-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ଆୟୁଷ ବିଶ୍ୱବିଦ୍ୟାଳୟର ଦାବି ଯଥାର୍ଥତା ରହିଛି -ବିଧାୟକ କଳିକେଶ

08-Feb-2026



ବଲାଙ୍ଗୀର (ପ୍ରେରଣା ଖବର)-ବଲାଙ୍ଗୀରର ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟର ୫୦ବର୍ଷ ପୂର୍ତ୍ତିରେ ଗତ ୪ଦିନ ଧରି ଚାଲିଥିବା ସୁବର୍ଣ୍ଣଜୟନ୍ତୀ ଉତ୍ସବ ଉଦଯାପିତ ହୋଇ ଯାଇଛି । ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ବଲାଙ୍ଗୀର ବିଧାୟକ କଳିକେଶନାରାୟଣ ସିଂଦେଓ କହିଛନ୍ତି ଯେ,ବଲାଙ୍ଗୀରର ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟକୁ ଏକ ଆୟୁଷ ବିଶ୍ୱବିଦ୍ୟାଳୟକୁ ଉନ୍ନିତ କରାଯିବା ଦାବିର ଯଥାର୍ଥତା ରହିଛି । ବଲାଙ୍ଗୀର ଜିଲ୍ଲା ଦୀର୍ଘଦିନରୁ ଆୟୁର୍ବେଦର ଏକ ହବଭାବରେ ରହିଆସିଛି । ଏହି ମହାବିଦ୍ୟାଳୟରେ ପାଠପଢି ହଜାର ହଜାର ସଂଖ୍ୟାରେ ଡାକ୍ତର ସୃଷ୍ଟି ହୋଇ ଓଡିଶା ତଥା ଦେଶର ବିଭିନ୍ନ ରାଜ୍ୟରେ କାର୍ଯ୍ୟରତ ଅଛନ୍ତି । ବଲାଙ୍ଗୀରର ଗନ୍ଧମାର୍ଦ୍ଧନ ପର୍ବତ ସମେତ ଅନ୍ୟାନ୍ୟ ଜଙ୍ଗଲରେ ମୁଲ୍ୟବାନ ଔଷଧିୟ ବୃକ୍ଷ,ଗୁଲ୍ମମଲତା ରହିଛି । ତାହାର ଗବେଷଣାର ମଧ୍ୟ ଆବଶ୍ୟକତା ରହିଛି । ଭାରତରେ ଆୟୁର୍ବେଦଚିକିତ୍ସାର ଗୁରୁତ୍ୱବଢିଛି । ଯେତେବେଳେ ମୁଁ ସାଂସଦ ଥିଲି ସେତେବେଳେ ହରୀଶଙ୍କରରେ ଏକ ହର୍ବାଲ ଗାର୍ଡେନ କରାଇଥିଲେ । ଏହା ସହିତ ଛାତ୍ରାବାସ ଓ ଅନ୍ୟାନ୍ୟ ଭିତ୍ତିଭୂମୀ ନିର୍ମାଣ କରାଯାଇଥିଲି ।  ବାପା ଅନଙ୍ଗଉଦୟ ସିଂଦେଓ ମନ୍ତ୍ରୀ ଥିବା ବେଳେ ପ୍ରଥମକରି ମହାବିଦ୍ୟାଳୟର ନୂତନ ବିଲଡିଂ ନିର୍ମାଣ କରାଇଥିଲେ । ଏବେ ଜୁବୁଲିଗେଟ ଓ ଜିମ ନିର୍ମାଣ କରାଯାଇଛି । ଆଗକୁ ଆହୁରି ଭିତ୍ତିଭୂମୀ ନିର୍ମାଣ ପାଇଁ ପଦକ୍ଷେପ ନିଆଯିବ ବୋଲି କହିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡ.ମନୋଜକୁମାର ସାହୁଙ୍କ ସଭାପତିତ୍ୱ ଓ ସୁଶୋଭିତା ଗୁରୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ପୌରାଧ୍ୟକ୍ଷା ଲିକା ସାହୁ, ଭୀମଭୋଇ ମେଡିକାଲ କଲେଜର ଡିନ ଡ.ସ୍ୱୟଂପ୍ରଭା ପଧାନ ଯୋଗ ଦେଇଥିଲେ।

ଆୟୁର୍ବେଦିକ କଲେଜର ପୁରାତନ ଛାତ୍ରସଂଘର ସଭାପତି ଡ.ବାସୁଦେବ ପତି ସ୍ୱାଗତ ଅଭିଭାଷଣ ସହିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ କରିବାରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଶେଷରେ ଆଲୁମନି କମିଟିର ସଂପାଦକ ଡ.ଶିବବ୍ରତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ଗତ ୪ଦିନ ଧରି ମହାବିଦ୍ୟାଳୟ ପରିସରରେ ସୁବର୍ଣ୍ଣ ଜୟନ୍ତୀ ପାଇଁ ଆୟୁର୍ବେଦ ସଚେତନତା ଶୋଭାଯାତ୍ରା, ଆୟୁର୍ବେଦ ଚିକିତ୍ସା ଶିବିର, ରକ୍ତପରୀକ୍ଷା,ଆଲୋଚନାଚକ୍ର ଇତ୍ୟାଦି କାର୍ଯ୍ୟକ୍ରମ କରାଯାଇ ଥିଲା । ସାଇଣ୍ଟିଫିକ ସେସନରେ ପ୍ରଫେସର ଚନ୍ଦ୍ରକୁମାର ଦେଶମୁଖ,ପ୍ରଫେସର ରାଜେଶ ଠକ୍କରଙ୍କ ଭଳି ଆୟୁର୍ବେଦବିଦ୍ୱାନମାନେ ଆସି ଆଲୋଚନାରେ ଅଂଶଗ୍ରହଣ କରି ଡାକ୍ତର ଓ ଛାତ୍ରଛାତ୍ରୀଙ୍କୁ ନୂତନ ଦିଗଦର୍ଶନ ଦେଇଥିଲେ । ଏହି ସୁବର୍ଣ୍ଣଜୟନ୍ତି କାର୍ଯ୍ୟକ୍ରମରେ ବହୁସଂଖ୍ୟା ରେ ପୁରାତନ ଛାତ୍ରଛାତ୍ରୀ ଯୋଗଦେଇଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବାରେ ଡା,ବିପିନ ବିହାରୀ ମିଶ୍ର,ଡ.ନିଗମାନନ୍ଦ ବଳ,ଡ.ଜ୍ୟୋତିରଂଜନ ମେହେର, ଡ.ସୁଶାନ୍ତ ମେହେର, ଡ.ସିମାଦ୍ରୀ ନାଏକ,ଡ.ସୁଶାନ୍ତ ସାହୁ,ଡ.ଗଣେଶ ମେହେର. ଡ.ଲଲୀତ ସାହୁ,ଡ.ଲିପ୍ସା ଦାସ ପ୍ରମୁଖ ସହ ମହାବିଦ୍ୟାଳୟର ଛାତ୍ରଛାତ୍ରୀଗଣ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026

You Might Also Like