-+91-9937148622 |

prerana_bgr@rediffmail.com |

  Wednesday 10th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   (10-Jun-2026)       ||      ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   (10-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ    (09-Jun-2026)       ||      ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ    (09-Jun-2026)       ||      *ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   (09-Jun-2026)       ||      OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   (09-Jun-2026)       ||      ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   (09-Jun-2026)       ||      ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   (09-Jun-2026)       ||      ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   (09-Jun-2026)       ||      *ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   (09-Jun-2026)       ||      ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   (09-Jun-2026)       ||      ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   (09-Jun-2026)       ||      ଭେଡେନ ବ୍ଲକ ବରିଷ୍ଠ ନାଗରିକ ପୁନର୍ଗଠନ   (09-Jun-2026)       ||      ଟ୍ରକ ଚକା ତଳେ ଜୀବନ ଗଲା ♦️ସ୍କୁଟି ରେ ଯାଉଥିବା ମା ଝିଅ ଟ୍ରକ ଚକା ତଳେ ଚାପି ହୋଇ ମୃତ, ଘଟଣାସ୍ଥଳ ରେ ଶୋକାକୁଳ ପରିବେଶ    (09-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ବରଗଡ଼ ଏସ.ପିଙ୍କ ଅଧ୍ୟକ୍ଷତା ରେ ବୈଠକ ।   (09-Jun-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୭ଟି ଦରଖାସ୍ତ ଗ୍ରହଣ   (09-Jun-2026)       ||      ସ୍ୱର୍ଗତ ଅବନୀ ମୋହନ ଥିଲେ ତ୍ୟାଗ ଓ ଆଦର୍ଶର ପ୍ରତୀକ♦️ ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ଅବନୀମୋହନ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ବିଶିଷ୍ଟ ବ୍ୟକ୍ତିଙ୍କ ମତ    (09-Jun-2026)       ||      ଏସ ଆଇ ଏଚ ଏମ୍ ରେ ନାମ ଲେଖାଇଲେ ୩ ଜଣ ଛାତ୍ରଛାତ୍ରୀ।   (08-Jun-2026)       ||      ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ପଠାଇଲେ ରେଡକ୍ରସ ସ୍ବେଛାସେବୀ ସତ୍ୟନାରାୟଣ    (08-Jun-2026)       ||      ବଡ଼ଚଣା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jun-2026)       ||     

HOME   ଜିଲ୍ଲା

ମୁଡଶୁଣ୍ଡି ଖେଳ ପଡିଆରେ ବିଧାୟକ କପ ଫୁଟବଲ ଟୁର୍ନାମେଣ୍ଟ - 2026 ଅନୁଷ୍ଠିତ

08-Feb-2026



ଲୋଇସିଂହା, (ବିନୋଦ ଦୀପ) ଆଗଲପୁର ବ୍ଲକ ମୁଡଶୁଣ୍ଡି ଖେଳ ପଡିଆରେ ବିଧାୟକ କପ ଫୁଟବଲ ଟୁର୍ନାମେଣ୍ଟ - 2026 ଅନୁଷ୍ଠିତ ହୋଇଥିଲା l  ଆଜିର ମ୍ୟାଚ ଟି ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ଲୋଇସିଂହା, ପୁଇଁତଲା ଓ ଆଗଲପୁର ତିନୋଟି ବ୍ଲକ ରେ ହେଉଥିବା ବେଳେ ଆଗଲପୁର ବ୍ଲକ ର ପ୍ରଥମ ଦିବସ ରେ ମୁଡଶୁଣ୍ଡି ଖେଳ ପଡିଆରେ ଅନୁଷ୍ଠିତ ହୋଇଥିଲା l ପ୍ରଥମ ମ୍ୟାଚ ଆଗଲପୁର ଓ ନୁନିଆପିଲି ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ଉକ୍ତ ମ୍ୟାଚ ରେ ଆଗଲପୁର ଦଳ ବିଜୟୀ ହୋଇଥିଲା l ଦ୍ୱିତୀୟ ମ୍ୟାଚ ଟି ବଡ଼ଟିକା ଓ ଓ ରିନବଚନ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ବଡ଼ଟିକା ଦଳ 1-0 ଗୋଲ ରେ ବିଜୟୀ ହୋଇଥିଲା l

 ଉକ୍ତ ମ୍ୟାଚ ରେ ମୁଖ୍ୟଅତିଥି ଭାବେ ଓଡିଶା ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଳିଙ୍ଗ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଟୁର୍ନାମେଣ୍ଟ ର ସଭାପତି ରାମଚନ୍ଦ୍ର ସାହୁ, କାର୍ଯ୍ୟକାରୀ ସଭାପତି ପିତାମ୍ବର କଣ୍ଟା, ପଂଚାୟତ ପ୍ରମୁଖ ଶାନ୍ତନୁ ପଧାନ, ମୁଡଶୁଣ୍ଡି ମଣ୍ଡି ସଭାପତି ଜଗବନ୍ଧୁ ପଧାନ, ସରପଞ୍ଚ ରବୀନ୍ଦ୍ର ବସ୍ତିଆ, ଅବସରପ୍ରାପ୍ତ ଶିକ୍ଷକ ଜଗନ୍ନାଥ ପଧାନ ପ୍ରମୁଖ ଯୋଗ ଦେଇଥିଲେ l କାର୍ଯ୍ୟକ୍ରମ ପରିଚାଳନା  ଏମଏସଏ ମୁଡଶୁଣ୍ଡି ଯୁବମୋର୍ଚ୍ଚl ସଭାପତି ଲୁକାରାମ ସାହୁ (ରିଙ୍କୁ), ମୁକେଶ ଥପ୍ପା, ଅସୀମ ସାହୁ, ପ୍ରଶାନ୍ତ ଶିକ୍କା, ଡିଙ୍ଗର ଜାଲ, କ୍ଷୀରୋଦ୍ର ତ୍ରିପାଠୀ ପ୍ରମୁଖ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   10-Jun-2026
  ଜିଲ୍ଲା  
ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   10-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ   09-Jun-2026
  ରାଜ୍ୟ  
ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ   09-Jun-2026
  ଜିଲ୍ଲା  
*ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   09-Jun-2026
  ଜିଲ୍ଲା  
OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   09-Jun-2026
  ଜିଲ୍ଲା  
ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   09-Jun-2026
  ଜିଲ୍ଲା  
ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   09-Jun-2026
  ଜିଲ୍ଲା  
ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   09-Jun-2026
  ଜିଲ୍ଲା  
*ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   09-Jun-2026
  ଜିଲ୍ଲା  
ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   09-Jun-2026
  ଜିଲ୍ଲା  
ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   09-Jun-2026

You Might Also Like