-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||     

HOME   ଜିଲ୍ଲା

*ଅଗ୍ନି ନିରାପତ୍ତା ପାଇଁ ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-

08-Feb-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଟିତ ହୋଇ ଯାଇଛି l ଅଗ୍ନି ନିରାପତ୍ତା ପାଇଁ ଆୟୋଜିତ ଏହି ସମ୍ମିଳନୀରେ ଜିଲ୍ଲା ବନ ଖଣ୍ଡ ବିଭାଗ ଅଧିକାରୀ ଶ୍ରୀ ମଦନ ଲାଲ ଶର୍ମା ସାମ୍ୱାଦିକ ଙ୍କୁ ସମ୍ବୋଧନ କରି କହିଥିଲେ ଯେ ଜଙ୍ଗଲ ଅବକ୍ଷୟ ର ମୂଖ୍ୟ କାରଣ ହେଉଛି ଜଙ୍ଗଲ ରେ ନିଆଁ ଲାଗିବା l ମହୁଲ ଫୁଲ ଓ ଶାଳ ମଞ୍ଜି ସଂଗ୍ରହ ବେଳେ ଲୋକେ ଭୂମି ର ପତ୍ର ପୋଡ଼ାଉ ଥିବା କାରଣ, ଜମି ଫସଲ ଉତ୍ପାଦନ ସମୟରେ ନଡ଼ା ରେ ନିଆଁ ଲଗାଇବା ଓ ବନ୍ୟ ଜନ୍ତୁ ଶିକାରୀ ଙ୍କ ଦୌରାତ୍ମ୍ୟ ବା ଉଦ୍ଦେଶ୍ୟ ମୂଳକ ଭାବେ ସେମାନେ ନିଆଁ ଲଗାଉ ଥିବା ଅନୁମାନ କରାଯାଉଛି l ୪୦ ହଜାର ହେକ୍ଟର ଜଙ୍ଗଲ ଜମି ର ନିରାପତ୍ତା ଓ ସୁରକ୍ଷା ପାଇଁ ଜଙ୍ଗଲ ର ନିଆଁ କୁ ଆୟତ୍ତ କରିବା ପାଇଁ ଏସ ଏଚ ଜି, ଭି ଏସ ଏସ ଗୋଷ୍ଠୀ ସମେତ ସମାଜ ର ସମସ୍ତ ବର୍ଗ ର ଲୋକ ଙ୍କ ସହଯୋଗ କାମନା କରିବୁ l ସାଂସ୍କୃତିକ କାର୍ଯ୍ୟକ୍ରମ ପାଲା ମାଧ୍ୟମରେ ସବୁ ଲୋକ ଙ୍କୁ ସଚେତନ କରାଇବୁ ବୋଲି ଶ୍ରୀ ଶର୍ମା ପ୍ରକାଶ କରିଥିଲେ l ନିଆଁ କୁ ଆୟତ୍ତ କରିବାକୁ ୪୦ ଜଣ ଅଗ୍ନିଶମ ସ୍କ୍ୱାର୍ଡ, ଚାରୋଟି ଭାଇକିଲ ଓ ୬୦ ଗୋଟି ଫାୟାର ବ୍ରୋୟର ସହ ଜଙ୍ଗଲ ରେ ପେଟ୍ରୋଲିଂ ବ୍ୟବସ୍ଥାକୁ କଡ଼ା କଡ଼ି କରାଯାଇଥିବା ସୂଚନା ଦେଇଥିଲେ l ଏହା ବ୍ୟତୀତ ସେଟ୍ ଲାଇଟ୍ ଟେକ୍ନୋଲୋଜି ଦ୍ୱାରା ନିରାକରଣ କରା ଯାଇ ପାରିବ ବୋଲି ଶ୍ରୀ ଶର୍ମା କହିଥିଲେ l ଫେବୃଆରୀ ମାସ ରୁ ଜୁନ୍ ମାସ ମଧ୍ୟରେ ଜଙ୍ଗଲ ରେ ନିଆଁ ଲାଗୁଥିବା ବିଷୟ ସୂଚନା ଦେଇ ଏହାର ନିରାକରଣ ପାଇଁ ସମସ୍ତ କେନ୍ଦୁଲିଫ ବିଭାଗ ସହ ମଧ୍ଯ କୋର୍ଡିନେଟ କରା ଯାଇଛି ବୋଲି କହିଥିଲେ l ସାଧାରଣ ଲୋକଙ୍କୁ ସଚେତନ କରିବାକୁ  ଆଜି ଏକ ସଚେତନତା ରଥ ର ଶୁଭାରମ୍ଭ କରା ଯାଇଛି l ଜିଲ୍ଲା ବନଖଣ୍ଡ ବିଭାଗ ଅଧିକାରୀ ଶ୍ରୀ ଶର୍ମା ଏହାକୁ ଶୁଭାରମ୍ଭ କରିଥିବା ବେଳେ ସୋନପୁର ବନାଞ୍ଚଳ ଅଧିକାରି ଶ୍ରୀ ସୁଭାଷ ମହାପାତ୍ର, ଫରେଷ୍ଟର ଭକ୍ତ ବନ୍ଧୁ ମିଶ୍ର ଙ୍କ ସମେତ ଜିଲ୍ଲା ର ବିଭିନ୍ନ ରେଞ୍ଜ ର ଫରେଷ୍ଟର ଏଠାରେ ଉପସ୍ଥିତ ଥିଲେ l  ପେଟ୍ରୋଲିଙ୍ଗ  ଡ୍ୟୁଟି ରେ ନିୟୋଜିତ ଥିବା ସମସ୍ତ କର୍ମଚାରୀ ଙ୍କ ସୁରକ୍ଷା ଓ ଅଂଶୁଘାତ ରୁ ରକ୍ଷା ପାଇବା ପାଇଁ ବିଭାଗ ପକ୍ଷରୁ ପ୍ରଶିକ୍ଷଣ ଦିଆ ଯାଇଥିବା ବିଷୟ ମଧ୍ୟ ଡି ଏଫ୍ ଓ ଶ୍ରୀ ଶର୍ମା ଆଜିର ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026

You Might Also Like