-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||     

HOME   ଜିଲ୍ଲା

ମୋଟର ସାଇକେଲ ବିକ୍ରେତା କମ୍ପାନୀ ବିରୋଧରେ ବଲାଙ୍ଗୀର ଜିଲ୍ଲା ଖାଉଟି ଅଦାଲତର ଗୁରୁତ୍ୱପୂର୍ଣ୍ଣ ରାୟ

10-Feb-2026



ବଲାଙ୍ଗୀର(ପ୍ରେରଣା ଖବର): ମୋଟର ସାଇକେଲରେ ଟେକ୍ନିକାଲ ଡିଫେକ୍ଟ ଥାଇ ଗ୍ରାହକଙ୍କ ଅଭିଯୋଗକୁ ମୋଟେ ଦୃଷ୍ଟି ନ ଦେଇ ହଇରାଣ କରିବା ଅଭିଯୋଗରେ ମୋଟର ସାଇକେଲ କମ୍ପାନୀ ଙ୍କ ବିରୋଧରେ ବଲାଙ୍ଗୀର ଜିଲ୍ଲା ଖାଉଟି ଅଦାଲତ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି ।

  ସୂଚନାରୁ ପ୍ରକାଶ ଯେ, ପୁଇଁନ୍ତଳା ଥାନା ଶିକାବେହେଙ୍ଗା ଗାଁ ର ଦୀପେଶ କୁମାର ଗଡୁଆ ଗତ ୨ଠ୨୩ ମସିହାରେ ରୋୟାଲ ଏନଫିଲ୍ଡ କମ୍ପାନୀର ଏକ ମୋଟରସାଇକେଲ (ଓଡିଠ୩ ଜେଡ୍ ୩ଠ୩ଠ) କିଣିଥିଲେ । ଇଫକୋ ଟୋକିଓ ଇନସ୍ୟୁରେନ୍ସ କଂପାନୀ ସହିତ ଏହି ଗାଡିର ୨୧.୦୩.୨୦୨୩ ରୁ ୨୧.ଠ୩.୨୦୨୭ ପର୍ଯ୍ୟନ୍ତ ୱାରେଣ୍ଟି ମଧ୍ୟ ଥିଲା । ତେବେ କିଣିଲା ଦିନ ଠାରୁ ବାଇକ୍ ର Malfunction Indicator Lamp(ଇଣ୍ଡିକେଟର) ଟି ସବୁବେଳେ ଜଳୁଥିବା ମୋଡରେ ରହୁଥଲା । ଏହାଦ୍ୱାରା ମୋଟରସାଇକେଲର ଇଂଜିନ ଉପରେ ପ୍ରଭାବ ପଡିବାର ଆଶଙ୍କା ହେବା ପରେ ସୁରକ୍ଷା ଦୃଷ୍ଟିରୁ ଗ୍ରହକ ଜଣକ ବଲାଙ୍ଗୀର-ସମ୍ବଲପୁର ରୋଡ ମାଧିଆପାଲିସ୍ଥିତ ରୋୟାଲ ଏନଫିଲ୍ଡ ମୋଟରସାଇକେଲର ଅଧିକୃତ ବିକ୍ରେତା ଲୋୟାଲ ଅଟୋମୋବାଇଲସ୍ ନିକଟରେ ଅଭିଯୋଗ ମଧ୍ୟ କରିଥିଲେ । ଏ ନେଇ ବଇକ୍ କୁ ନେଇ ସଜାଡିଲା ପରେ ମଧ୍ୟ ପୁଣି ସେହି ସମସ୍ୟା ଦେଖା ଦେଇଥିଲା । ଏ ନେଇ ଗ୍ରହକ ଜଣକ ଭୁବନେଶ୍ୱରରେ ଥିବା କଂପାନୀର ଅଧିକୃତ ବିକ୍ରେତା ଗୁଗନାନି ଅଟୋମୋବାଇଲସ୍ ଏବଂ ଦିଲ୍ଲୀ ସ୍ଥିତ ରୋୟାଲ ଏନଫିଲ୍ଡ ର ମେନେଜିଙ୍ଗ ଡାଇରେକ୍ଟରଙ୍କୁ ଯୋଗାଯୋଗ କରି ବହୁ ହଇରାଣ ହୋଇଥିବା ସତ୍ତ୍ୱେ ବାଇକ୍ ର ମରାମତି କରିବାରେ କମ୍ପାନୀ ସକ୍ଷମ ହୋଇନଥିଲା । କିଣିବା ଦିନ ଠାରୁ ବାଇକ୍ ରେ ଦେଖାଇଦେଇଥିବା ଟେକ୍‌ନିକାଲ ଡିଫେକ୍ଟ ସଂପର୍କରେ କଂପାନୀକୁ ବାରମ୍ବାର ଅଭିଯୋଗ କରିଥବା ସତ୍ତ୍ୱେ କୌଣସି ସୁଫଳ ନମିଳିବାରୁ ଶେଷରେ ନିରାଶ ହୋଇ ଦୀବେଶ ବଲାଙ୍ଗୀର ଖଉଟି ଅଦାଲତର ଆଶ୍ରୟ ନେଇଥିଲେ । ମାନ୍ୟବର ଖାଉଟି ଅଦାଲତ ରୋୟାଲ ଏନଫିଲ୍ଡ କଂପାନୀକୁ  କୋର୍ଟରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗକାରୀ ଓ ବିକ୍ରେତା କଂପାନୀ ରୋୟାଲ ଏନଫିଲ୍ଡ ପକ୍ଷରୁ ଅଦାଲତରେ ନିଜ ନିଜ ପକ୍ଷ ରଖିଥିଲେ । ଦୁଇ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ମାନ୍ୟବର ଖାଉଟି ଅଦାଲତ ଗତ ୩ ତାରିଖରେ ନିଜ ରାୟରେ ଗ୍ରହକ ଦୀପେଶ କୁମାର ଗଡୁଆ ଙ୍କୁ ରୋୟାଲ ଏନଫିଲ୍ଡ ର ପୂରୁଣା ବାଇକ୍ ବଦଳାଇ ସେହି ସମାନ ଫିଚର୍ ଥିବା ନୂତନ ବଇକ୍ ପ୍ରଦାନ କରିବାକୁ ନଚେତ ମୁକଦ୍ଦମା ଆରମ୍ଭ ହେବା ଦିନ ଠାରୁ ୬ ପ୍ରତିଶତ ସୂଧ ହାରରେ ମୋଟରସାଇକେଲ ବାବଦକୁ ମୋଟ୍ ୨ଲକ୍ଷ ୮ହଜାର ୫୯୩ ଟଙ୍କ ପ୍ରଦାନ କରିବା ପାଇଁ ଆଦେଶ ଦେଇଛନ୍ତି । ଏଥିସହ ମାନସିକ ଯନ୍ତ୍ରଣା ବାବଦକୁ ୩ଠହଜାର ଟଙ୍କା ଓ ଲିଟିଗେସନ୍ ଏକ୍ସପେନସେସ୍ ବାବଦକୁ ୧ଠହଜାର ଟଙ୍କ ପେଠ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅଭିଯୋଗକାରୀଙ୍କ ତରଫରୁ ଏଡ଼ଭୋକେଟ ଅମ୍ବୁଜ କୁମାର ମହାନ୍ତି କେଶ ପରିଚାଳନା କରୁଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   28-Aug-2026
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026

You Might Also Like