-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||     

HOME   ଜିଲ୍ଲା

*ଦୁଇଟି ପିସ୍ତଲ୍ ଗୋଟାଏ ବୋମା, କାର ଓ ବିଭିନ୍ନ ମାରଣାସ୍ତ୍ର ସହ ୩ ଜଣ ସନ୍ଦିଗ୍ଧ ଯୁବକ ଙ୍କୁ ଗିରଫ କଲା ସୁବର୍ଣ୍ଣପୁର ପୋଲିସ*- *ସୁବର୍ଣ୍ଣପୁର ପୋଲିସ ର ବଡ଼ ସଫଳତା*-

10-Feb-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଗତକାଲି ସନ୍ଧ୍ୟା ସମୟରେ ସୋନପୁର ଥାନାକୁ ଏକ ବିଶ୍ବସ୍ତ ସୂତ୍ରରୁ ଖବର ମିଳିଥିଲା ଯେ , ୫-୬ଜଣ ସନ୍ଦିଗ୍ଧ ବ୍ୟକ୍ତି ସୋନପୁର ସହରର କୌଣସି ଏକ ବଡ଼ ବ୍ୟବସାୟ ପ୍ରତିଷ୍ଠାନରେ ଡକାୟତି କରିବା ଉଦ୍ଦେଶ୍ୟରେ ବନ୍ଧୁକ ଓ ବିଭିନ୍ନ ମାରଣାସ୍ତ୍ର ଧରି ଗୋଟିଏ ନାଲି କାରରେ ବୁଲୁଛନ୍ତି। ଏହି ଖବର ପାଇ ସୋନପୁର ସଦର ଥାନା  ର ନୂତନ ଭାରପ୍ରାପ୍ତ ଅଧିକାରୀ ଯାଦବ ବାଗଙ୍କ ନେତୃତ୍ୱରେ ଗୋଟିଏ ପୋଲିସ ଟିମ୍ ଗଠନ କରା ଯାଇ ସହରର ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ଏହି ସମୟରେ ସହରର ନଳିନୀ ଛକ ପଟରୁ ବିଜୁ ପଟ୍ଟନାୟକ ଛକ ପଟକୁ ଗୋଟିଏ ନାଲି ରଙ୍ଗର ଅଲ୍ଟୋ ଗାଡ଼ି ଯାହାର ନମ୍ବର OR 05 AD 0933 ପୋଲିସ ଟିମକୁ ଦେଖି  ଖସି ପଳାଇ ଯିବାକୁ ଚେଷ୍ଟା କରୁଥିଲେ। କୌଶଳ କ୍ରମେ ପୋଲିସ ଟିମ୍ ଉକ୍ତ ଗାଡ଼ିକୁ ଅଟକ ରଖିଥିଲେ। ସେହି ଗାଡ଼ିର ଚାଳକ ସୁଭମ ପ୍ରୀତମ ହୋତା (ଭିକି)ବୟସ(୨୮) ଙ୍କୁ ବ୍ୟକ୍ତି ଗତ ତଲାସି ସମୟରେ ଗୋଟିଏ ବନ୍ଧୁକ ଚାରିଟି ଜୀବନ୍ତ ଗୁଳି ସହିତ ଗୋଟିଏ ମାଗାଜିନ୍ ମିଳିଥିଲା । ସେହି ଗାଡ଼ିରେ ବସିଥିବା ସନ୍ଦିଗ୍ଧ ଶୁଭ୍ରାଂଶୁ ଶେଖର କୁମ୍ଭାର (ସୋନୁ)ବୟସ(୨୬)ଙ୍କ ବ୍ୟକ୍ତିଗତ ତଲାସି ସମୟରେ ଗୋଟିଏ ଦେଶୀ ପିସ୍ତଲ ସହିତ ୨ଗୋଟି ଜୀବନ୍ତ ଗୁଳି ମିଳିଥିଲା। ସନ୍ଦିଗ୍ଧ ଦେବାଶିଷ ପଣ୍ଡା ଙ୍କୁ ବ୍ୟକ୍ତିଗତ ତଲାସି ସମୟରେ ଗୋଟିଏ ବଡ ଛୁରୀ ମିଳିଥିଲା। ଶେଷରେ ଗାଡ଼ିକୁ ତଲାସି ସମୟରେ ଏକ ଲୁହା କୁରାଢ଼ି ଓ ଜୀବନ୍ତ ବୋମା ମିଳିଥିଲା। ସନ୍ଦିଗ୍ଧ ମାନଙ୍କ ପାଖରୁ ୩୯,୩୦୦ଟଙ୍କା ମଧ୍ୟ ମିଳିଥିଲା। ଏହି ମାରଣାସ୍ତ୍ର ଜିନିଷ ବାବଦରେ ସମସ୍ତ ସନ୍ଦିଗ୍ଧ କୌଣସି  ସନ୍ତୋଷ ଜନକ ଉତ୍ତର ଦେଇପାରି ନଥିଲେ। ଉକ୍ତ ମାରଣାସ୍ତ୍ର ସାମଗ୍ରୀ ଗୁଡିକ ସେମାନଙ୍କ ପାଖରୁ ଜବତ କରାଯାଇଛି। ଏ ସଙ୍କ୍ରାନ୍ତ ରେ ସୋନପୁର ଥାନାରେ ଏକ କେସ ନଂ ୪୮ ତା-୦୯-୦୨-୨୦୨୬U/s-310(4)/310( 5)BNS/sec.25(1-A) ଆର୍ମ୍ ଆକ୍ଟ/Sec.9(b) ଏକ୍ସ ପ୍ଲୋସିଭ ଆକ୍ଟ ରୁଜୁ କରାଯାଇଛି। ଏହି କେସର ତଦନ୍ତ ଏସ ଆଇ ରୋହନ କୁମାର ପ୍ରଧାନକୁ ଦାୟିତ୍ୱ ଦିଆଯାଇଛି। ଉକ୍ତ ଆସାମୀ ମାନଙ୍କ ଠାରୁ ମିଳିଥିବା ବନ୍ଧୁକ, ମାରଣାସ୍ତ୍ର ଓ ବୋମା ର ମୂଳ ଉତ୍ସ, ଚାଲାଣ ଓ ଏହାର ବ୍ୟବହାର ବାବଦରେ ପୂର୍ବ ର କିଛି କେଶ ଉପରେ ଅଧିକ ତଦନ୍ତ ଚାଲିଛି ବୋଲି ସୁବର୍ଣ୍ଣପୁର ଏସପି ନାରାୟଣ ନାଏକ ଆଜି ଜିଲ୍ଲା ପୋଲିସ୍ ଅଫିସ ରେ ଅନୁଷ୍ଟିତ ଏକ ସାମ୍ବାଦିକ ସମ୍ମିଳନୀରେ ସମସ୍ତ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026
  ରାଜ୍ୟ  
ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   28-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   28-Aug-2026
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026

You Might Also Like