-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||     

HOME   ଜିଲ୍ଲା

ହାଇଦ୍ରାବାଦ୍ ରେ ଦଣ୍ଡ ନୃତ୍ୟ ପରିବେଷଣ ସହ "ଓସାକା " ର ପୁଷ୍ ପୁନି ଭେଟ୍ ପାଳିତ

09-Feb-2026



ବଲାଙ୍ଗୀର, (ବିନୋଦ ଦୀପ) ହାଇଦ୍ରାବାଦ ସ୍ଥିତ ପ୍ରବାସୀ ପଶ୍ଚିମ ଓଡ଼ିଶାବାସୀଙ୍କ ଅଗ୍ରଣୀ ଅନୁଷ୍ଠାନ "ଓସାକା " ତରଫ୍ ରୁ ୮ ଫେବୃଆରୀ ଦିନ ବେଗମ୍ ପେଟ୍ ସ୍ଥିତ ସେସ୍ ଅଡିଟୋରିୟମ୍ ରେ ପାରମ୍ପାରିକ ଶୈଳୀରେ  ପୁଷ୍ ପୁନି ଭେଟ୍ ଅନୁଷ୍ଠିତ ହେଇଯାଇଛି  ।  ଏହି କାର୍ଯ୍ୟକ୍ରମ ରେ ପଶ୍ଚିମ ଓଡ଼ିଶାର ପ୍ରାଚୀନ ଲୋକକଳା "ଦଣ୍ଡ " (ଡଁଣ୍ ) କୁ ରାଜ୍ୟ ବାହାରେ ପ୍ରଚାର ପ୍ରସାର ପାଇଁ ଓସାକା ପ୍ରୟାସ୍ କରିଥିଲା  । ଏହି ଅବସରରେ ଦଣ୍ଡ ମହର୍ଷି ଗୁରୁ ବିପିନ ଜାଲ ଙ୍କ "ମାଁ ସୁରେଶ୍ଵରୀ ଦଣ୍ଡ  ନୃତ୍ଯ" ସୁବର୍ଣ୍ଣପୁର ଦଣ୍ଡ ପରିବେଷଣ ବେଶ୍ ଆକର୍ଷଣୀୟ ଥିଲା। କୁନୀ ଛାତ୍ରୀ ସୁଶ୍ରୀ ସୃଷ୍ଟି ପ୍ରଧାନ ଏବଂ ଆନିନ୍ଦ୍ଯ ମିଶ୍ର ଙ୍କ ନୃତ୍ୟ ତଥା ନମ୍ରତା ପାଣିଗ୍ରାହୀଙ୍କ  ସମ୍ବଲପୁରୀ ଗୀତ  ପରିବେଷଣ ମନଛୁଆଁ  ଥିଲା । ଏ ବର୍ଷ  ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଇକି ସରକାରୀ ମେଡିକାଲ୍ ସିଟ୍ ପାଇଥିବା ଶଶାଙ୍କ  ଶେଖର ଗଡ୍ ତ୍ଯା ଏବଂ ମାଟ୍ରିକ୍ ପରୀକ୍ଷାରେ ୯୭ ପର୍ ସେଣ୍ଟ୍ ମାର୍କ ରଖିକି କୃତକାର୍ଯ୍ୟ ହେଇଥିବା ବିବେକ ସାହୁ ଙ୍କ ସମ୍ବର୍ଦ୍ଧିତ କରାଯାଇ ଥିଲା। ପଶ୍ଚିମ ଓଡ଼ିଶାର ପର୍ବ ପର୍ବାଣୀ ତଥା ମହାପୁରୁଷଙ୍କ ଜୟନ୍ତୀ ଉପରେ ସୂଚନା ନିମନ୍ତେ ବରଗଡ ଜିଲ୍ଲା ବୁଗ୍ ବୁଗା ରୁ ପ୍ରକାସିତ ସମ୍ବଲପୁରୀ/ କୋସଲୀ କେଲେଣ୍ଡର୍  ୨୦୨୬ ଉପସ୍ଥିତ ପରିବାର ମାନକଙ୍କୁ ପ୍ରଦାନ କରାଯାଇ ଥିଲା।  ପୁଷ୍ ପୁନି ଅବସରରେ ହଜି ଯାଉଥିବା ମହାନ ପରମ୍ପରା "ଛେର୍ ଛେରା" ବଞ୍ଚାଇ ରଖିବା ପାଇଁ ଓସାକା ର  ପ୍ରୟାସ ରେ ଛୋଟ ଛୋଟ ଛୁଆମାନେ ବିଶେଷ ଉତ୍ସାହ ର ସହ ଭାଗ ନେଇଥିଲେ ।ଆୟକର ବିଭାଗ ର ଅତିରିକ୍ତ କମିଶନର  ଆଶୁତୋଷ ପ୍ରଧାନ ଏବଂ ଯୁଗ୍ମ କମିଶନର ରଂଜନ ଅଗରୱାଲ ମଧ୍ୟ ଯୋଗ ଦେଇ ଥିଲେ | ଓସାକା ର ସଭାପତି ସୁନୀଲ କୁମାର ଗଡ୍ ତ୍ଯା ଙ୍କ  ପୁଷ ପୁନି ବାର୍ତ୍ତା ସହ  ଦଣ୍ଡ ଗୁରୁ ବିପିନ ଜାଲ ଏବଂ ତାଙ୍କ ଦଳ କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସନ୍ଧ୍ୟା ପର୍ଯ୍ୟନ୍ତ ଚାଲିଥିବା ଏହି କାର୍ଯ୍ୟକ୍ରମ କୁ ଶତାଧିକ ଲୋକଙ୍କର ସହଯୋଗ ପାଇଁ ସାଧାରଣ ସମ୍ପାଦକ ସମୀର ପାଢୀ ଧନ୍ୟବାଦ ଦେବା ସହ ପଶ୍ଚିମ ଓଡ଼ିଶାର କଳା ସଂକୃତି ର ପ୍ରଚାର ପ୍ରସାର ପାଇଁ ଓସାକା ର ଉଦ୍ୟମରେ ସମସ୍ତଙ୍କୁ ସାମିଲ ହେବାକୁ ଅନୁରୋଧ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026

You Might Also Like