-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର କୋର୍ଟରେ ହାଜର ହେଲେ ନିଶା ମହାରଣା

10-Feb-2026



ବଲାଙ୍ଗୀର(ପ୍ରେରଣା ଖବର):  ବିଭିନ୍ନ ଅପେରା ପେଣ୍ଡାଲ ରେ ଆଶ୍ଳୀଳ ନୃତ୍ୟ ପରିଦର୍ଶନ କରି ସାରା ରାଜ୍ୟରେ ପରିଚୟ ସୃଷ୍ଟି କରିଥିବା ବିବାଦୀୟ ନିଶା ମହାରଣଙ୍କ ଅଡୁଆ ବଢିଛି। ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ  ସର୍ବସମ୍ମୁଖରେ ଖୋଲା ମେଲା ଭାବରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ପୂର୍ବରୁ ନିଶାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ପୋଲିସ ନିଜ ଆଡୁ ମାମଲା ରୁଜୁ କରିଥିଲା। ସୂଚନାଯୋଗ୍ୟ, ନିଜର ବିବାଦୀୟ  ଓ କିଛି ଆଶାଳୀନ ମନ୍ତବ୍ୟ ଏବଂ ମାତ୍ରାଧିକ ଅଙ୍ଗପ୍ରଦର୍ଶନ କୁ ନେଇ ବିଭିନ୍ନ ଟିଭି ଚେନାଲ ଓ ସୋସିଆଲ ମିଡ଼ିଆରେ ଚର୍ଚ୍ଚାରେ ରହି ଆସିଛନ୍ତି ନିଶା ମହାରଣା। ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ  ସର୍ବସମ୍ମୁଖରେ ଖୁଲମଖୁଲ୍ଲା ଭାବରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ  ୨ ଆୟୋଜକଙ୍କୁ ମଧ୍ୟ ବଲାଙ୍ଗୀର ପୋଲିସ ଗିରଫ କରିଥିଲା। ତେବେ ଗିରଫ ଭୟରେ ଆଗୁଆ ଜାମିନ ଆବେଦନ କରିଥିଲେ  ନିଶା ମହାରଣା। ଜାମିନ ପାଇବା ପରେ ଆଜି ମଙ୍ଗଳବାର ବଲାଙ୍ଗୀର ଏସ୍‌ଡିଜେଏମ କୋର୍ଟରେ ନିଜ ଓକିଲଙ୍କ ଜରିଆରେ ଆତ୍ମସମର୍ପଣ କରିଛନ୍ତି ନିଶା ମହାରଣା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026
  ରାଜ୍ୟ  
ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   28-Aug-2026

You Might Also Like