-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||     

HOME   ଜିଲ୍ଲା

ବରଗଡ଼ରେ ବଢୁଛି କର୍କଟ ରୋଗ ଆତଙ୍କ: ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ କର୍କଟ ହସ୍ପିଟାଲ:- ସାଂସଦ ପ୍ରଦୀପ ପୁରୋହିତ

10-Feb-2026



ବରଗଡ(ପ୍ରେରଣା ଖବର): ଓଡ଼ିଶାର ବରଗଡ଼ ଜିଲ୍ଲାରେ ବୃଦ୍ଧି ପାଉଥିବା କର୍କଟ ରୋଗ ପ୍ରତି ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ବରଗଡ଼ କର୍କଟ ହସ୍ପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବାର ଆବଶ୍ୟକତାକୁ ଧ୍ୟାନ ଦେବାପାଇଁ ଚିଠି ଲେଖିଲେ ସାଂସଦ ପ୍ରଦୀପ ପୁରୋହିତ। ସରକାରୀ ତଥ୍ୟ ଅନୁଯାୟୀ, ୨୦୧୩ରେ ଓଡ଼ିଶାରେ କର୍କଟ ରୋଗୀଙ୍କ ସଂଖ୍ୟା ୪୩,୨୧୦ରୁ ୨୦୨୨ରେ ୫୨,୯୬୦କୁ ବୃଦ୍ଧି ପାଇଥିଲା, ଯେତେ ବେଳେ କର୍କଟ ମୃତ୍ୟୁ ୨୩,୮୮୬ରୁ ୨୯,୨୮୭କୁ ବୃଦ୍ଧି ପାଇଥିଲା।  (ଇସିଏମ ଆର୍ )ର ଜାତୀୟ କର୍କଟ ପଞ୍ଜିକା କାର୍ଯ୍ୟକ୍ରମ ଅନୁଯାୟୀ, ୨୦୨୫ ସୁଦ୍ଧା ଏହି ସଂଖ୍ୟା ୫୫,୦୦୦ ଅତିକ୍ରମ କରିବ ବୋଲି ଆଶା କରାଯାଉଛି। ପଶ୍ଚିମ ଓଡ଼ିଶାରେ ୨୦୨୧-୨୩ ମଧ୍ୟରେ ବରଗଡ଼, ସମ୍ବଲପୁର ଏବଂ ବଲାଙ୍ଗୀର ଭଳି ଜିଲ୍ଲା ସମେତ ପ୍ରାୟ ୨୨,୦୦୦ ନୂତନ ମାମଲା ରିପୋର୍ଟ ହୋଇଥିଲା, ଯେଉଁଥିରେ ବହୁ ସଂଖ୍ୟକ ଲୋକଙ୍କୁ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ଯିବାକୁ ବାଧ୍ୟ କରାଯାଇଥିଲା। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ, କେନ୍ଦ୍ର ସରକାର ଆୟୁଷ୍ମାନ ଭାରତ ଭଳି ଯୋଜନା ମାଧ୍ୟମରେ ଗରିବ ଲୋକଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସୁରକ୍ଷା ଯୋଗାଇ ଦେଇଛନ୍ତି ଏବଂ ବର୍ତ୍ତମାନର କେନ୍ଦ୍ର ସରକାର "ସବକା ସାଥ, ସବକା ବିକାଶ" ର ପ୍ରତିବଦ୍ଧତା ସହିତ ସ୍ୱାସ୍ଥ୍ୟ ଭିତ୍ତି ଭୂମିକୁ ସୁଦୃଢ଼ କରୁଛନ୍ତି। ଏହି ପରିପ୍ରେକ୍ଷୀରେ, ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଦାବି କରି କହିଛନ୍ତି ଯେ ୧୩୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ବରଗଡ଼ କର୍କଟ ହସ୍ପିଟାଲରେ ସମସ୍ତ ମଞ୍ଜୁର ପଦବୀ ତୁରନ୍ତ ପୂରଣ କରାଯାଉ ଏବଂ  ଓଡ଼ିଶାର ଗରିବ ରୋଗୀ ମାନେ ସମୟୋଚିତ, ସୁଗମ ଏବଂ ଗୁଣାତ୍ମକ ଚିକିତ୍ସା ପାନ୍ତୁ ଏଥିସହ ପିଇଟି - ସିଟି ବିକିରଣ  ଏବଂ  ଆଇସିୟୁ ଭଳି ସେବା ମଧ୍ୟ ତୁରନ୍ତ ଆରମ୍ଭ କରାଯାଉ ବୋଲି ସାଂସଦ ଶ୍ରୀ ପୁରୋହିତ ଦାବୀ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026

You Might Also Like