-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||     

HOME   ଜିଲ୍ଲା

କାଉଡୋଳା ଧାନମଣ୍ଡି ଠାରେ ଆଞ୍ଚଳିକ ଡମ୍ବ ସମାଜ ର ସାଙ୍ଗଠନିକ ବୈଠକ |

10-Feb-2026



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆଞ୍ଚଳିକ ଡମ୍ବ ସମାଜ ର ସଭାପତି ବିଶିଷ୍ଟ ସମାଜସେବୀ ଶ୍ରୀ ମାନ ବନମାଳୀ ବାଗ ଙ୍କ ସଭାପତିତ୍ବରେ  ସୋମବାର କାଉଡୋଳା ଧାନମଣ୍ଡି ଠାରେ ଆଞ୍ଚଳିକ ଡମ୍ବସମାଜ ପକ୍ଷରୁ ଏକ ସାଙ୍ଗଠାନିକ ବୈଠକ  ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ଡକ୍ଟର ବାବା ସାହେବ ଆମ୍ବେଦକର ଙ୍କ ଫୋଟୋଚିତ୍ରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ଏହି ବୈଠକରେ ଆଞ୍ଚଳିକ ଡମ୍ବ ସମାଜ ର ସାଧାରଣ ସମ୍ପାଦକ ଧବଳେଶ୍ବର ନାଗ,ଉପଦେଷ୍ଟା ଗୁଣନିଧି ବାଗ, ଦେବାନନ୍ଦ ନାଏକ ଙ୍କ ସମେତ ୨୨ ଗୋଟି ପଞ୍ଚାୟତ ର ଗାଁ ଭାତ କମିଟି ସଭାପତି, ପଞ୍ଚାୟତ ସଭାପତି,ଙ୍କ ସମେତ ସମସ୍ତ ସମାଜ ପ୍ରେମୀ କର୍ମକର୍ତ୍ତା ଉପସ୍ଥିତ ଥିବାବେଳେ ବୈଠକ ର ଉଦ୍ଦେଶ୍ୟ ଜ୍ଞାପନ କୌଶିକ ଦୁରିଆ କରିଥିଲେ।
କୋକସରା ଆଞ୍ଚଳିକ ଡମ୍ବ ସମାଜ କୁ ନେଇ ସମାଜ ର ଦୁଇ ଗୋଷ୍ଠି ମଧ୍ୟରେ ଉପୁଜିଥିବା ବିବାଦ ଏକ ଭିନ୍ନ ମୋଡ଼ ନେଇଥିବା ବେଳେ ଆଞ୍ଚଳିକ ଡମ୍ବ ସମାଜର ଭବନ ନିର୍ମାଣ ପାଇଁ ଗତ ସରକାର ସମୟରେ ୧୫ ଲକ୍ଷ ଟଙ୍କା ଅନୁଦାନ ମିଳିଥିବା ବେଳେ କୋକସରା ଠାରେ ଭବନ ନିର୍ମାଣ ପାଇଁ ଚିହ୍ନଟ ହୋଇଥିବା ୨ ଡେସିମିଲ ଜାଗାରେ କେବଳ ଏହି ଅନୁଦାନ ଖର୍ଚ୍ଚ କରିବା ଓ ଅନାଧିକୃତ ଭାବେ ଜବରଦଖଲ ହୋଇଥିବା ଅଂଶ କୁ ଭାଙ୍ଗି ଦେବାକୁ ନିଷ୍ପତ୍ତି ନିଆଯାଇଛି। ଏହାସହ କାଉଡୋଳା ଠାରେ ଅର୍ଦ୍ଧ ନିର୍ମିତ ଭବନ କୁ ପ୍ରଶାସନ ର ସହାୟତା ରେ ସମ୍ପୂର୍ଣ୍ଣ କରିବା ପାଇଁ ଆଲୋଚନା କରିବା ପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଇଛି। ଏହାସହ ଯେଉଁସବୁ ପଞ୍ଚାୟତ ର କାର୍ଯ୍ୟକାଳ ଶେଷ ହୋଇଛି ପୁନଃ ସେହି ପଞ୍ଚାୟତ ରେ ନୂତନ କମିଟି ଗଠନ ପାଇଁ ନିଷ୍ପତ୍ତି ନିଆଯାଇଛି ।
ଏହି ବୈଠକରେ ଆଞ୍ଚଳିକ ଡମ୍ବ ସମାଜ ରଘୁନାଥ ଖମାରୀ, ରମେଶ ଚନ୍ଦ୍ର ଦୁର୍ଗା, ଖଗେଶ୍ୱର ପାଣିଗ୍ରାହୀ, ରାମଚନ୍ଦ୍ର ପାଣିଗ୍ରାହୀ,ଅଜୟ କୁମାର ଦୀପ, ଆଇନ ପରାମର୍ଶ ଦାତା ଲକ୍ଷ୍ମୀକାନ୍ତ ଖମାରି, ଉଗ୍ରେସନ ବାଗ,କ୍ଷେତୁରାମ ପାତ୍ର, କୁରୁକ୍ଷେତ୍ର ପାଣିଗ୍ରାହୀ, ପିତାମ୍ବର ବିହାର,ଯୁଗେଶ୍ୱର ବେଶ୍ରା, ଚକ୍ରଧର ବେଶ୍ରା,ଦୟାନିଧି ନାଏକ, ଧର୍ମୁ ଦୁର୍ଗା, ପ୍ରହଲ୍ଲାଦ ଠାକୁର, ଭୁବନେଶ୍ୱର ନାଏକ, ନୀଳମଣି ଖମାରି, ତ୍ରିନାଥ ବେଶ୍ରା,ଦିଗାମ୍ବର ବେମାଲ, କରୁଣା ମହାନନ୍ଦ,ତ୍ରିଲୋକ୍ୟ ବେଶ୍ରା, ପାରେଶ୍ୱର ପାଣିଗ୍ରାହୀ,ଭୁରିଶ୍ରବା ଜାଲ, ମଧୁସୂଦନ ଦୁର୍ଗା,,ଡମ୍ବରୁ ଦୁର୍ଗା,ଚୌଧୁରୀ ଦୁର୍ଗା,ତ୍ରିନାଥ ଠାକୁର, ତୁଳସିରାମ ଜାଲ, ବଂଶୀଧର ବେଶ୍ରା ସମେତ ୨୨ ପଞ୍ଚାୟତ ରୁ ଶତାଧିକ ସମାଜ ର କର୍ମକର୍ତ୍ତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026

You Might Also Like