-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||     

HOME   ଜିଲ୍ଲା

ଡ୍ରପ୍‌ଆଉଟ୍ ପିଲାଙ୍କର ପୁନଃଶିକ୍ଷାରେ ନିବେଶ- ସିଆରସିସି ଙ୍କ ପ୍ରୟାସ

10-Feb-2026



ନବରଂଗପୁର :(ପ୍ରିୟଦର୍ଶିନୀ ପାତ୍ର)
-ପାପଡ଼ାହାଣ୍ଡି ବ୍ଲକ ଅନ୍ତର୍ଗତ ସେମଳା  ସିଆରସିସି ବାବୁଲାଲ ସାଗର ଓ ଶିକ୍ଷକ ଚିତ୍ର ସେନ ଙ୍କ ଦ୍ୱାରା ଗ୍ରାମ ଏବଂ ବିଦ୍ୟାଳୟ ସ୍ତରରେ ଡ୍ରପ୍‌ଆଉଟ୍ ପିଲାଙ୍କ ପାଇଁ କାଉନ୍ସେଲିଂ କାର୍ଯ୍ୟ ଚାଲିଥିଲା। କାଉନ୍ସେଲିଂ ପରିଚାଳନାରେ ପିଲାଙ୍କର ଆବଶ୍ୟକତା, ଶିକ୍ଷା ରୁଚି, ଏବଂ ପାରିବାରିକ ପରିସ୍ଥିତିକୁ ଧ୍ୟାନରେ ରଖି ସାହାଯ୍ୟ ଯୋଗାଇ ଦିଆ ଯାଇଥିଲା।ପରେ, ସିଆରସିସି  ଏସ ଆଇ ଓ ଏସ ପାପଡ଼ାହାଣ୍ଡିରେ ଦଶମ ଶ୍ରେଣୀରେ ନାମଲେଖା ସହଯୋଗରେ ହୋଇଥିଲା।  ୧୦ମ ଶ୍ରେଣୀରେ ବୃହସ୍ପତି ଗାଦଵା ପିତା ରାମନାଥ ଗାଦବାକୁ   ଆବଶ୍ୟକ ଶିକ୍ଷା ସ୍ରୋତରେ ଫେରିଛନ୍ତି, ଯାହା ତାଙ୍କର ଶିକ୍ଷା ଅଧିକାର ସୁନିଶ୍ଚିତ କରିବାରେ ମଦତ ହୋଇଛି।ସିଆରସିସିଙ୍କ ଏହି ପ୍ରୟାସ ଦ୍ୱାରା ନିମ୍ନଲିଖିତ ଲାଭ ମିଳିଛି lଡ୍ରପ୍‌ଆଉଟ୍ ପିଲାମାନଙ୍କୁ ପୁନଃଶିକ୍ଷା ସ୍ରୋତରେ ଫେରାଇବା।ଶିକ୍ଷାରେ ସମାନ ଅବସର ଏବଂ ସମାଜରେ ସମାନ ଅଧିକାର ସୁନିଶ୍ଚିତ କରିବା।ପିଲାଙ୍କର ବ୍ୟକ୍ତିଗତ ଓ ସାମାଜିକ ଉନ୍ନତିରେ ସାହାଯ୍ୟ।ଶିକ୍ଷକ, ପରିବାର ଓ ସମ୍ପ୍ରଦାୟ ସହିତ ସମନ୍ୱୟ ଏବଂ ସଫଳ  କାର୍ଯ୍ୟାନୁଷ୍ଠାନ  ହୋଇଛି ।ଏହି ପ୍ରକ୍ରିୟା ପାଇଁ ସମ୍ପୃକ୍ତ ବିଭାଗ ଙ୍କୁ ଅବଗତ କରାଯାଉଛି, ଯାହା ଭବିଷ୍ୟତରେ ଏହି ପ୍ରକଳ୍ପର ସମ୍ବଳନ ଓ ପୁନଃପ୍ରଚଳନରେ ସହଯୋଗ  ହେବ।ଶିକ୍ଷକ ଓ ସିଆରସିସି ର ପ୍ରୟାସକୁ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026

You Might Also Like