-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ମହାକେନ୍ଦ୍ର, ପଣ୍ଡରା ମାଳି ସମାଜ ନୂତନ କମିଟି ଗଠନ*

09-Feb-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ମହାକେନ୍ଦ୍ର, ପଣ୍ଡରା ମାଳି ସମାଜ ନୂତନ କମିଟି ମହାକେନ୍ଦ୍ର ର ମନୋନୟନ ଅଧିକାରୀ ଶ୍ରୀଯୁକ୍ତ ପ୍ରେମାନନ୍ଦ ବିଶି , ସହଯୋଗୀ ମନୋନୟନ ଅଧିକାରୀ ଶ୍ରୀଯୁକ୍ତ ଅଶ୍ଵିନୀ ବିଶି ଓ ଶ୍ରୀଯୁକ୍ତ ଶିବ ସାହୁ ଙ୍କ ତତ୍ୱାବଧାନ ରେ ନୂତନ କମିଟି ଗଠନ କରାଯାଇଅଛି । ଶ୍ରୀଯୁକ୍ତ ରଞ୍ଜନ କୁମାର ମହଲା -ସଭାପତି ,ଶ୍ରୀଯୁକ୍ତ ପଙ୍କଜ ଖମାରୀ-ଉପସଭାପିତି, ଶ୍ରୀଯୁକ୍ତ ପରୀକ୍ଷ ସା- ସଂପାଦକ,ଶ୍ରୀ ଈଶ୍ୱର ବିଶି- ସହ - ସଂପାଦକ , ଶ୍ରୀ କୁବେର ସା-  କୋଷାଧ୍ୟକ୍ଷ, ଉପଦେଷ୍ଟା ମଣ୍ଡଳୀ ଭବେ ଶ୍ରୀଯୁକ୍ତ ବୃନ୍ଦାବନ ସା, ଶ୍ରୀଯୁକ୍ତ ବୈବସୂତ ଚୌହାନ, ଶ୍ରୀଯୁକ୍ତ ବିପିନ ବିହାରୀ ଖମାରୀ, ଶ୍ରୀଯୁକ୍ତ ପଞ୍ଚୁ ସାହୁ, ଶ୍ରୀଯୁକ୍ତ ବିଷ୍ଣୁ ଚରଣ ମହଲା , ସମୀକ୍ଷକ ଭବେ ଶ୍ରୀଯୁକ୍ତ ସୀତାରାମ ଭୋଇ  ଓ ଶ୍ରୀ ନାଥ ସା  ସର୍ବ ସମ୍ମତି କ୍ରମେ ମନୋନୀତ ହେଲେ । ଏଥିରେ ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ବିଭିନ୍ନ ଉପକେନ୍ଦ୍ର କର୍ମକର୍ତ୍ତା ଉପସ୍ଥିତ ରହି ମନୋନୟନ ପ୍ରକ୍ରିୟା ରେ ଅଂଶ ଗ୍ରହଣ କରିଥିଲେ। ଶେଷରେ ଡୁମୁରି ଉପକେନ୍ଦ୍ରର ସଭାପତି ଶ୍ରୀଯୁକ୍ତ ପ୍ରିୟବ୍ରତ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ । ସେହିପରି ସୁବର୍ଣ୍ଣପୁର ଉପକେନ୍ଦ୍ର ପଣ୍ଡରାମାଳି ସମାଜର ନୂତନ କର୍ମକର୍ତ୍ତା ଚୟନ କରାଯାଇଛି। ସଭାପତି - ରାମଶଙ୍କର ଖମାରୀ, ଉପ- ସଭାପତି  -ମନୋରଞ୍ଜନ ନାଏକ,ସମ୍ପାଦକ - ମହାଦେବ ମଲ୍ଲିକ,ସହ -ସମ୍ପାଦକ,ଇଶ୍ଵର ବିଶି, କୋଷାଧ୍ୟକ୍ଷ ଶଙ୍କର ବିଶି, ଉପଦେଷ୍ଟା ଶିବରାମ ସାହୁ, ସମୀକ୍ଷକ ସୀତାରାମ ଭୋଇ ଭାବେ ନିର୍ବାଚିତ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026

You Might Also Like