-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||     

HOME   ଜିଲ୍ଲା

ଠାକୁର ଅନୁକୂଳ ଚନ୍ଦ୍ର ଙ୍କ ୧୩୮ ତମ ଜନ୍ମ ଜୟନ୍ତୀ ପାଳିତ

09-Feb-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଯୁଗ ପୁରୁଷୋତ୍ତମ ଶ୍ରୀ ଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ୧୩୮ ତମ ଜନ୍ମ ଜୟନ୍ତୀ  ଆଜି ସ୍ଥାନୀୟ ସତସଙ୍ଗ ବିହାର ଠାରେ ମହା ସମାରୋହ ରେ ପାଳନ ହେବାସହ ସତସଙ୍ଗ ବିହାର ର ନବମ ବାର୍ଷିକୀ ଉତ୍ସବ ମଧ୍ୟ  ପାଳିତ ହୋଇଯାଇଛି। ଏହି ପରି ପ୍ରେକ୍ଷୀରେ ଜିଲ୍ଲା ର ବିଭିନ୍ନ ବ୍ଲକ ରୁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିଲା। ଏଥିପାଇଁ ଆଜି ପ୍ରତ୍ୟୁଷ ରୁ ପ୍ରାର୍ଥନା, ଭଜନ, କୀର୍ତନ, ଯାଜନ, ତଥା ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଥିଲା। ଭକ୍ତ ମାନେ ଠାକୁର ଅନୁକୂଳଚନ୍ଦ୍ରଙ୍କ ଆଦର୍ଶ ଜୀବନୀରେ ଅନୁପ୍ରାଣିତ ହୋଇ ନିଜେ ଧନ୍ୟ ହେବା ସହିତ ପରିବାର ପରିବେଶ ସମସ୍ତଙ୍କୁ ଧନ୍ୟ କରି ତୋଳିଥିଲେ। ଏହି ପରି ଜିଲ୍ଲା ସ୍ତରୀୟ ସତସଙ୍ଗ ଉତ୍ସବ ଭାତୃତ୍ବବୋଧ କୁ ଜାଗୃତ କରିବା ସହିତ ପରସ୍ପର ପ୍ରତି ସେବା ମନୋଭାବକୁ ବୃଦ୍ଧି କରିଥିବା କାରଣରୁ ତାଙ୍କୁ ଗ୍ରହଣ କରି ଆଜି ହଜାର ହାଜର ଭକ୍ତ ସୁଖ, ଶାନ୍ତି, ଆନନ୍ଦର ସ୍ୱାଦ ପାଇ ପାରିଛନ୍ତି, କେତେଯେ ଅସଜଡ଼ା ମଣିଷ ଆଜି ଠାକୁରଙ୍କୁ ଗ୍ରହଣ କରି ସଜାଡି ହୋଇଛନ୍ତି, କେତେ ଅସଜଡ଼ା ପରିବାର ତାଙ୍କୁ ଗ୍ରହଣ କରି ସଜାଡି ହୋଇଛି। ଆଜି ସମାଜରେ ମଣିଷ  ଅଣନିଶ୍ୱାସୀ ହୋଇ ସାରିଲାଣି ଏହି ଅଣ ନିଶ୍ୱାସୀରୁ ବଞ୍ଚିବା ପାଇଁ ଠାକୁରଙ୍କ ନୀତି, ନିୟମ, ଆଦର୍ଶ ଅନୁଶାସନରେ ଅନୁଶାସିତ ହୋଇ ଚାଲିବା ନିତାନ୍ତ ଆବଶ୍ୟକ ବୋଲି ମତ ଆସିଥିଲା । ଶେଷରେ ଆନନ୍ଦ ବଜାରରେ  ସାମୁହିକ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରା ହୋଇଥିଲା। ବିଭିନ୍ନ ଛାତ୍ରୀ ଛାତ୍ର ମାନେ ତଥା ସୁବର୍ଣ୍ଣପୁର ସଙ୍ଗୀତ ମହାବିଦ୍ୟାଳୟ ର ଛାତ୍ରୀ ଙ୍କ ଓଡ଼ିଶୀ ନୃତ୍ୟ ପରିବେଷଣ ସମସ୍ତ ଙ୍କ ମନମୋହିଥିଲା। ଏ ସମସ୍ତ କାର୍ଯ୍ୟକ୍ରମ  ପ୍ରଫୁଲ୍ଲ କୁମାର ପ୍ରଧାନ, ରାଜେଶ କୁମାର ମହାଣା, ଶ୍ରୀବତ୍ସ ମଲ୍ଲିକ, ବିଶ୍ଵଜିତ ପରିଡା,ପ୍ରହଲ୍ଲାଦ ବାରିକ,ବିଦ୍ୟାଧର ମେହେର ପ୍ରମୁଖ ଙ୍କ ତତ୍ତ୍ଵାବଧାନରେ ସମାପିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026

You Might Also Like