-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||     

HOME   ଜିଲ୍ଲା

ରାୟପୁରରେ ୩୭ତମ ଫେଡେରେସନ୍ କପ୍ ଭଲିବଲ୍♦️ ଫାଇନାଲରେ ଯୋଗଦେଲେ ସାଂସଦ ନିରଞ୍ଜନ ବିଶି

08-Feb-2026



ରାୟପୁର: ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି ଆଜି ରାୟପୁରର ଶ୍ରୀ ବଲବୀର ସିଂହ ଜୁନେଜା ଇଣ୍ଡୋର ଷ୍ଟାଡିୟମ, ବୁଢ଼ା ତାଲାବରେ ଆୟୋଜିତ ୩୭ ତମ ଫେଡେରେଷନ କପ  ଭଲିବଲ ଚାମ୍ପିୟନସିପ ର ଭବ୍ୟ ଫାଇନାଲ ମ୍ୟାଚରେ ଯୋଗଦେଇଥିଲେ। ଏହି ଜାତୀୟସ୍ତରୀୟ ପ୍ରତିଯୋଗିତା ଛତିଶଗଡ଼ ରାଜ୍ୟ ଭଲିବଲ୍ ସଂଘ ଦ୍ୱାରା ଶ୍ରୀ ମହେଶ କୁମାର ଗଗଦାଙ୍କ ନେତୃତ୍ୱରେ ସଫଳତାର ସହ ଆୟୋଜିତ ହୋଇଥିଲା।
ସାଂସଦ ଶ୍ରୀ ବିଶି କହିଥିଲେ ଯେ, ସେ ଏହି ପ୍ରତିଷ୍ଠିତ କ୍ରୀଡ଼ା ଉତ୍ସବରେ ଯୋଗଦେଇ ଗୌରବାନ୍ୱିତ, ବିଶେଷକରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁଦେଓ ସାଏ ଜୀ, ଛତିଶଗଡ଼ ବିଧାନସଭାର ମାନ୍ୟବର ବାଚସ୍ପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡା. ରମଣ ସିଂହ ଜୀ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅରୁଣ ସାଓ ଜୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ଶର୍ମା ଜୀ, ଲୋକସଭା ସାଂସଦ ଶ୍ରୀ ବୃଜ ମୋହନ ଅଗ୍ରୱାଲ ଜୀ, ମାନ୍ୟବର କ୍ରୀଡ଼ାମନ୍ତ୍ରୀ ଓ ଅନ୍ୟାନ୍ୟ ଗଣ୍ୟମାନ୍ୟ ଅତିଥିମାନଙ୍କ ସହ।
ଫାଇନାଲରେ ତାମିଲନାଡୁ ଓ କେରଳ ଦଳ ଅସାଧାରଣ ଖେଳ, ଉଚ୍ଚ ଶୃଙ୍ଖଳା ଓ ଦୃଢ଼ ପ୍ରତିସ୍ପର୍ଦ୍ଧା ମନୋଭାବ ପ୍ରଦର୍ଶନ କରିଥିଲେ। ସାଂସଦ ଶ୍ରୀ ବିଶି ଉଭୟ ଦଳର ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇଥିଲେ, ପ୍ରୋତ୍ସାହିତ କରିଥିଲେ ଓ ପ୍ରେରଣା ଦେଇଥିଲେ।
ସେ କହିଥିଲେ ଯେ, “ଭଲିବଲ୍ କେବଳ ଖେଳ ନୁହେଁ; ଏହା ଏକତା, ଦଳୀୟ ଭାବନା, ଶୃଙ୍ଖଳା ଓ ରାଷ୍ଟ୍ରନିର୍ମାଣର ପ୍ରତୀକ।”
ସାଂସଦ ଶ୍ରୀ ବିଶି ଛତିଶଗଡ଼ ସରକାରଙ୍କୁ ଉତ୍କୃଷ୍ଟ ସମନ୍ୱୟ, ସହଯୋଗ ଓ ଦୂରଦୃଷ୍ଟିପୂର୍ଣ୍ଣ ପଦକ୍ଷେପ ପାଇଁ ହୃଦୟପୂର୍ଣ୍ଣ କୃତଜ୍ଞତା ଜଣାଇଥିଲେ।
ଶେଷରେ ସାଂସଦ ଶ୍ରୀ ବିଶି ଆୟୋଜକ କମିଟି, ଛତିଶଗଡ଼ ରାଜ୍ୟ ଭଲିବଲ୍ ସଂଘ ଓ ଶ୍ରୀ ମହେଶ କୁମାର ଗlଗଡ଼ା ଙ୍କ ନେତୃତ୍ୱକୁ ଏହି ଭବ୍ୟ ଆୟୋଜନ ସଫଳ କରିଥିବାରୁ ଧନ୍ୟବାଦ ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026

You Might Also Like