-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||     

HOME   ଜିଲ୍ଲା

*ଜିଲ୍ଲାସ୍ତରୀୟ ଜାତୀୟ କୃମି ନାଶକ ଦିବସ କାର୍ଯ୍ୟକ୍ରମ ଉଦଘାଟିତ*

10-Feb-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସୁବର୍ଣ୍ଣପୁର ପକ୍ଷରୁ ସୋନପୁର ବ୍ଲକ ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ସେଣ୍ଟ ଜାଭିଅର ବିଦ୍ୟାଳୟ, ଶରଧାପାଲି  ଠାରେ ଜାତୀୟ କୃମି ନାଶକ ଦିବସ  ପାଳିତ  ହୋଇଯାଇଛି।
       ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ  ଅଧିକାରୀ ଡା. ଉଷାରାଣୀ ଦାଶ ନିଜ ହାତରେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କୁ ଔଷଧ ଖୁଆଇ  ଏହାର ଶୁଭାରମ୍ଭ କରିଥିଲେ l 
 ଏହି କାର୍ଯ୍ୟକ୍ରମ  ଅଧ୍ୟକ୍ଷl ନାଇକେନପାଲି ଡ଼ା .ପୂଜାଶ୍ରୀ ମିଶ୍ର,  ADPHCO ବୃନ୍ଦାବନ ସାହୁ ଓ ବିଦ୍ୟାଳୟ ର ନିର୍ଦେଶକ ଡ଼ .ଅରୁଣ କୁମାର ରଥ ଙ୍କ ତତ୍ୱାବଧାନ ରେ ପରିଚାଳନା କରା ଯାଇଥିଲା  ।ଉକ୍ତ କାର୍ଯ୍ୟକ୍ରମ ରେ ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ  ର  ADPHO (DC) ଡ଼ .ରମେଶ ଚନ୍ଦ୍ର ସ୍ୱାଇଁ, DPM ରୂପକ କୁମାର ମହାପାତ୍ର, AMCP ତରଣୀସେନ ପ୍ରଧାନ,ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ନାଇକେନପାଲି ସ୍ୱାସ୍ଥ୍ୟ କେନ୍ଦ୍ର ର ଡାକ୍ତର  ସରୋଜ କୁମାର ପଟେଲ, ସ୍ୱାସ୍ଥ୍ୟ ପରିଦର୍ଶକ ସିମାଞ୍ଚଳ ଦାଶ, ଫାର୍ମାସିଷ୍ଟ ହୃଷିକେଶ ମିଶ୍ର, ମହିଳା ସ୍ୱାସ୍ଥ୍ୟ କର୍ମୀ ସୁସ୍ମିତା ସୁନା, ଶୁଭଲଷ୍ମୀ  ବାଘ, ଦୀପଞ୍ଜଳି ଭୋଇ, ଆଶା କର୍ମୀ ଓ ଅଙ୍ଗନୱାଡି କର୍ମୀ ମାନେ ଯୋଗ ଦେଇଥିଲେ ଓ ସମସ୍ତ ଶିଶୁଙ୍କୁ କୃମି ନାଶକ ବଟିକା ନିଜର ତତ୍ୱାବଧାନ ରେ ଖୁଆଯାଇଥିଲା ।ଏହି କାର୍ଯ୍ୟକ୍ରମ କୁ ସୁଚାରୁରୂପେ 
ତୁଲାଇବା ପାଇଁ ବିଦ୍ୟାଳୟ ର ଅଧ୍ୟକ୍ଷ ଗୁପ୍ତେଶ୍ୱର ସାହୁ, ଶିକ୍ଷକ ଜୟନ୍ତ କୁମାର ସାହୁ, ସମୀର କୁମାର ଷଡ଼ଙ୍ଗୀ, ସୁରେନ୍ଦ୍ର ମଲ୍ଲିକ, ପୁର୍ଣିମା ପାଣିଗ୍ରାହୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026
  ରାଜ୍ୟ  
ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   28-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   28-Aug-2026
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026

You Might Also Like