷ୍ଟେଡିୟମ ଠାରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା । ଓକିଲ ମାନଙ୍କ ମଧ୍ୟରେ ସୁସଂପର୍କ ସ୍ଥାପନ ଓ ଜିଲ୍ଲାରୁ ଯାଇ ରାଜ୍ୟସ୍ତରରେ ଏକ କ୍ରିକେଟ ଟିମ୍ ଗଠନ କରି ଓକିଲ ମାନଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ସଚେତନତା ଏବଂ ଏକ ଖେଲୁଆଡ ମନୋଭାବ ସୃଷ୍ଟିି କରିବା ଏହି କ୍ରିକେଟ ମ୍ୟାଚ୍ ଆୟୋଜନର ଲକ୍ଷ୍ୟ ବୋଲି ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ସଭାପତି ବାସେୁଦବ ରଥ ସୂଚନା ଦେଇଛନ୍ତି । ବଲାଙ୍ଗୀର ଜିଲ୍ଲାର ଓକିଲ ମାନଙ୍କୁ ନେଇ ଏ-ଦଳ, ବି-ଦଳ, ସି-ଦଳ ଓ ଡି-ଦଳ ଏପରି ୪ଟି  ଟିମ୍ ରେ ଭାଗ କରାଯାଇ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ୧ଠ ଓଭର ବିଶିଷ୍ଟ ପ୍ରତ୍ୟେକ ମେଚ୍ ରେ ଓକିଲ ମାନେ ତାଙ୍କର ଚମତ୍କାର ଖେଳ ପ୍ରଦର୍ଶନ କରିଥିଲେ । ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥଙ୍କ ପରିଚାଳନାରେ ଆୟୋଜିତ ଏହି କ୍ରିକେଟ ମେଚ୍ ରେ ଅତିଥି ଭାବରେ ବରିଷ୍ଠ ଆଇନଜୀବୀ ଜୟରାମ ମିଶ୍ର, ଅମରେନ୍ଦ୍ର ମିଶ୍ର, ପୂବର୍ତନ ରଂଜୀବ କପ୍ ଖେଳାଳି  ସୂର୍ଯ୍ୟନାରାୟଣ ଦାଶ, ନାଗରିକ କମିଟିର ସଭାପତି ଡ. ଶ୍ରୀକର ମିଶ୍ର ଓ ଜନ ସ୍ମଲ ଫାଇନାନ୍ସ ବ୍ୟାଙ୍କର ଶାଖା ପରିଚାଳକ ପୁଷ୍ପମିତ୍ର ପଣ୍ଡା ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ । ୧୫ ଓଭର ବିଶିଷ୍ଟ ଫାଇନାଲ୍ ମ୍ୟାଚ ‘ଏ’ ଓ ‘ଡି’ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ‘ଏ’ ଦଳ ବେଟିଂ କରି ନିର୍ଦ୍ଧାରିତ ୧୫ ଓଭରରେ ୬୭ ରନ୍ କରିଥିବା ବେଳେ ଡି ଦଳ ୧୩ ଓଭର ଓ ୩ଟି ବଲ୍  ରେ ଏ-ଦଳକୁ ପରାସ୍ତ କରି ବିଜୟ ଘୋଷଣା ହୋଇଥିଲା । ଟିିମ୍ ‘ଡି’ ଦଳର ସୌମ୍ୟ ରଂଜନ ପଣ୍ଡାଙ୍କୁ ମେନ୍ ଅଫ୍ ଦ ମ୍ୟାଚ ଓ ମେନ୍ ଅଫ୍ ଦ ସିରିଜ୍ ଘୋଷଣା କରାଯାଇଥିବା ବେଳେ ବେଷ୍ଟ ୱିକେଟ କିପର୍ ଭାବରେ ବ୍ରଜ ମିଶ୍ର ଓ ଅଜିମ୍ ଖାନ୍‌, ବେଷ୍ଟ ଫିଲ୍ଡର ଭାବରେ ଧୀରେନ୍ଦ୍ର ପୃଷ୍ଟି ଏବଂ ସମୀର ଦାସ, ବେଷ୍ଟ ବୋଲର୍ ଭାବରେ ରୋଷନ ପଣ୍ଡା ଏବଂ ବେଷ୍ଟ ଅର୍ଗାନାଇଜର୍ ଭାବରେ ଗୋବିନ୍ଦ ମହାନ୍ତି ଙ୍କୁ ଟ୍ରଫି ଓ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା । ଚାରୋଟି ମ୍ୟାଚ ରେ ଖେଳିଥିବା ସମସ୍ତ ଖେଳାଳି ମାନଙ୍କୁ ପାଟିସିପେସନ୍‌ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା । ଶେଷରେ ସଂଘର ସଂପାଦକ ସଂଜୟ ବଗର୍ତ୍ତୀ ସମସ୍ତଙ୍କୁ ଧନ୍ୟବାଦ ଅପର୍ଣ କରିଥିଲେ । ଖେଳକୁ ପରିଚାଳନାରେ ପ୍ରଭାସ ମିଶ୍ର, ମଦନ ସେଠ, ସଂଜୀବ ହୋତା, ସମୀର ମିଶ୍ର, ସୁରେନ୍ଦ୍ର ମିଶ୍ର, ଅଶୋକ ରାଉତ ଏବଂ ଅନ୍ୟମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026

You Might Also Like